Yearly Archives

2023

ନୟାଗଡ ଜିଲ୍ଲା ଅଣଗେଜେଟେଡ଼ ପ୍ରାଣୀ ଚିକିତ୍ସକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଦଶପଲ୍ଲା : ନୟାଗଡ ଜିଲ୍ଲା ଅଣଗେଜେଟେଡ଼ ପ୍ରାଣୀ ଚିକିତ୍ସକ ସଂଘ ପକ୍ଷରୁ ୫ ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଅଣଗେଜେଟେଡ଼ ପ୍ରାଣୀ ଚିକିତ୍ସକମାନେ ନିଜର ଦାବି ହାସଲ ପାଇଁ ପୂର୍ବରୁ ବିଧାନସଭା
Read More...

ରାଜ୍ୟରେ ପ୍ରଥମ ୫- ଟି ରୂପାନ୍ତରିତ ସ୍କୁଲରେ ଖୋଲିଲା ଭର୍ଚୁଆଲ ରିଆଲିଟି ଲ୍ୟାବ

ଫୁଲବାଣୀ:-ରାଜ୍ୟ ସରକାର ୫- ଟି ଅଧୀନରେ ରାଜ୍ୟର ମାଧ୍ୟମିକ ସ୍କୁଲ ଗୁଡ଼ିକର ରୂପାନ୍ତରଣ କରିଛନ୍ତି । ତେବେ କନ୍ଧମାଳ ଜିଲ୍ଲାରେ ଏହି ପରିପ୍ରେକ୍ଷୀରେ ଟିକେ ଭିନ୍ନ ତଥା ନିଆରା କରାଯାଇଛି । ଫୁଲବାଣୀ ଏଜେଓ ହାଇସ୍କୁଲ ଠାରେ ଖୋଲାଯାଇଛି ଭର୍ଚୁଆଲ ରିଆଲିଟି ଲ୍ୟାବ,ଯାହାକି ରାଜ୍ୟରେ ପ୍ରଥମ ।
Read More...

କ୍ୟାରିଅର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲ୍ଲା ଇ-ପାଠାଗାର ମିଳିତ ଉଦ୍ୟୋଗରେ କ୍ୟାରିଅର କାଉନସେଲିଂ କାର୍ଯ୍ୟକ୍ରମ ଆଇଟିଡିଏ କନଫରେନ୍ସିଂ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ
Read More...

ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ : ମନ୍ତ୍ରୀ ରିତା ସାହୁ

ପୁରୀ : ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶୃତି ବଦ୍ଧ ବୋଲି କହିଛନ୍ତି ରାଜ୍ୟ ହସ୍ତଶିଳ୍ପ ତଥା ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ । ଶ୍ରୀ ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ଆନୁକୂଲ୍ୟରେ କେନ୍ଦ୍ର ହସ୍ତଶିଳ୍ପ ଆୟୁକ୍ତ ଓ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟର ମିଳିତ
Read More...

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକର ସୁନ୍ଦର ଡାଙ୍ଗୋ ଗ୍ରାମ ପଞ୍ଚାୟତ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ
Read More...

ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କଲେ ୩ ଜିଲ୍ଲାର ଜନପ୍ରତିନିଧି

ଗଞ୍ଜାମ: ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କରାଯାଉଥିବା ଉନ୍ନୟନମୂଳକ କାର୍ଯ୍ୟରେ କିଭଳି ନୂତନ ବୈଷୟିକ କାରିଗରୀ ନକ୍ସାର ଢାଞ୍ଚାରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକୁ ଦେଖିବା ଲାଗି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଜନପ୍ରତିନିଧିମାନେ ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ବ୍ଲକକୁ ଆସିଥିଲେ
Read More...

ଏଲଏଣ୍ଡଟି କମ୍ପାନୀରୁ ଚୋରି ଘଟଣା, ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣା କଟକ ପୋଲିସ ହାତରେ ଗତ ଶୁକ୍ରବାର ଦିନ ଏକ ବଡ଼ ଧରଣର ଚୋର ଗ୍ୟାଙ୍ଗ ଧରା ପଡିଥିବା ବେଳେ ପୋଲିସ ଉକ୍ତ ଟ୍ରକ ଓ ଚୋରି ସାମଗ୍ରୀ ଜବତ ସହ ସମସ୍ତ ଆସାମୀଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଥିଲା । ଏନେଇ ସୋମବାର ଦିନ ପୁରୁଣାକଟକ ପୋଲିସ ପକ୍ଷରୁ ୫ଜଣ
Read More...

ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ,ପୁଣି ନଷ୍ଟ ହେଲା ୫କୋଟି ଟଙ୍କାର ବେଆଇନ୍‌ ଗଞ୍ଜେଇ ଗଛ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ବନ୍ଦ ରହିଥିବା ବେଳେ ପୁଣି ଥରେ ବାଲିଗୁଡ଼ା ଥାନା ତରଫରୁ ଅପରେସନ ନୀଳ ଜହର ଆରମ୍ଭ ହୋଇଛି । ବାଲିଗୁଡ଼ା ବ୍ଲକ୍‌ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ବେଆଇନ୍‌ ଗଞ୍ଜେଇ ଚାଷ
Read More...

ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା ଓ କୁଆଁରୀଆ ମହୋତ୍ସବ-୨୦୨୩ର ପ୍ରାକ ପ୍ରସ୍ତୁତି ବୈଠକ

ଦଶପଲ୍ଲା: ଆଗାମୀ ଏପ୍ରିଲ ମାସରେ ହେବାକୁ ଥିବା ୧୮୦୨ ମସିହାରୁ ପ୍ରଚଳିତ ଭାରତ ପ୍ରସିଦ୍ଧ ଐତିହାସିକ ଲଙ୍କାପୋଡ଼ି ଯାତ୍ରା ଓ କୁଆଁରୀଆ ମହୋତ୍ସବ-୨୦୨୩ର ସଫଳ ଆୟୋଜନ ନିମନ୍ତେ ଆଜି ଦଶପଲ୍ଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହଠାରେ ଦଶପଲ୍ଲା ବିଧାୟକ ତଥା ବିଜେଡି ଜିଲ୍ଲା ସଭାପତ ରମେଶ
Read More...

ନନ୍ଦାହାଣ୍ଡିରେ “ଶିଶୁ ପାଇଁ ଦିନ ଟିଏ’ କାର୍ଯ୍ୟକ୍ରମ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ସଦର ବ୍ଲକ ପରିସରରେ ଥିବା ବ୍ଲକ ସଭା ଗୃହଠାରେ ଶିଶୁ ପାଇଁ ଦିନ ଟିଏ ନିମନ୍ତେ ବ୍ଲକ ସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ ଏବଂ ଶିଶୁ ଶ୍ରମିକ ନିରାକରଣ କମିଟିର ତ୍ରୋୟୋମାସିକ
Read More...