Yearly Archives

2023

ଶୈଲୀ ଓବରାଏ ହେଲେ ଦିଲ୍ଲୀ ମେୟର

ନୂଆଦିଲ୍ଲୀ : ଜାତୀୟ ରାଜଧାନୀ ଦିଲ୍ଲୀକୁ ବୁଧବାର ଏହାର ନୂତନ ମେୟର ମିଳିଛି। ଆମ ଆଦମୀ ପାର୍ଟି(ଏଏପି)ର ପ୍ରାର୍ଥୀ ଡ. ଶୈଲୀ ଓବରାଏ ଦିଲ୍ଲୀ ଏମସିଡର ନୂତନ ମେୟର ଭାବରେ ନିର୍ବାଚିତ ହୋଇଛନ୍ତି। ଦୀର୍ଘ ସମୟ ଅପେକ୍ଷା ପରେ ଦିଲ୍ଲୀ ଏମସିଡି ନିର୍ବାଚନର ଅଢ଼େଇ ମାସ ପରେ ଏହାର ନୂତନ ମେୟର
Read More...

ସମ୍ବଲପୁର ଓ ମେକ୍ସିକୋ ମଧ୍ୟରେ ବିଶ୍ୱବିଦ୍ୟାଳୟ ସ୍ତରୀୟ ଚୁକ୍ତିନାମା ସ୍ୱାକ୍ଷରିତ

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଭାଗ ସହିତ ସୁଦୂର ମେକ୍ସିକୋ ରାଷ୍ଟ୍ରୀୟ ବୈଷୟିକ ସଂସ୍ଥାର (ଏନଆଇଟି)ର ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଯାଇଛି, ଯାହା ଫଳରେ ଉଭୟ ଉଚ୍ଚ ଶିକ୍ଷାନୁଷ୍ଠାନ ମଧ୍ୟରେ ଶୈକ୍ଷଣିକ ଆଦାନପ୍ରଦାନ ପାଇଁ ବାଟ ଫିଟିଛି । ସମ୍ବଲପୁର
Read More...

ଅତ୍ୟାଧୁନିକ ଟ୍ରାଫିକ ବ୍ୟବସ୍ଥା ପାଇଁ ଶିଳାନ୍ୟାସ

ଦଶପଲ୍ଲା : ନୟାଗଡ଼ ସହରର ଟ୍ରାଫିକ ଛକରେ ଟ୍ରାଫିକ ବ୍ୟବସ୍ଥାର ଉନ୍ନତିକରଣ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଡ଼ଃ ଅରୁଣ କୁମାର ସାହୁ ଯୋଗଦେଇ ଶିଳାନ୍ୟାସ କରିଥିଲେ । ଏହି ଅବସରରେ ବିଧାୟକ ଶ୍ରୀ ସାହୁ
Read More...

ଇଂଲଣ୍ଡ ଗସ୍ତରେ ଯିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତା ସପ୍ତାହରେ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାନୁସାରେ, କଂଗ୍ରେସ ନେତା ଫେବୃୟାରୀ ୨୮ରେ ୧୦ ଦିନିଆ ଇଂଲଣ୍ଡ ଗସ୍ତରେ ଯିବେ। ଏହାପୂର୍ବରୁ ସେ ଫେବୃୟାରୀ ୨୪ରୁ ୨୬ ଫେବୃୟାରୀ ପର୍ଯ୍ୟନ୍ତ ଛତିଶଗଡର ରାୟପୁରରେ କଂଗ୍ରେସର ୮୫
Read More...

ସିଏସ୍‌କେ ପାଇଁ ଖୁସି ଖବର, ଆଇପିଏଲ ଖେଳିବା ପାଇଁ ଫିଟ୍‌ ହେଉଛନ୍ତି ଏହି ଦ୍ରୁତ ବୋଲର

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୬ ତମ ସିଜନ ୩୧ ମାର୍ଚ୍ଚରୁ ଆରମ୍ଭ ହେବାକୁ ଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟନ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ତେବେ ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ
Read More...

ଚଳନ୍ତା ଟ୍ରେନରେ ଯାତ୍ରୀଙ୍କୁ ଛୁରି ଦେଖାଇ ଲୁଟ୍‌ କରିବା ଘଟଣାରେ ଜଣେ ଗିରଫ

ପୁରୀ : ଚଳନ୍ତା ଟ୍ରେନରେ ଯାତ୍ରୀଙ୍କୁ ଛୁରି ଦେଖାଇ ଲୁଟ୍‌ କରିବା ଘଟଣାରେ ପୁରୀ ଜିଆରପି ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତ ଜଣକ ହେଉଛି ପିପିଲି ଥାନା ଅଞ୍ଚଳର ଦିଲ୍ଲିପ ପଣ୍ଡା । ଅଭିଯୁକ୍ତ ଦିଲ୍ଲୀପ ଠାରୁ ଜିଆରପି ପୋଲିସ ଲକ୍ଷାଧିକ ଟଙ୍କାର ସୁନାଗହଣା
Read More...

ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟରେ ଦ୍ୱିତୀୟ ଉତ୍କଳ କୃଷିମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ଥିବା ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟର ଦ୍ୱିତୀୟ ଉତ୍କଳ କୃଷିମେଳା ୨୧ ଓ ୨୨ କୃଷି ଜାଗରଣର ସମର୍ଥନରେ ଆୟୋଜିତ ହୋଇଛି । ଏଥିରେ ଚାଷୀମାନଙ୍କୁ ନୂତନ ଓ ଆଧୁନିକ ଚାଷ ପ୍ରଣାଳୀ ବିଷୟରେ ଅବଗତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଓଡ଼ିଶା କୃଷି
Read More...

ବୌଦ୍ଧ ଜିଲ୍ଲାରେ ଆରମ୍ଭ ହେଲା ଖଜୁରୀ ଓ ତାଳ ରସରୁ ଗୁଡ଼ ପ୍ରସ୍ତୁତି, ଜିଲ୍ଲା ପ୍ରଶାସନ ଦେଲା ଅନୁମତି

ବୌଦ୍ଧ : ବେଆଇନ ମାଦକ ଦ୍ରବ୍ୟ ଭାବେ ବିବେଚିତ ହୋଇଥିବା ଖଜୁରୀ ଓ ତାଳ ରସକୁ ଆଜି ସର୍ବ ପ୍ରଥମେ ବୌଦ୍ଧ ଜିଲ୍ଲାରେ ଏହାର ସଦୁପଯୋଗ ପାଇଁ ଜିଲ୍ଲା ପ୍ରଶାସନ ହାତ ବଢାଇଛି । ଏହି ମାଦକ ଦ୍ରବ୍ୟରୁ ପ୍ରସ୍ତୁତ ହେଉଛି ସୁମଧୁର ଗୁଡ଼ । ଏହି ଗୁଡ଼ ତିଆରି କରିବାପାଇଁ ତାଲିମ୍‌ ମଧ୍ୟ ଦିଆଯାଉଛି ।
Read More...

୫ ଜଣ ଶିଶୁଙ୍କୁ ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲା ବାହାରକୁ ପଠାଇଲେ ଜିଲାପାଳ

ବୌଦ୍ଧ : ଜଟିଳ ରୋଗରେ ପୀଡିତ ହୋଇ ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ୫ ଜଣ ଶିଶୁଙ୍କୁ ଉନ୍ନତ ଚିକିତ୍ସା ପାଇଁ ଜିଲାପ୍ରଶାସନ ପକ୍ଷରୁ ବାହାରକୁ ପଠାଯାଇଛି । ବିଭିନ୍ନ ଅଭିଯୋଗ ଶୁଣାଣି ଶିବିରରେ ଏହି ଶିଶୁମାନେ ପୀଡିତ ଥିବା ଦୃଷ୍ଟିକୁ ଆସିବା ପରେ ଜିଲାପାଳଙ୍କ
Read More...

ଜଙ୍ଗଲ ନିଆଁ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା: ଓଡ଼ିଶା ସରକାରଙ୍କ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ନିର୍ଦ୍ଦେଶ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ଜଙ୍ଗଲ ନିଆଁ ପ୍ରତିକାର ନିମନ୍ତେ ଜନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି । ଏହି ଅବସରରେ ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ ଉପାନ୍ତ ବ୍ଲକ୍‌
Read More...