Monthly Archives

December 2024

ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା

ଭୁବନେଶ୍ୱର: ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା । ୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ପ୍ରତି ଥାନାକୁ ୯ଟି ବାଇକ୍‌ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା
Read More...

ସମସ୍ତ ହିତାଧିକାରୀଙ୍କ ଆବେଦନ ଯାଞ୍ଚ ସରିଲେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ : ଉପମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର:ଏବେଠୁ ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କୁ ସୁଭଦ୍ରା ଯୋଜନାର ସହାୟତା ପାଇବା ନିମନ୍ତେ ବାୟୋମେଟ୍ରିକ ପ୍ରକ୍ରିୟାରେ ଇ-କେୱାସି କରିବାକୁ ପଡିବ । ଯେଉଁ ୫.୧୧ଲକ୍ଷ ହିତାଧିକାରୀମାନେ ସୁଭଦ୍ରା ଅଧୀନରେ ଇ-କେୱାସି କରିନାହାନ୍ତି କିମ୍ବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି,
Read More...

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ

ରାଜନଗର: ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ କରାଯାଇଛି। ଫଳରେ
Read More...

ମନମୁଣ୍ଡା ଏସବିଆଇ ଶାଖା ଉଦଘାଟିତ ଓ ବୃହତ୍ ବୁଣାକାର ଋଣ ମେଳା

ମନମୁଣ୍ଡା : ମନମୁଣ୍ଡା ସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ( ଏସବିଆଇ ) ଶାଖା କାର୍ଯ୍ୟାଳୟ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରାଯାଇଛି । ଏସବିଆଇ ଚିଫ୍ ଜେନେରାଲ ମ୍ୟାନେଜର (ଭୁବନେଶ୍ୱର) ଦିନେଶ ପୃଥି ମୁଖ୍ୟ ଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହାର ଉଦଘାଟନ କରିଥିଲେ । ଏଥିରେ
Read More...

ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍‌

ଭୁବନେଶ୍ୱର: ରାଜ୍ୟ ସଭା ଉପନିର୍ବାଚନରେ ସୁଜିତ କୁମାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ଭାଜପାରୁ ନାମାଙ୍କନପତ୍ର ଦାଖଲ କରିଥିଲେ ସୁଜିତ୍‌। ଜିତିବା ପରେ ସୁଜିତ୍‌ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି, ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି।
Read More...

କଳିଙ୍ଗ ଷ୍ଟାଡିଅମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍‌ସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର:ଆଜି ଭୁବନେଶ୍ବରର କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ଗୋପୀଚନ୍ଦ ଓଡିଶା ବ୍ୟାଡମିଣ୍ଟନ ହାଇ ପରଫରମାନ୍‌ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ଡଃ ହିମନ୍ତ ବିଶ୍ବଶର୍ମା ଏବଂ ବିଶିଷ୍ଟ ବ୍ୟାଡମିଣ୍ଟନ ଖେଳାଳୀ ଶ୍ରୀ ପୁଲେଲା
Read More...

୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି। ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର
Read More...

ଡିସେମ୍ୱର ୧୬ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଡିସେମ୍ବର ୧୬ ତାରିଖ ( ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ l ଡିସେମ୍ବର ୧୬ ତାରିଖ( ସୋମବାର )ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଏହି ମାମଲାରେ ବିରାଟ ଓ ରୋହିତଙ୍କୁ ପଛରେ ପକାଇଲେ ଭିନେଶ

ନୂଆଦିଲ୍ଲୀ:୨୦୨୪ରେ ଗୁଗଲରେ ସର୍ବାଧିକ ସର୍ଚ୍ଚ କରାଯାଇଥିବା ଭାରତୀୟ ତାଲିକାରେ କ୍ରୀଡା ତାରକାମାନେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। କୌଣସି ରାଜନେତା କିମ୍ବା କୌଣସି ଚଳଚ୍ଚିତ୍ର ତାରକା କିମ୍ବା ବ୍ୟବସାୟୀ ଏହି ତାଲିକାରେ ଶୀର୍ଷରେ ରହି ନାହାଁନ୍ତି। ଶ୍ରେଷ୍ଠ ୧୦ ଜଣଙ୍କୁ ପାଞ୍ଚ ଜଣ
Read More...

ସରିଲା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ବୁଧବାର ଶେଷ ହୋଇଛି। ଏଥର ୧୬ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ ହୋଇଛି। ତେବେ ଅନିର୍ଦ୍ଦିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଏହି ଅଧିବେଶନରେ ୧୬ଟୁ ମାତ୍ର ୧୨ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି।
Read More...