Yearly Archives

2023

ଫାଷ୍ଟ ଫୁଲବାଣୀ କପ ଉଦଯାପିତ

ଫୁଲବାଣୀ :- ଗତ ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହୋଇ ଥିବା ଫାଷ୍ଟ ଫୁଲବାଣୀ କପ ୨୦୨୨-୨୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମ୍ବାଦିକ ତଥା କନ୍ଧମାଳ ପିପୁଲ୍ସ ଫୋରମର ସଭାପତି ରାଧାମୋହନ ମହାପାତ୍ର ଯୋଗଦେଇ ଖେଳାଳି ମାନଙ୍କୁ
Read More...

ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ବସ୍ତି, ୩ ବର୍ଷ ଯାଏଁ ବଢିବ ନାହିଁ ବିଦ୍ୟୁତ ଦର

କଟକ: ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ବସ୍ତି । ଆଉ ବଢିବ ନାହିଁ ବିଦ୍ୟୁତ ଦର । ଆଗାମୀ ୩ ବର୍ଷ ଯାଏଁ ବିଦ୍ୟୁତ ଦର ବୃଦ୍ଧି ପାଇବ ନାହିଁ ବୋଲି ପ୍ରତିକ୍ରିୟା ରଖିଛନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ। ବିଦ୍ୟୁତ ଦର ବୃଦ୍ଧି ନେଇ ଯେଉଁ ଚର୍ଚ୍ଚା ହେଉଛି ତାହା ଭୁଲ ବୋଲି ଶକ୍ତିମନ୍ତ୍ରୀ କହିଛନ୍ତି
Read More...

ନବମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଉଦଯାପିତ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିର ଅଗ୍ରଣୀ ନାଟ୍ୟ ସଂଗଠନ କ୍ରିଏଟିଭ ଆର୍ଟସ ଦ୍ୱାରା ସ୍ଥାନୀୟ ଅର୍ବାନ ବ୍ୟାଙ୍କ ପଡିଆଠାରେ ନବମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଉଦଯାପିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ , ସମ୍ମାନିତ ଅତିଥି
Read More...

ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିର ଉଦଘାଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣିଲା ଭାଜପା

ପାରଳାଖେମୁଣ୍ଡି : ଚଳିତ ବର୍ଷ ଗଜପତି ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିରେ ଘୋର ଅନିୟମିତତା ହୋଇଥିବା ଜିଲ୍ଲା ଭାଜପା ପକ୍ଷରୁ ପାରଳା ବିଧାୟକ ତଥା ଜିଲ୍ଲା ଭାଜପା ସଭାପତି କେ. ନାରାୟଣ ରାଓ ଅଭିଯୋଗ କରିଛନ୍ତି । ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଭାଜପା କାର୍ଯ୍ୟାଳୟ ପରିସରରେ ଆୟୋଜିତ
Read More...

ଆଦିବାସୀଙ୍କ ନିଆରା ଟୋକିମରା ପର୍ବ, ଧାଙ୍ଗରି ଦୁଲା ସହ ସମାପନ

କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଗମ୍ଭୀଗୁଡା ପଞ୍ଚାୟତର ଓଲମା ଗ୍ରାମରେ ରବିବାର ଆଦିବାସୀଙ୍କ କୃଷି ଭିତ୍ତିକ ତଥା ବିଶ୍ୱାସର ପର୍ବ 'ଟୋକିମରା' ପର୍ବ ପାଳିତ ହୋଇଛି । ଶନିବାର ସନ୍ଧ୍ୟାରେ କଦଳୀ ଘରା ମସ୍ତକ ମୁଣ୍ଡନ ହୋଇଥିବାବେଳେ ନିସି ରାତିରେ କଳସ ଯାତ୍ରା ହୋଇ ପୁଜାପାଠ
Read More...

ଅଷ୍ଟାଦଶ କାଦମ୍ବିନୀ ସାହିତ୍ୟ ମହୋତ୍ସବ ଓ ତ୍ରୟୋଦଶ ପତ୍ରିକା ହାଟ, ନମିତା ଗୋଖ୍‍ଲେଙ୍କୁ ନୀଳିମାରାଣୀ ସାହିତ୍ୟ ସମ୍ମାନ

ଭୁବନେଶ୍ୱର,୨ ।୧: ଆମ ସଂସ୍କୃତି ଓ ଅସ୍ଥିତ୍ୱର ପରିଚୟ ହେଉଛି ଶବ୍ଦ ଓ ସାହିତ୍ୟ ବୋଲି ବିଶିଷ୍ଟ ଲେଖିକା ଓ କବି ତଥା ଜୟପୁର ଜାତୀୟ ସାହତ୍ୟ ମହୋତ୍ସବର ସହ-ପ୍ରତିଷ୍ଠାତା ନମିତା ଗୋଖଲେ ପ୍ରକାଶ କରିଛନ୍ତି । ସୋମବାର ଅଷ୍ଟାଦଶ କାଦମ୍ବିନୀ ସାହିତ୍ୟ ମହୋତ୍ସବ ଓ ତ୍ରୟୋଦଶ ପତ୍ରିକା ହାଟ ଅବସରରେ
Read More...

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ରକ

ହରଭଙ୍ଗା :୫୭ନଂ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ରକ । ସୂଚନା ଅନୁଯାୟୀ ୫୭ନଂ ଜାତୀୟ ରାଜପଥ ଦଶପଲ୍ଲା ପଟୁ AP 31TF6995 ନମ୍ବର ଥିବା ଏକ ପିଚୁ ବୋଝେଇ ଟ୍ରକ ବୌଦ୍ଧ ଅଭିମୁଖେ ଯାଉଥିବା ସମୟରେ ହରଭଙ୍ଗା ବ୍ଲକ ଚାରିଛକ ନିକଟବର୍ତ୍ତୀ ମାର୍ଡିଙ୍ଗ ଠାରେ ଭାରସାମ୍ୟ
Read More...

ପୁରୁଷ ହକି ବିଶ୍ୱ କପ୍‌ ଟ୍ରଫି-୨୦୨୩ କୁ ନବରଙ୍ଗପୁର ଜିଲ୍ଲାରେ ଭବ୍ୟ ସ୍ୱାଗତ

ନବରଙ୍ଗପୁର,୧/୧- ଓଡ଼ିଶା ଆନ୍ତର୍ଜାତିକ ହକି ମହାସଂଘ ଦ୍ୱାରା ଆୟୋଜିତ ପୁରୁଷ ହକି ବିଶ୍ୱ କପ୍‌ ୨୦୨୩ କଳିଙ୍ଗ ଷ୍ଟାଡିୟମ୍‌ ଭୁବନେଶ୍ୱର ଓ ଓଡ଼ିଶାର ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ରେ ଆସନ୍ତା ଜାନୁଆରୀ ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଖେଳାଯିବ । ହକି ବିଶ୍ୱ କପ୍‌ ଟ୍ରଫି ରାଜ୍ୟର ବିଭିନ୍ନ
Read More...

କାର ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ

ଗଞ୍ଜାମ,୨/୧: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅଧୀନସ୍ଥ ଆସିକା ମୁଖ୍ୟ ରାସ୍ତା ଚୁଡଙ୍ଗପୁର ନିକଟରେ ରବିବାର ଅପରାହ୍ନରେ ଏକ କାର ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଝିଅ ଓ ଭାଣଜୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତ ଶିକ୍ଷକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗରେ ସଚିବଙ୍କୁ ନୂଆ ବର୍ଷରେ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ବିଭିନ୍ନ ଉପଖଣ୍ଡ ସମେତ ଜିଲ୍ଲାସ୍ତରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଏବଂ ରାଜ୍ୟସ୍ତରରେ ସୂଚନା ଅଧିକାରୀମାନେ ସରକାରଙ୍କ ବିଭିନ୍ନ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମର ସଫଳ ପ୍ରଚାର
Read More...