Yearly Archives

2024

ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଉତ୍ସବ ମୁଖର ଶ୍ରୀକ୍ଷେତ୍ର, ଆସନ୍ତାକାଲିଠାରୁ ଯଜ୍ଞ ଆରମ୍ଭ

ପୁରୀ : ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଯଜ୍ଞ ମଣ୍ଡପ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ । ଆସନ୍ତାକାଲି ଠିକ୍‌ ଅପରାହ୍ନରେ ୩ ଦିନ ବ୍ୟାପୀ ଯଜ୍ଞ ଆରମ୍ଭ ହେବ । ସେପଟେ ଆଜି ୫-ଟି ଅଧ୍ୟକ୍ଷଙ୍କ ସହ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ
Read More...

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା । କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଭିତରକନିକା ବନ୍ଦ ଥିଲା । ଗତ ୪ରୁ ୧୩ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିଲା ।ଭିତରକନିକା ଅଭୟାରଣ୍ୟରେକୁମ୍ଭୀର ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ୧୮ଟି କୁମ୍ଭୀର ବଢ଼ିଛନ୍ତି ।
Read More...

ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମକର ସଂକ୍ରାନ୍ତିର ସ୍ୱତନ୍ତ୍ର ନୀତିକାନ୍ତି । ଏହାର ପୂର୍ବଦିନ ଅର୍ଥାତ ଆଜି ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଆଜି ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ
Read More...

ସାହି ଆଖଡାର ପାରମ୍ପରିକ ନୃତ୍ୟର କମ୍ପିଲା ବଡ଼ଦାଣ୍ଡ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଚଳିତ ମାସ ୧୭ ତାରିଖରେ ଅନୁଷ୍ଠିତ ହେବ । ଗତକାଲି ଶ୍ରୀଗଜପତି ମହାରାଜାଙ୍କ ଦ୍ୱାରା ଯଜ୍ଞାନୁଷ୍ଠାନ ପାଇଁ ରାଜଗୁରୁଙ୍କୁ ଆଚାର୍ଯ୍ୟ ବରଣ କରାଯାଇ ଯଜ୍ଞଶାଳାରେ ଅଙ୍କୁରାରୋପଣ ପୂଜନ କରାଯାଇଥିଲା । ଯଜ୍ଞଶାଳାରେ ଅଙ୍କୁର ପୂଜନ କରାଯାଇଥିଲା
Read More...

ନୂଆ -ଓ ନୂଆ ଓଡିଶା ଯୁବ ଓଡ଼ିଶା କାର୍ଯ୍ୟକ୍ରମ

ନୂଆଗାଁ,୧୨/୧:- ନୟାଗଡ ଜିଲ୍ଲା ନୂଆ – ଓ ନୂଆ ଓଡ଼ିଶା, ଯୁବ ଓଡ଼ିଶା କାର୍ଯ୍ୟକ୍ରମ ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ କ୍ରୀଡା ଓ ଯୁବ ବ୍ୟାପାର ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ରଣପୁର
Read More...

ଜିଲ୍ଲା ସ୍ତରୀୟ ନୂଆ -ଓଡିଶା କାର୍ଯ୍ୟକ୍ରମରେ ଗୌରବ ଆଣିଲେ ଛାତ୍ରୀ

ନୂଆଗାଁ,୧୨/୧:- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ସଦର ମହକୁମାରେ ଥିବା ଉଚ୍ଚ଼ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ଦ୍ୱିତୀୟ ବର୍ଷର ଛାତ୍ରୀ ମୋନାଲିସା ରାଉତ ଏକକ ବ୍ୟଙ୍ଗ ଅଭିନୟରେ ଜିଲ୍ଲାସ୍ତରରେ ପ୍ରଥମ ହୋଇ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ସୂଚନା ମୁତାବକ ନୟାଗଡ଼ ଜିଲ୍ଲା ସ୍ତରରେ ଆୟୋଜିତ
Read More...

ସର୍ବ ଭାରତୀୟ ଦଶପଲ୍ଲା କପ୍‌ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ, ବିହାର କାମାକ୍ଷା କ୍ଲବ୍‌ ବିଜୟୀ

ଦଶପଲ୍ଲା,୧୨/୧:- ଦଶପଲ୍ଲାର ଅଗ୍ରଣୀ କ୍ରୀଡା ଅନୁଷ୍ଠାନ , ସ୍ପୋର୍ଟିଭ ସ୍ପୋର୍ଟସ ସୋସାଇଟି ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ମୈଦାନରେ ସର୍ବଭାରତୀୟ ଦଶପଲ୍ଲା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନ ଲିଗ ପ୍ରତିଯୋଗିତାରେ ଆଜି କାମାକ୍ଷା ସ୍ପୋର୍ଟସ କ୍ଲବ, ବିହାର ଗୋଟିଏ ଗୋଲ ଦେଇଥିଲା । ଖେଳ
Read More...

ଆତ୍ମସୁରକ୍ଷା କୌଶଳ ଉଦଘାଟିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି, ଏଏମସିଏସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ଆତ୍ମସୁରକ୍ଷା କୌଶଳ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଟିକାବାଲି ପଂଚାୟତ ସମିତି ଅଧ୍ୟକ୍ଷ ଦିଲ୍ଲୀପ କୁମାର କହଁର ମୁଖ୍ୟ ବକ୍ତା ଭାବେ ଶଙ୍କରାଖୋଲ କଲେଜ ଅଧ୍ୟକ୍ଷ
Read More...

ଖଡ଼ିଆଳ ବନ ବିଭାଗକୁ ବଡ଼ ସଫଳତା;ବାଘ ଛାଲ ଡିଲ୍‌ ବେଳେ ମାଡିବସିଲା ବନ ବିଭାଗ, ୭ଗିରଫ

ନୂଆପଡ଼ା ୧୧/୦୧(ହୀ.ପ୍ର)ନୂଆପଡା ଜିଲ୍ଲା ଖଡ଼ିଆଳ ବନ ବିଭାଗକୁ ବଡ ସଫଳତା । ବାଘ ଛାଲ ଡିଲ୍‌ ବେଳେ ମାଡିବସିଲା ବନ ବିଭାଗ । ୨ଟି ବାଘ ଛାଲ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରାଯାଇଛି । ଖଡ଼ିଆଳ ଶ୍ୟାମକୁମ ଲଜ ଓ ବରପଦର ଛକ ନିକଟରୁ ଦୁଇଟି ବାଘ ଛାଲ ଜବତ ହୋଇଛି । ଗିରଫ ଅଭିଯୁକ୍ତମାନଙ୍କୁ
Read More...