Monthly Archives

December 2024

ରଣପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 

ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ କାଣ୍ଡପଢା ଗ୍ରାମ ପଞ୍ଚାୟତରେ ପହଞ୍ଚି କ୍ଷତିଗ୍ରସ୍ତ ହୋଇଥିବା ଧାନବିଲ ଦେଖିବା ସହିତ, ଚାଷୀ ମାନଙ୍କ ସହିତ କ୍ଷୟକ୍ଷତି ସଂପର୍କରେ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ
Read More...

ଫୁଲଟିଏ ବଦଳରେ ଗଛଟିଏ ଉପହାର ଦିଅନ୍ତୁ
: ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର:ବର୍ତ୍ତମାନ ଜଳବାୟୁ ପରିବର୍ତ୍ତନ ଏକ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଏହାର ନିରାକରଣ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପମାନ ନେଇ ସାରା ବିଶ୍ୱରେ ଭାରତକୁ ଏକ ସ୍ୱତନ୍ତ୍ର ସ୍ଥାନ ପ୍ରଦାନକରିଛନ୍ତି । ଏହି କ୍ରମରେ ଜଳବାୟୁ ପରିବର୍ତ୍ତନକୁ ପ୍ରତିହତ
Read More...

କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

ଭୁବନେଶ୍ୱର: ଐତିହାସିକ ବରଗଡ଼ ଧନୁଯାତ୍ରା-୨୦୨୫ ହେବ ଆହୁରି ଲୋକପ୍ରିୟ। ଏହି ପାରମ୍ପରିକ ମହାକୁମ୍ଭର ପ୍ରଚାର ପ୍ରସାର, କଳାକାରମାନଙ୍କ ସମ୍ମାନ ସହ ଏହାକୁ ଆହୁରି ଭବ୍ୟ କରିବା ପାଇଁ ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି। ଏହି ରାଶି ୧୦ ଲକ୍ଷରୁ ବଢ଼ାଇ କୋଟିଏ କରିବା ସହ ବ୍ୟାପକ
Read More...

ଚାମ୍ପିୟନ୍ସ ଟ୍ରଫି ପାଇଁ ଘୋଷଣା ହେଲା ମ୍ୟାଚ୍‌ ସୂଚୀ

ଦୁବାଇ: ଶେଷରେ ଆଇସିସି ଆଜି ହାଇବ୍ରିଡ ମଡେଲରେ ଖେଳାଯିବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ୨୦୨୫ର ମ୍ୟାଚ ସୂଚୀ ବା ଭେନ୍ୟୁ ଘୋଷଣା କରିଛି। ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରୁଥିଲେ ହେଁ ଭାରତ ସେଠାକୁ ଯିବ ନାହିଁ। ଭାରତର ମ୍ୟାଚ୍‌ଗୁଡ଼ିକ ଦୁବାଇରେ ଖେଳାଯିବ। ପାକିସ୍ତାନ ହାଇବ୍ରିଡ
Read More...

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ପରଲୋକ

ମୁମ୍ବାଇ: ମନ୍ଥନ ଓ ଅଙ୍କୁର ଭଳି ଚମତ୍କାର କଳାତ୍ମକ ସିନେମା ପାଇଁ ଜଣାଶୁଣା ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଶ୍ୟାମ ବେନେଗାଲଙ୍କ ପରଲୋକ ହୋଇଯାଇଛି । ସନ୍ଧ୍ୟା ୬ଟା ୩୯ମିନିଟରେ ତାଙ୍କର ଦେହାନ୍ତ ହୋଇଥିଲା । ତାଙ୍କୁ ୯୦ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ମଧ୍ୟ ବିଭିନ୍ନ
Read More...

କାଠଯୋଡି ନଦୀ ଉପରେ ନିର୍ମାଣ ହେବ ଆଉ ୨ ବ୍ରିଜ

କଟକ: କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ ହେବ।  ତ୍ରିଶୁଳିଆ ଛକରୁ ବାଲିକୁଦା ଛକ ୪ ଲେନ୍ ରାସ୍ତା ହେବ।  ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ  ନିର୍ମାଣ ହେବ। ଜୁଡ଼ିସିଆଲ ଏକାଡେମୀ ରାସ୍ତା ଠାରୁ ଯୋବ୍ରା ଯାଏଁ ୬ ଲେନ ରାସ୍ତା ହେବ।  କଟକ ସହର ଭିତର
Read More...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି,୫ଦିନରେ ମିଳିବ କ୍ଷତିପୂରଣ

ଭୁବନେଶ୍ୱର: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର ଦେଇଛନ୍ତି ମନ୍ତ୍ରୀ। ରାଜସ୍ୱ ଏବଂ
Read More...

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଡିଜାଇନ୍

ପୁରୀ: ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍ । ନୂଆ ଡିଜାଇନ୍ ନେଇ ଚାଲିଛି ଆଲୋଚନା ।ଲୋକଙ୍କ ଧର୍ମୀୟ ଭାବନାକୁ ନେଇ ନିଷ୍ପତ୍ତି ନିଆଯିବ କହିଲେ ଆଇନ ମନ୍ତ୍ରୀ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମଧ୍ୟରେ ଆଉ କଣ ରୂପରେଖ ହେବ ଆସନ୍ତା ଦୁଇମାସରୁ ତିନିମାସ ମଧ୍ୟରେ ସ୍ପଷ୍ଟତା
Read More...

ସାଇବର ଠକେଇର ପର୍ଦ୍ଦାଫାସ କଲା ବୋଡେନ ପୁଲିସ, ଜଣେ ଗିରଫ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ବୋଡେନ ପୋଲିସକୁ ମିଳିଛି ବଡ ସଫଳତା । ସାଇବର ଠକେଇର ପର୍ଦ୍ଦାଫାସ କରିଛି ପୁଲିସ । ଜଣେ ବ୍ୟକ୍ତି ଆମାଜନ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର କରି ଆମାଜନ ଗିଫ୍ଟ କାର୍ଡ କ୍ରୟ କରିଥିଲେ । ଏହାପରେ ବ୍ୟକ୍ତିଜଣ ସାଇବର ଠକେଇର ଶିକାର ହୋଇଥିଲେ । ଘଟଣାରୁ ପ୍ରକାଶ ଯେ
Read More...

କେନ୍ଦୁଝରରେ ପ୍ରତିଷ୍ଠା ହେବ ଟ୍ରମା କେୟାର, ବାଇପାସ୍ ରୋଡ୍- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜ୍ଞାନ ହିଁ ଶକ୍ତି (Knowledge is Power)। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ । ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ
Read More...