Yearly Archives

2024

ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

 ଭୁବନେଶ୍ୱର:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍‌ ମାଧୋସିଂ ହାତଖର୍ଚ୍ଚ
Read More...

ବାତ୍ୟା ମୁକାବିଲା ପାଇଁ ପୁରୀ ଅଗ୍ନିଶମ ସେବା କେନ୍ଦ୍ର ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ପୁରୀ : ବାତ୍ୟା ଦାନା ର ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଥିବାବେଳେ ପୁରୀ ଅଗ୍ନିଶମ ସେବା କେନ୍ଦ୍ର ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ବିଶେଷ କରି ବାତ୍ୟା ପରବର୍ତ୍ତୀ ସମୟରେ ରାସ୍ତା ଉପରେ ଗଛ କିମ୍ବା ଇଲେକ୍ଟ୍ରି ପୋଲ୍‌ ଉପୁଡି ପଡିବାର
Read More...

ମାଡି ଆସୁଛି ବାତ୍ୟା ‘ଦାନା’, ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର

ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି।
Read More...

ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍‌

ଭୁବନେଶ୍ୱର: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଶିକ୍ଷୟିତ୍ରୀଶିକ୍ଷକମାନେ
Read More...

ଶିକ୍ଷକ ନିଯୁକ୍ତି ଦାବିରେ ଫାଟକରେ ତାଲା ପକାଇଲେ ଅଭିଭାବକ

ହରଭଙ୍ଗା :ହରଭଙ୍ଗା ବ୍ଲକ ଘୋରଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଅଭିଭାବକମାନେ ବିଦ୍ୟାଳୟର ଫାଟକରେ ସୋମବାର ଦିନ ତାଲା ପକାଇ ଆନ୍ଦୋଳନ କରିଛନ୍ତି । ସୂଚନା ଅନୁଯାୟୀ ଘୋରଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା;ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା
Read More...

ମୁଖ୍ୟମନ୍ତ୍ରୀ ଶୁଣିଲେ ଲୋକଙ୍କ ଅଭିଯୋଗ,ଅଭିଯୋଗର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ଵର : ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଗାଡିରୁ ଓହ୍ଲାଇ
Read More...

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମ୍ପର୍କିତ ପ୍ରସ୍ତୁତି ବୈଠକ,କେହି ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ସରକାର…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ
Read More...

ହବିଷ୍ୟାଳୀ ମା’ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି।
Read More...

କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକରେ କୃଷି ରୂଣରେ ଜାଲିଆତି ଘଟଣା, ଅନୁଧ୍ୟାନ କଲେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ…

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ୍ ଅନ୍ତର୍ଗତ ପଡାଙ୍ଗ (ଶିରିଗିଡ଼ା) କୃଷି ସେବା ସମବାୟ ସମିତି ରେ କୃଷି ଋଣ କାରବାରରେ ବ୍ୟାପକ ଜାଲିଆତି ହେଇଥିବାର ଖବର ପାଇ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ ଆଜି ପଡାଙ୍ଗ (ଶିରିଗିଡା) ଗ୍ରାମ ର ଚାଷୀ ମାନଙ୍କୁ ଭେଟି
Read More...