ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୪୧ କେଜି ୧୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ବାଇକକୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇ ଜଣ!-->…
Read More...
Read More...