Yearly Archives

2023

ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ କର୍କଟ ଦିବସ ପାଳିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ସଭା ଗୃହରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ମଳୟ ତ୍ରିପାଠୀଙ୍କ ଅଧକ୍ଷତାରେ ଏକ ସଚେତନ ସଭା ଅନୁଷ୍ଟିତ ହୋଇଥିଲା । ଏଥିରେ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ, ଦାରିଙ୍ଗବାଡ଼ି ବିଜେପିର ବ୍ଲକ ଘେରାଉ

ଦାରିଙ୍ଗବାଡ଼ି:ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ପ୍ରତିବାଦରେ ଦାରିଙ୍ଗବାଡ଼ି ବ୍ଲକ ବିଜେପି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରିବା ସହିତ ଅଯୋଗ୍ୟ ହିତାଧିକାରୀମାନଙ୍କୁ ତାଲିକାରୁ ବାଦ ଦେବା ଦାବିରେ
Read More...

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ, ଶ୍ରୀମନ୍ଦିର ଚଳଚଞ୍ଚଳ

ପୁରୀ : ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୌଣସି ଉପାୟ ନଦେଖି
Read More...

ଘୋଡାଗାଡୁ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଫୁଲବାଣୀ,୩/୨:- ଆଜି ଘୋଡାଗାଡୁ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ଦାଶଙ୍କ ଆବାହକତ୍ୱରେ ମିଳିତ ଶିକ୍ଷକ ସମନ୍ୱୟ ସମିତି ଫୁଲବାଣୀର ସଭାପତି ସୁକାନ୍ତ କୁମାର ବେହେରା ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା
Read More...

ଜିଲ୍ଲାସ୍ତରୀୟ କ୍ରୀଡ଼ା ମହୋତ୍ସବ ଉଦଘାଟିତ

ଫୁଲବାଣୀ,୩/୨:- ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅନୁକୁଲ୍ୟରେ ଶୁକ୍ରବାର ଫୁଲବାଣୀ ବ୍ଲକ ଅନ୍ତର୍ଗତ ବଇଡା ଦିନାର ସିଂ ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି କ୍ରୀଡା ମହୋତ୍ସବ ତିନି ଦିନ ଧରି ଚାଲିବ । ଏହି ଅବସରରେ କନ୍ଧମାଳ
Read More...

ମାଟ୍ରିକ ପରୀକ୍ଷା ପ୍ରସ୍ତୁତି ନେଇ ଜିଲ୍ଲାପାଳଙ୍କ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା

ବୌଦ୍ଧ,୩/୨:- ବୌଦ୍ଧ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ ଜ଼ିଲ୍ଲାର ୫ଟି ଉଚ୍ଚବିଦ୍ୟାଳୟ ମନମୁଣ୍ଡା ଉଚ୍ଚବିଦ୍ୟାଳୟ, ଜନତା ଉଚ୍ଚବିଦ୍ୟାଳୟ, ଆମ୍ବଗାଁ, ବିଳାସପୁର ଉଚ୍ଚ଼ବିଦ୍ୟାଳୟ, ସମଲେଶ୍ୱରୀ ଉଚ୍ଚବିଦ୍ୟାଳୟ, ଘଣ୍ଟାପଡା ଏବଂ କଣ୍ଟାମାଳ ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର, ଛାତ୍ରୀ
Read More...

ତାଇକୋଣ୍ଡୁରେ ବୌଦ୍ଧର ସ୍ୱର୍ଣ୍ଣପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ବୌଦ୍ଧ,୩/୨:- ଉତ୍ତରପ୍ର୍ରଦେଶ ବରେଲିଠାରେ ଅନୁଷ୍ଠିତ ୧୨ତମ ଜାତୀୟ ତାଇକୋଣ୍ଡୁ ପୁମସି ପ୍ରତିଯୋଗିତାରେ ବୌଦ୍ଧ ତାଇକୋଣ୍ଡୁ ଆସୋସିଏସନ ପକ୍ଷରୁ ତିନିଜଣ ଛାତ୍ରୀ ଓ ଜଣେ ଛାତ୍ର ଯୋଗଦାନ କରିଥିଲେ । ସେମାନଙ୍କ ମଧ୍ୟରୁ ସୁଲଗ୍ନା ମିଶ୍ର, ମନୀଷା ସାହୁ, ସୁନୟନା ମେହେର ସ୍ୱର୍ଣ୍ଣ ପଦକ ହାସଲ
Read More...

ବୌଦ୍ଧରେ ପିସିପିଏନଡିଟି ବୈଠକ
ବେଆଇନ ଲିଙ୍ଗ ନିରୁପଣ କ୍ଲିନିକର ସୂଚନା ଦେଲେ ମିଳିବ ୨୫ହଜାର ଟଙ୍କା ପ୍ରୋତ୍ସାହନ ରାଶି

ବୌଦ୍ଧ,୩/୨:- ଜିଲ୍ଲାପାଳଙ୍କ ସଦଭାବନା ଗୃହଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପିସିପିଏନଡିଟି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବେଆଇନ ଲିଙ୍ଗ ନିରୁପଣ କ୍ଲିନିକର ସୂଚନା ଦେଲେ ସେହି ବ୍ୟକ୍ତିଙ୍କୁ ୨୫ହଜାର ଟଙ୍କା ପ୍ରୋତ୍ସାହନ ରାଶି ତାଙ୍କ
Read More...

ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମରୁ ଫେରିଥିବା ଯୁବକ ଯୁବତୀଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୩/୨:- କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ତ ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ଓ କେନ୍ଦ୍ର ସରକାରଙ୍କ ଗୃହମନ୍ତ୍ରଣାଳୟ କଳାହାଣ୍ଡି ୬୪ ବାଟାଲିୟନ, ସିଆରପିଏଫର ମିଳିତ ଉଦ୍ୟମକ୍ରମେ ୧୪ ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମରେ କଳାହାଣ୍ଡି
Read More...

ବୌଦ୍ଧ ଜିଲ୍ଲାରେ ଆରମ୍ଭହେଲା ଅଷ୍ଟିଓପାଥି ଚିକିତ୍ସା

ବୌଦ୍ଧ,୩/୨:- ବୌଦ୍ଧ ସହରର ଫିଜିଓଥେରାପି କେନ୍ଦ୍ର ନିକଟରେ ଅଷ୍ଟିଓପାଥି ଚିକିତ୍ସା ଫେବୃଆରୀ ୨ ତାରିଖରୁ ଆରମ୍ଭ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଯୋଗଦେଇ ଫିତାକାଟି ଚିକିତ୍ସାର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ
Read More...