ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି।ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର!-->…
Read More...
Read More...