Yearly Archives

2023

ଦେଶୀ ମଦ ଜବତ, ଜଣେ ଗିରଫ

ଉଲୁଣ୍ଡା: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଯାଲୋଏ ପଞ୍ଚାୟତର ଖିରପୁର ନିକଟସ୍ଥ ଆଡିଆପଡା ରାସ୍ତାରୁ ଦେଶୀ ମଦ ଚାଲାଣ ବେଳେ ଜଣେ ଗିରଫ ହୋଇଛି । ଉକ୍ତ ଯୁବକ ପାଖରୁ ଶହେ ଲିଟର ଦେଶୀ ମଧ୍ୟ ଜବତ ହେବା ସହିତ ଏକ ବାଇକକୁ ମଧ୍ୟ ଜବତ କରିଛି ଅବକାରୀ ବିଭାଗ । ଗିରଫ ଯୁବକ
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତ ୧୮ତାରିଖଠାରୁ ଧାରଣାରେ ବସିବା ବେଳେ ତାଙ୍କୁ ପାରଳା ବିଧାୟକ କେ ନାରାୟଣ ରାଓ ଧାରଣା ସ୍ଥଳକୁ ଯାଇ ସଂଘ କର୍ମକର୍ତ୍ତାଙ୍କୁ ଭେଟିଛନ୍ତି । ୨ଦଫା ଦାବିକୁ ନେଇ ରାଜ୍ୟ ସଘର
Read More...

ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ସ୍ୱର୍ଗତ ସୂର୍ଯ୍ୟ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ପାରଳାଖେମୁଣ୍ଡି,୬/୯:- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଠାରେ ପୂର୍ବତନ ବାଚସ୍ପତି ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ଗଭୀର ଶୋକପ୍ରକାଶ କରାଯିବାସହ ତାଙ୍କ ଅମର ଆତ୍ମାର ସଦଗତି କାମନାକରି
Read More...

ଶୋଚନୀୟ ରାସ୍ତାକୁ ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ରୋଇଲେ ଧାନ ଓ କାଦୁଅରେ ବସିଲେ ଜନତା

ହରଭଙ୍ଗା,୬/୯:- ବହୁପୁରାତନ ଜଗନ୍ନାଥ ସଡକ ଏବେ ଶୋଚନୀୟ ହୋଇପଡିଛି । ନୂତନ ନିର୍ମାଣଧୀନ ଧଳପୁର-ଆଠମଲ୍ଲିକ ମହାନଦୀ ସେତୁକୁ ସଂଯୋଗ କରୁଥିବା ଅପ୍ରୋଚରାସ୍ତାକୁ ଲାଗି ସେତୁ ତଳେ ଦୀର୍ଘ ବର୍ଷ ଧରି ରାସ୍ତା ସମସ୍ୟା ଲାଗି ରହିଛି । ବହୁ ସମୟରେ ବ୍ଲକ ପ୍ରଶାସନ, ନେତା ମନ୍ତ୍ରୀ ଓ ପୂର୍ତ୍ତର୍
Read More...

ଆଜି ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ଗତକାଲି ପ୍ରସବ
Read More...

ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ମୃତ୍ୟୁ, ଶବକୁ ଗାଁକୁ ଆଣିବା ପାଇଁ ପ୍ରଶାସନ ନିକଟରେ ନିବେଦନ

ହରଭଙ୍ଗା : ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ପରିବାର ଲୋକଙ୍କ ଠାରୁ ମିଳିଥିବା ସୂଚନା ଅନୁଯାଇ ବୌଦ୍ଧ ଜିଲ୍ଲା ବୌଦ୍ଧ ଥାନା କୋଡାପଡା ଗ୍ରାମର ବିଛନ୍ଦ ବାଘ (୩୭) ଦାଦନ ପାଇଁ ୭ ବର୍ଷ ହେଲା ତାମିଲନାଡୁର କୋଇମାତୁର ଜିଲ୍ଲା ଲକ୍ଷ୍ମୀ
Read More...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ଉତ୍ତ୍ୟକ୍ତ ଲୋକଙ୍କ ୫୯ ନଂ ଜାତୀୟ ରାଜପଥ ଅବରୋଧ

ବାଲିଗୁଡ଼ା: ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା । ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ୫୯ ନଂ ଜାତୀୟ ରାଜପଥ ଅବରୋଧ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମହାସିଙ୍ଗି ଗ୍ରାମରେ । ମୃତକ ମହାସିଙ୍ଗି ଗ୍ରାମର ଯୁବକ
Read More...

ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର 5 ଛାତ୍ରଛାତ୍ରୀ

ଭୁବନେଶ୍ୱର :କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍ ପାସ କରିଥିବା 5 ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ପଠାଯିବ। ସେମାନେ ବିଶ୍ୱର ଅନ୍ୟତମ ସୁନାମଧନ୍ୟ କର୍ଟିନ୍ ବିଶ୍ୱବିଦ୍ୟାଳୟରେ ମାଇନିଂ ଇଞ୍ଜିନିୟରିଂ
Read More...

ସେଣ୍ଟ୍‌ ଜାଭିୟର୍ସ ପବ୍ଲିକ ସ୍କୁଲ ବୌଦ୍ଧରେ ଗୁରୁଦିବସ ପାଳିତ

ବୌଦ୍ଧ,୫/୯- ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ସେପ୍ଟେମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ବୌଦ୍ଧସ୍ଥିତ ସେଣ୍ଟ୍‌ ଜାଭିୟର୍ସ ପବ୍ଲିକ ସ୍କୁଲରେ ମଧ୍ୟ ଗୁରୁଦିବସ ଧୁମ୍‌ଧାମରେ ପାଳିତ ହୋଇଯାଇଛି ।
Read More...

ଅସହାୟ ମହିଳାଙ୍କ ପାଇଁ ସରକାରୀ ଯୋଜନା ସାତ ସପନ

ହରଭଙ୍ଗା : ସରକାର ମାତୃ ଗର୍ଭରୁ ଜନ୍ମ ଓ ଜନ୍ମରୁ ମୃତ୍ୟୁ ଓ ମୃତ୍ୟୁ ପରେ ମଧ୍ୟ ଅନ୍ତେଷ୍ଟି କ୍ରିୟା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଥିବା ବେଳେ ବହୁସ୍ଥାନରେ ଯୋଗ୍ୟ ହିତାଧିକାରୀ ସରକାରଙ୍କ ଥିବା ଯୋଜନାରୁ ବାଦ ପଡିବା ଘଟଣା ଦେଖିବାକୁ ମିଳିଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
Read More...