Yearly Archives

2023

୨ ଟନ୍‌ ପିଆଜରେ ସାନ୍ତାକ୍ଲଜ

ପୁରୀ : ଖ୍ରୀଷ୍ଟମାସ ଅବସରରେ ବାଲୁକାକଳାରେ ଗିଫ୍ଟ ଏ ପ୍ଲାଣ୍ଟ , ଗ୍ରୀନ ଦ ଆର୍ଥର ବାର୍ତ୍ତା ।ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ଗଢ଼ିଛନ୍ତି ବିଶ୍ୱର ସବୁଠାରୁ ବଡ ସାଣ୍ଟା କ୍ଲଜ୍‌ । ଯେଉଁଥିରେ ପ୍ରାୟ ୨ ଟନ୍‌ ଓଜନର ପିଆଜର ବ୍ୟବହାର ହୋଇଛି ।୧୦୦ ଫୁଟ୍‌ ଲମ୍ବା ଓ ୨୦
Read More...

ବଡଦାଣ୍ଡରେ ଗହଳି, ଜଗା ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ

ପୁରୀ :ପାଖେଇ ଆସୁଛି ନବ ବର୍ଷ । ବର୍ଷ ଶେଷ ହୋଇ ଆସୁଥିବା ବେଳେ ନୂଆ ବର୍ଷକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ ରହିଚି । ତେବେ ଆସନ୍ତା ନୂଆ ବର୍ଷ ନିଜ ପରିବାର, ବନ୍ଧୁ ବର୍ଗ ସମେତ ସାରା ବିଶ୍ୱ ବାସୀଙ୍କ ପାଇଁ ମଙ୍ଗଳ ମୟ ହେଉ ବୋଲି ସମସ୍ତେ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛନ୍ତି ।
Read More...

ଖ୍ରୀଷ୍ଟମାସ ଅବସରରେ ସଚେତନତା ଭିତ୍ତିକ ବାଲୁକା କଳା

ପୁରୀ : ଖ୍ରୀଷ୍ଟମାସ ଉପଲକ୍ଷେ ମାନସ ସାହୁ ସ୍ୟାଣ୍ଡ ଆର୍ଟ ପାର୍କରେ ନିର୍ମାଣ କରାଯାଇଛି ବିଭିନ୍ନ ସଚେତନତା ଭିତ୍ତିକ ବାଲୁକା କଳା ।ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ନିର୍ମାଣ କରିଛନ୍ତି ବାଲୁକା ସାନ୍ତା କ୍ଲଜ । ସେ ଏହି ବାଲୁକା କଳାରେ ସେଭ୍‌ ଟ୍ରିର ବାର୍ତ୍ତା ପ୍ରଚାର ପ୍ରସାର କରିଛନ୍ତି
Read More...

ରାୟଗଡାରେ ଜଣେ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ଅକାଳ ବିୟୋଗ

ରାୟଗଡା: ପରିଣତ ବୟସରେ ଘରୁ ବାହାରି ତୀର୍ଥଯାତ୍ରା କରିବାକୁ ଯାଇଥିଲେ ଜଣେ ତୀର୍ଥଯାତ୍ରୀ । ହେଲେ ଆଉ ସେ ଘରକୁ ଫେରିଲେ ନାହିଁ । ରାୟଗଡାରେ ତାଙ୍କର ଅକାଳ ବିୟୋଗ ଘଟିଛି । ମୃତ ତୀର୍ଥଯାତ୍ରୀ ଜଣଙ୍କ ହେଉଛନ୍ତି କୋରାପୁଟ ଜିଲ୍ଳା ସଦର ମହକୁମା ସ୍ଥିତ ପୂଜାରିଗୁଡା ସାହିର ୬୬ବର୍ଷିୟ
Read More...

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟରେ ସେନଫେଷ୍ଟ-୨୦୨୩ ଉଦଘାଟିତ

ରାୟଗଡା : ରାୟଗଡା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ସେନଫେଷ୍ଟ-୨୦୨୩ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥୀ ରୂପେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସେହିପରି ସମ୍ମାନୀତ ଅତିଥୀ ଭାବେ ରାୟଗଡା
Read More...

ଭୈରବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ନୂଆ ଓଡିଶା :ଯୁବ ଓଡିଶା ନବୀନ ଓଡିଶା’ର ଉଦଯାପନୀ ସମାରୋହ

ହରଭଙ୍ଗା :ପୁରୁଣାକଟକ ଭୈରବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ନୂଆ ଓଡିଶା :ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଉଦଯାପନୀ ଦିବସ ମହା ସମାରୋହରେ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଧରିତ୍ରୀ ରାଣୀ କାନୁନଗୋଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

ବ୍ୟଞ୍ଜନ ଦ୍ୱାଦଶୀରେ ଲାଗିହେଲା ୮୫୧ପ୍ରକାର ବ୍ୟଞ୍ଜନ

ପୁରୀ : ଆଜି ପବିତ୍ର ମାର୍ଗଶୀର ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି । ଆଜିର ଦିବସରେ ଯଶୋଦା ମା ତାଙ୍କ ପୁତ୍ର ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ନାନାଦି ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଇବାକୁ ଦେଇଥିବାର କିମ୍ବଦନ୍ତୀ ଅଛି । ଏହି ଅବସରରେ ଆଜିର ଦିନରେ ପୁରୀର ଗୌରବିହାର ଆଶ୍ରମଠାରେ ବ୍ୟଞ୍ଜନ
Read More...

ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୩ ଉଦଯାପିତ

ପାରଳାଖେମୁଣ୍ଡି:ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ପଞ୍ଚମ ଦିନ ତଥା ଶେଷ ସନ୍ଧ୍ୟାରେ ମହା ଆଡ଼ମ୍ବରରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଶନିବାର ସ୍ମୃତିରଞ୍ଜନ ପ୍ରଧାନ, ଜିଲ୍ଲାପାଳ-ତଥା-ଅଧକ୍ଷ, ଜିଲ୍ଲା ସଂସ୍କୃତି ପରିଷଦ ଗଜପତି ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ
Read More...

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଜବାନ୍‌ ଗୁରୁତର

ବାଲିଗୁଡ଼ା: କୁମ୍ବିଂ ଅପରେସନ ବେଳେ ଅଘଟଣ । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଏସ୍‌ଓଜି ଜବାନ୍‌ ଗୁରୁତର । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ପଞ୍ଚାୟତର ଗୁଡ୍ରୀଗାଁ ନିକଟସ୍ଥ ସିରିକୁଟି ଜଙ୍ଗଲରେ ଚାଲିଥିଲା କୁମ୍ବିଂ ଅପରେସନ । ଏସ୍‌ଓଜି ଜବାନ୍‌ ଜଙ୍ଗଲରେ କୁମ୍ବିଂ କରୁଥିବା
Read More...

ଜାନୁଆରୀ ୧୫ରୁ ବରଗଡ ଧନୁଯାତ୍ରା; ଦୁଲୁକିବ ବିଶ୍ୱର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ

ବରଗଡ଼ ; ଜାନୁଆରୀ ୧୫ରୁ ଆରମ୍ଭହେବ ବରଗଡ ଧନୁଯାତ୍ରା । ଦୁଲୁକିବ ବିଶ୍ୱର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ । ୨୫ ତାରିଖ ଯାଏଁ ୧୧ ଦିନ ଧରି ବରଗଡରେ ଚାଲିବ ମହାରାଜ କଂସଙ୍କ ରାଜୁତି । ଯାତ୍ରା ସମୟରେ କୌଣସି ପ୍ରକାର ବିଘ୍ନ ସୃଷ୍ଟିନହେବାପାଇଁ ତଥା ମଞ୍ଚ ଗୁଡିକୁ ଦେବରାଜ ଇନ୍ଦ୍ରଙ୍କ କୋପରୁ
Read More...