Monthly Archives

October 2024

୨୦୨୮ରେ ଭାରତର ଶୁକ୍ର ମିଶନ

ବେଙ୍ଗାଲୁରୁ:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ ମିଶନର ନାମ ଭେନସ ଅର୍ବିଟର ମିଶନ(ଭିଓଏମ୍‌) ରହିଥିବାବେଳେ ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ୧୨୩୬ କୋଟି ଟଙ୍କାର…
Read More...

ମହାପ୍ରଭୁଙ୍କୁ ଦର୍ଶନ କଲେ ପୁରୀର ନୂତନ ଏସପି

ପୁରୀ: କାର୍ଯ୍ୟରେ ଯୋଗଦେବା ପୂର୍ବରୁ ବୁଧବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପୁରୀର ନୂତନ ଏସପି ବିନିତ୍ ଅଗ୍ରୱାଲ । ସନ୍ଧ୍ୟାରେ ସିଂହ ଦ୍ୱାରରେ ପହଞ୍ଚିବା ପରେ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀ ମାନେ ତାଙ୍କୁ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ । ରତ୍ନ…
Read More...

ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା,ବୁଡିଯାଇ ଦୁଇଜଣ ଯୁବକଙ୍କ ମୃତ୍ୟୁ

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା । ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଉଥିବା ସମୟରେ ବୁଡିଯାଇ ଦୁଇଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇଜଣ ଯୁବକ ସମ୍ପର୍କୀୟ ଭାଇ ବୋଲି ଜଣାପଡିଛି । ମୃତ ଦୁଇ ଯୁବକ ହେଉଛନ୍ତି ଗଞ୍ଜାମ କୁକୁଡାଖଣ୍ଡିର ରାଜକିଶୋର ଶତପଥୀ ଏବଂ ଇଚ୍ଛାପୁରର…
Read More...

କାର୍ଯ୍ୟରେ ଯୋଗଦେଲେ ବୌଦ୍ଧର ନୂତନ ଏସ୍‌ପି

ବୌଦ୍ଧ : ଆଜି ବୌଦ୍ଧ ଜିଲ୍ଲାର ନୂତନ ଆରକ୍ଷୀ ଅଧିକ୍ଷକ(ଏସ୍‌ପି) ଭାବେ ନାଗରାଜ ଦେବରକୋଣ୍ଡା କାର୍ଯ୍ୟରେ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ଶ୍ରୀ ନାଗରାଜ ପୋଲିସ ମୁଖ୍ୟାଳୟରେ ଏଆଇଜି ଭାବେ କାର୍ଯ୍ୟ କରୁଥିଲେ । ପୂର୍ବତନ ଆରକ୍ଷୀ ଅଧୀକ୍ଷକ ରାଜପ୍ରସାଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।…
Read More...