Yearly Archives

2023

ସିଆରପିଏଫ ୧୨୭ ବାଟାଲିୟନ ତରଫରୁ ଜନସମ୍ପର୍କ ଶିବିର ଓ ବିଭିନ୍ନ ଉପକରଣ ବଣ୍ଟନ

ବାଲିଗୁଡା: ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫ ଏଫ/୧୨୭ ବାଟାଲିୟନ ଦ୍ୱାରା ଏକ ଜନସମ୍ପର୍କ ଶିବିର ଓ ବିଭିନ୍ନ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଲଙ୍କାଗଡ଼ ଠାରେ ଆୟୋଜିତ ହୋଇଯାଇଛି
Read More...

ମହାପ୍ରଭୁଙ୍କୁ ସ୍ୱର୍ଣ୍ଣାଳଙ୍କାର ଦାନ କଲେ ଗୁଜୁରାଟର ଭକ୍ତ

ପୁରୀ : ମହାପ୍ରଭୁଙ୍କୁ ସ୍ୱର୍ଣ୍ଣାଳଙ୍କାର ଦାନ କଲେ ଗୁଜୁରାଟର ଜଣେ ଭକ୍ତ । ଦୈନନ୍ଦିନ ବେଶରେ ଲାଗୁଥିବା ସୂବର୍ଣ୍ଣ ଚିତା ବା ତିଲକ ଦୁଇଟି ଆଜି ଶ୍ରୀମନ୍ଦିର ପ୍ରଶାସନକୁ ଦାନ କରିଛନ୍ତି ଜନୈକ ଭକ୍ତ । ପ୍ରାୟ ଏକ କେଜି ୭୫ଗ୍ରାମ ଓଜନ ସୁନାର ମୁଲ୍ୟ ୭୫ଲକ୍ଷ ଟଙ୍କା ହେବ । ଏଥିସହିତ
Read More...

ଆଦିବାସୀ ମହାବିଦ୍ୟାଳୟରେ ତମାଖୁମୁକ୍ତ କନ୍ଧମାଳ ଅଭିଯାନ

ବାଲିଗୁଡା : ବାଲିଗୁଡ଼ା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ତମାଖୁମୁକ୍ତ କନ୍ଧମାଳ ଅଭିଯାନ ଅନୁସାରେ ମହାବିଦ୍ୟାଳୟ ପରିସରରେ ତମାଖୁ ବିରୋଧରେ ସଚେତନତା ମୂଳକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ମୁଖ୍ୟ ଅତିଥି
Read More...

ଜର୍ଣ୍ଣାଲିଷ୍ଟ ଆସୋସିଏସନ ହରଭଙ୍ଗା ବ୍ଳକ ଲଗୋ ଉନ୍ମୋଚନ ଓ କର୍ମକର୍ତ୍ତା ଚୟନ

ହରଭଙ୍ଗା: ହରଭଙ୍ଗା ବ୍ଳକ ରାମଗଡ଼ ଜଗନ୍ନାଥ ବନ ପ୍ରକଳ୍ପଠାରେ "ଜର୍ଣ୍ଣାଲିଷ୍ଟ ଆସୋସିଏସନ ହରଭଙ୍ଗା ବ୍ଲକ' କର୍ମକର୍ତ୍ତା ଚୟନ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ଚିତ୍ତରଂଜନ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜର୍ଣ୍ଣାଲିଷ୍ଟ ଆସୋସିଏସନ ହରଭଙ୍ଗା ବ୍ଲକର ଶୃଙ୍ଖଳା ଓ ସାମ୍ବାଦିକ
Read More...

ପରିକ୍ରମା ପ୍ରକଳ୍ପ ଲୋକାର୍ପଣରେ ସମସ୍ତେ ସାମିଲ ହେବାକୁ ଜିଲ୍ଲାପାଳଙ୍କ ଅନୁରୋଧ

ପୁରୀ :ମହାପ୍ରଭୁଙ୍କ ମନ୍ଦିର ଚତୁପାର୍ଶ୍ୱର ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ଶେଷ ପର୍ଯ୍ୟାୟରେ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଏହାର ଲୋକାର୍ପଣ ହେବ । ତେଣୁ ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବାକୁ ଜିଲ୍ଲାପାଳ ସମର୍ଥ ବର୍ମା ଅନୁରୋଧ କରିଛନ୍ତି । ଆଜି ଅପରାହ୍ନ ରେ ସର୍କିଟ ହାଉସ
Read More...

କାର୍ତ୍ତିକ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଗସ୍ତ, କହିଲେ
ଚେଇଁ ଶୋଇଥିବ ଯିଏ ତାକୁ ଉଠାଇବ କିଏ

ଭୁବନେଶ୍ୱର: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇହେବ । କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ବା ଶୋଇବାର ଅଭିନୟ କରୁଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ । ଆଜି କେନ୍ଦ୍ରାପଡ଼ାର ବିକାଶ ସମୀକ୍ଷା ସମୟରେ ବିକାଶ ବିରୋଧୀଙ୍କ ଆଡ଼କୁ ଆଙ୍ଗୁଳି ନିର୍ଦ୍ଦେଶ କରି ଏମିତି
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପଞ୍ଚତ୍ରିଂଶ ତମ ବାର୍ଷିକ ଉତ୍ସବ ପାଳିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପଞ୍ଚତ୍ରିଂଶ ତମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ଭାରତୀୟ ପ୍ରସାରଣ ସେବା ଅଧିକାରୀ ବ୍ରହ୍ମପୁରର ହୃଷିକେଶ ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ
Read More...

ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ଘୁ ଉଦୟଗିରି: ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ରୋଗୀକଲ୍ୟାଣ ସମିତିର ବାର୍ଷିକ ବୈଠକ ବିପିଏଚଓ ଡଃ.ରତିକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଏସଟିଏଫ ଅଶୋକ କୁମାର ବେହେରା ଅତିଥିଙ୍କ ସ୍ୱାଗତ କରିବା ସହ ପରିଚୟ ପ୍ରଦାନ କରିଥିବା ବେଳେ ମୁଖ୍ୟ
Read More...

ବଡଚଣା ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର: ଆଜି ପୂର୍ବାହ୍ନରେ ବଡଚଣା ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ
Read More...

ସାମ୍ବାଦିକଙ୍କୁ ମନା ଟାକରା ହାଇସ୍କୁଲ୍ ପରିସର ; ବାର୍ଷିକ ଉତ୍ସବରେ ସାମ୍ବାଦିକଙ୍କୁ ନିମନ୍ତ୍ରଣନଦେବା ଘଟଣା ବଢାଉଛି…

ଦଶପଲ୍ଲା:(ରତ୍ନାକର ହୋତା)- ଦଶପଲ୍ଲା ବ୍ଲକ ଟାକରାଠାରେ ରହିଛି ଆଦିବାସୀ କଲ୍ୟାଣ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟ । ଉକ୍ତ ବିଦ୍ୟାଳୟରେ ଗତକିଛିଦିନ ହେବ ପ୍ରଧାନଶିକ୍ଷକଙ୍କ ଦୁର୍ନୀତି ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପାଇବାରେ ଲାଗିଛି । ନିଜର ଦୁର୍ନୀତି ଧରାପଡିଯିବା ଭୟରେ ,
Read More...