Monthly Archives

July 2024

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଜୁଲାଇ ୮ତାରିଖ ରଥଯାତ୍ରା ପରଦିନକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା କରାଯାଇଛି ।ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ଓ ମହାପ୍ରଭୁଙ୍କ କାର୍ଯ୍ୟକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ସରକାରୀ ଅଧିକାରୀ ମାନଙ୍କୁ ଆଜି ଅନୁଷ୍ଠିତ ସ୍ୱତନ୍ତ୍ର ସମୀକ୍ଷା ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି…
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗ ଉପ-ନିର୍ଦ୍ଦେଶକଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର : ସୂଚନା ଓ ଲୋକସମ୍ପର୍କ ବିଭାଗ (ସମ୍ବଲପୁର) ଉପ-ନିର୍ଦ୍ଦେଶକ କଲ୍ୟାଣୀ ଦାଶ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ସୂଚନା କେନ୍ଦ୍ର ତଥା ପାଠାଗାର ନିରୀକ୍ଷଣ କରିଛନ୍ତି । ଏଥି ସହିତ ଜିଲ୍ଲା ସଦର ମହକୁମା ଠାରେ ଥିବା ଜିଲ୍ଲା…
Read More...

ପୁରୀରେ ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା

ପୁରୀ: ପୁରୀରେ ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ପକ୍ଷରୁ ପ୍ରାରମ୍ଭିକ ସମୀକ୍ଷା ଶେଷ ହୋଇଛି । ଚଳିତ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀ,୬ ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ , କମାଣ୍ଡାଣ୍ଟ ବା ଏସପି ପାହ୍ୟାର ୧୯ ଜଣ…
Read More...

ଦେଶରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରୀ ପୂର୍ବରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ,୧/୭: ଦେଶରେ ଆଜି ନୂତନ ଅପରାଧିକ ଆଇନ କାର୍ଯ୍ୟକାରୀ ହୋଇଥିବାରୁ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତାକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ…
Read More...

ଗୁଡଭେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

ବଲାଙ୍ଗିର,୧/୭: ନିର୍ବାଚନ ପରେ ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ…
Read More...

ପାଟଣାଗଡ଼ ଥାନାରେ ନୂତନ ତିନୋଟି ଅପରାଧିକ ଆଇନର କାର୍ଯ୍ୟକାରିତାକୁ ନେଇ ସଚେତନତା ଶିବିର

ପାଟଣାଗଡ଼,୧/୭: ତିନୋଟି ନୂଆ ଅପରାଧିକ ଆଇନ, ଭାରତୀୟ ନ୍ୟାୟ ସଂହିତା୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଆଇନ ୨୦୨୩ ଜୁଲାଇ ୧ରୁ କାର୍ଯ୍ୟକାରୀ ହେଉଛି । ଗତବର୍ଷ ଶୀତକାଳୀନ ଅଧିବେଶନରେ ସଂସଦରେ ଏହି ବିଲ୍‌ ଗୃହୀତ ହୋଇଥିଲା । ଭାରତୀୟ ନାଗରିକଙ୍କୁ ସଶକ୍ତ…
Read More...

ବୌଦ୍ଧ: ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର

ବୌଦ୍ଧ,୧/୭:- ବୌଦ୍ଧ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଆଜି ସଦରମହକୁମାରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଜେ. ସୋନାଲ ଏବଂ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦଙ୍କ ଉପସ୍ଥିତିରେ ୭୧ଜଣ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣାଣୀ…
Read More...