Yearly Archives

2023

ପୁରୁଣାକଟକ ଥାନା ଅଧିକାରୀ ଭାବେ ଯୋଗଦେଲେ ରଞ୍ଜିତ କୁମାର ମୁନି

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅଧିକାରୀ ଜ୍ୟୋତ୍ସା କାଉଁରୀଙ୍କ ବଦଳି ପରେ ଉକ୍ତ ଥାନାର ଅଧିକାରୀ ଭାବେ ଯୋଗଦାନ କରିଛନ୍ତି ରଞ୍ଜିତ କୁମାର ମୁନି । ଏହା ପୂର୍ବରୁ ସେ କନ୍ଧମାଳ ଜିଲ୍ଲାର ଗୋଚ୍ଛାପଡା ଥାନା ଅଧିକାରୀ ଭାବେ ଦାୟିତ୍ୱ ତୁଲାଉଥିଲେ । ସୋମବାର ଦିନ ଶ୍ରୀ ମୁନି
Read More...

ଦୁର୍ଘଟଣାରେ ଗାଡି ଚାଳକ ଗୁରୁତର

ନୂଆଗାଁ : ନୟାଗଡ ଜିଲ୍ଲା (ନୂଆଗାଁ )ଜାତୀୟ ରାଜପଥ ୫୭ ସୋରଡା ନିକଟରେ ଏକ ଦୁର୍ଘଟଣା ଘଟି ଜଣେ ଗାଡି ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ସୂଚନାମୁତବକ ଆଜି ଏକ ଟାଟା ମିନିଟ୍ରକ (ନଂ-ଓଡି୦୨ବିଜେଡ୍‌୯୮୬୭) ପରିବା ନେଇ ବାରଗଡରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ
Read More...

କଣ୍ଟାମାଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ବୌଦ୍ଧ,୨୧/୮:- ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକ ସମ୍ମିଳନୀ କକ୍ଷରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ, ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର, ଅତିରିକ୍ତ ଆରକ୍ଷୀ
Read More...

ନନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ସ୍ୱାସ୍ଥ୍ୟ ଶିବିର

ନନ୍ଦାହାଣ୍ଡି :ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅଧୀନରେ ଆଜି ଜିଲ୍ଲାର ନନ୍ଦାହାଣ୍ଡି ବ୍ଲକ ଠାରେ District Early Intervention centre ପକ୍ଷରୁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି
Read More...

ଦିନ ଦ୍ୱିପହରରେ ରାସ୍ତା ମଝିରେ ଭାଲୁ

ନନ୍ଦାହାଣ୍ଡି,୨୧/୮:- ଆଜି ଦିନ ଦ୍ୱିପହରରେ ରାସ୍ତା ମଝିରେ ଭାଲୁ ଦେଖିବାକୁ ମିଳିଛି । ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରୀ ପଞ୍ଚାୟତ ଅନ୍ତର୍ଗତ ପଠାନଗୁଡା ରାସ୍ତାରେ । ଏହି ରାସ୍ତା ଦେଇ ଲୋକେ ଯିବା ସମୟରେ ଆତଙ୍କ ଖେଳାଇଛି ଏହି ଭାଲୁ ।
Read More...

ଛାତ୍ରୀଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ

ପାରଳାଖେମୁଣ୍ଡି,୨୧/୮:- ଗଜପତିର ୯୧ ଜଣ ଛାତ୍ରୀଙ୍କୁ ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ଏବଂ ଦକ୍ଷତା ଉନ୍ନୟନ ଅନୁଷ୍ଠାନ ପରିଦର୍ଶନ କାର୍ଯ୍ୟକ୍ରମକୁ ଗତକାଲି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପ୍ରକାଶଥାଉକି ଉକ୍ତ ୯୧ ଜଣ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି
Read More...

ବୁଲୁରା ପ୍ରାଥମିକ ବିଦ୍ୟାଳୟରେ ଶୁଭାରମ୍ଭ ହେବ ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ଉପାନ୍ତ ଅଂଚଳର ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆଣିବା ଦିଗରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଂକୁଳେଇ ପଞ୍ଚାୟତର କାର୍ଯ୍ୟକ୍ଷମ ହେଉନଥିବା ବୁଲୁରା ପ୍ରାଥମିକ ବିଦ୍ୟାଳୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ୨୧/୮/୨୦୨୩ ପତ୍ର ସଂଖ୍ୟା ୫୦୪ ରେ ଉକ୍ତ
Read More...

ଅନ୍ୱେଷା ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଖାଇ ୪୭ଜଣ ଛାତ୍ରଛାତ୍ରୀ ଅସୁସ୍ଥ

ପାଟଣାଗଡ : ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆଦିବାସୀ ଓ ହରିଜନ ଛାତ୍ରଛାତ୍ରୀଙ୍କ ପାଇଁ ପାଠ ପଢ଼ାଇବାର ବ୍ୟବସ୍ଥା କରୁଥିବା ବେଳେ ସେମାନଙ୍କ ପାଇଁ ଆସୁଥିବା ଅର୍ଥକୁ ଲୁଟ୍‌ କରି ଅଧିକାରୀ ଓ କର୍ତ୍ତୃପକ୍ଷ ମାଲେମାଲ ହେଉଛନ୍ତି । ସେମାନଙ୍କୁ ଉଚିତ ପରିମାଣରେ ଖାଦ୍ୟ ଯୋଗାଇ
Read More...

ଗାଁରେ ପହଞ୍ଚିଲା ପାର୍ଥିବ ଶରୀର, ଶୋକାକୁଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ

ହରଭଙ୍ଗା,୨୧/୮:- ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଆଡେଣିଗଡ ଫାଣ୍ଡିରେ କାର୍ଯ୍ୟରତ ଥିବା ହାବିଲଦାର ପ୍ରମୋଦ ପାଣିଗ୍ରାହୀ ଓ ଗୃହରକ୍ଷୀ ଟୁକୁନା ବେହେରା ଉଭୟ ବାଇକ ଯୋଗେ ଫାଣ୍ଡିକୁ ଫେରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ କାର୍‌ ସହ ପୁରୁଣାକଟକ ଥାନା ୫୭ନଂ ଜାତୀୟ ରାଜପଥ
Read More...