Monthly Archives

September 2024

ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ;
ଖେଳ ଶିକ୍ଷକଙ୍କ ମାଡ଼ରେ ପାଞ୍ଚ ଛାତ୍ରୀ ଲହୁ ଲୁହାଣ

ବାଲିଗୁଡ଼ା: ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ସରକାରୀ ଉଚ୍ଚ…
Read More...

ପିଏମ୍‌-ଜନମନ ସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍‌ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା,ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ଆର.ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପ୍ରଧାନମନ୍ତ୍ରୀ ଜନମନ କାର୍ଯ୍ୟକ୍ରମ ଅନୁଷ୍ଠିତ…
Read More...

ସୁଭଦ୍ରା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ, ଟଳିଲା ଓଟିପି ସମସ୍ୟା ଓ ସହଜ ହେଲା ଆବେଦନ

ଦଶପଲ୍ଲା : ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ଘୋଳାହାଣ୍ଡି ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ସୁଭଦ୍ରା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ବିଡିଓ ତଥା ଏବିଡିଏ ସାରଦା ପ୍ରସନ୍ନ ମହାନ୍ତି, ମହିଳା ଓ ଶିଶୁ ବିକାଶ ଅଧିକାରୀ ସଞ୍ଜୁକ୍ତ ସାମଲ,…
Read More...

ବିଭୁତିଭୂଷଣ ଆଚାର୍ଯ୍ୟଙ୍କୁ ଯୁବ ରେଡକ୍ରସ୍‌ ପୁରସ୍କାର

ବାଲିଗୁଡ଼ା: ବାଲିଗୁଡ଼ା କନ୍ଧମାଳ ଜିଲ୍ଲା ଯୁବ ରେଡକ୍ରସ୍‌ ସଂଯୋଜକ ତଥା ଆଦିବାସୀ ମହାବିଦ୍ୟାଳୟର କାଉନସେଲର ଡ଼. ବିଭୂତିଭୂଷଣ ଆଚାର୍ଯ୍ୟଙ୍କୁ ୨୦୨୨-୨୩ ସମ୍ୱତ୍ସରର ଶ୍ରେଷ୍ଠ କାଉନସେଲର ଭାବେ ପୁରସ୍କୃତ ହେବାକୁ ଯୋଗ୍ୟ ବିବେଚିତ ସୋଇଛନ୍ତି ।୨୦୧୩ ମସିହାରୁ ଡ଼ ବିଭୂତିଭୂଷଣ କାଉନସେଲର ରହି…
Read More...

ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ, ଜଣେ ଗୁରୁତର

ବାଲିଗୁଡ଼ା : ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ମୋଟରସାଇକେଲ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଆହତ ଯୁବକର ଜଣକ କୋଟଗଡ଼ ଥାନା ଅନ୍ତର୍ଗତ ମାର୍ଲାଙ୍ଗା ପଞ୍ଚାୟତର ବାଡେସ୍ ଗ୍ରାମର ରୋହନ ବେହେରାମାଝୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଗତକାଲି…
Read More...

ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ,ନିର୍ମାଣ ଶ୍ରମିକଙ୍କ ପାଇଁ ପୂର୍ବରୁ ମିଳୁଥିବା ସହାୟତା ରାଶିକୁ ବୃଦ୍ଧି କଲେ…

ଭୁବନେଶ୍ୱର: ଆପଣମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା, ଘାଟ, କୋଠା ବାଡ଼ି, କଳ କାରଖାନା, ବନ୍ଦର, ବିମାନ ବନ୍ଦର, ଶିକ୍ଷାୟତନ, ଡାକ୍ତରଖାନା, ଯେ କୌଣସି ନିର୍ମାଣ ହେଉ, ଆପଣମାନଙ୍କ ବିନା ଏସବୁର ପରିକଳ୍ପନା ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ…
Read More...

ତିନି ଲୁଟେରା ଗିରଫ,ଲକ୍ଷାଧିକ ଟଙ୍କାର ଚୋରି ସାମଗ୍ରୀ ଜବତ

ହରଭଙ୍ଗା : ପୁରୁଣା କଟକ, ବୌଦ୍ଧ ଓ ହରଭଙ୍ଗା ଥାନା ଅଂଚଳରେ ବାରମ୍ବାର ମନ୍ଦିର ହୁଣ୍ଡି,ପ୍ରତିମା, ମୂଲ୍ୟବାନ ଅଳଙ୍କାର ସହିତ ଟ୍ରାନ୍ସଫରମର, ପାଣି ମୋଟର, ବୋର ୱେଲମୋଟର, ବାଇକ ଆଦି ଚୋରି ଅଭିଯୋଗ ହୋଇଆସୁଥିବା ବେଳେ ପୋଲିସ ଅଭିଯୋଗ ଗୁଡିକୁ ଭିତ୍ତି କରି ସର୍ଚ୍ଚ ଅପରେସନ ଜାରି ରଖିଥିଲା ।…
Read More...

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ 15 ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ…
Read More...

ସୁଭଦ୍ରା ଫର୍ମ ଓ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:ମହିଳାମାନଙ୍କୁ ସଶକ୍ତ ଓ ସ୍ଵାବଲମ୍ବୀ କରିବା ନିମନ୍ତେ ରାଜ୍ୟ ସରକାର ସୁଭଦ୍ରା ଯୋଜନା ପ୍ରଣୟନ କରିଛନ୍ତି | ଏହି ଯୋଜନା ପାଇଁ ଓଡ଼ିଶାର ଘରେ ଘରେ ଉତ୍ସାହ ଦେଖିବାକୁ ମିଳିଛି | ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳୁଥିବା ତଥ୍ୟ ଅନୁଯାୟୀ ସମଗ୍ର ଓଡ଼ିଶାରେ…
Read More...

ମହାପ୍ରଭୁଙ୍କ ଦର୍ଶନ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ପୁରୀ : ମହାପ୍ରଭୁଙ୍କ ଦର୍ଶନ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧରୀ ଶରଣ ସିଂ । ସୋମବାର ମାନ୍ୟବର ମୁଖ୍ୟ ବିଚାରପତି ଶ୍ରୀ ସିଂ ସିଂହଦ୍ୱାର ନିକଟରେ ଅଧିକାରୀଗଣ ତାଙ୍କୁ ସ୍ୱାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ । ଶ୍ରୀ ସିଂହ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ…
Read More...