Yearly Archives

2024

ଜିଲ୍ଲା ପରିବହନ ଓ ପୋଲିସ ବିଭାଗ ପକ୍ଷରୁ ଯାନବାହନ ଯାଞ୍ଚ ;୧ ଲକ୍ଷ ୭୯ ହଜାର ଫାଇନ୍‌ ଆଦାୟ

ଘୁ ଉଦୟଗିରି :ଜିଲ୍ଲା ପରିବହନ ବିଭାଗ ଓ ସ୍ଥାନୀୟ ପୋଲିସ ବିଭାଗର ମିଳିତ ସହଯୋଗରେ ସ୍ଥାନୀୟ ଶ୍ରୀରାମପଦାଠାରେ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ଦାସ, କନେଷ୍ଟେବଲ ଜ୍ୟୋତି ରଞ୍ଜନ ପରିଡ଼ା ଓ ସ୍ଥାନୀୟ ପୋଲିସ ଏସଆଇ କାମରାଜୁ ରେଡିଙ୍କ ନେତୃତ୍ୱରେ ସମସ୍ତ ଯାନବାହନ ଯାଞ୍ଚ କରାଯାଇଥିଲା ।
Read More...

ଅଞ୍ଚଳର ନା’ ରଖିଲେ ପ୍ରତ୍ୟାଶା,ପୂର୍ବ ଭାରତୀୟ ବିଜ୍ଞାନ ପଦର୍ଶନୀକୁ ଉତ୍ତୀର୍ଣ୍ଣ ହେଲେ

ନୂଆଗାଁ : ନୟାଗଡ ଜିଲ୍ଲା ନୂଆଗାଁ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରତ୍ୟାଶା ପ୍ରିୟଦର୍ଶିନୀ ସାହୁ ବାରିପଦା ଠାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀରେ ରାଜ୍ୟସ୍ତରିୟ ବାଲ ବୈଜ୍ଞାନିକ ପଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ନୂଆଗାଁ ହାଇସ୍କୁଲର ଶ୍ରେଣୀ
Read More...

ସୁଜନ ନାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟରେ କଳାପଥର ବିଜୟୀ

ସୁବର୍ଣ୍ଣପୁର : ସହରର ରୟାଲ ପଡିଆ ଠାରେ ଚାଲିଥିବା ୧୧ତମ ସୁଜନ ନାଗ ସ୍ମାରକୀ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଦ୍ୱିତୀୟ ଦିବସରେ ସ୍ପୋର୍ଟସ ହଷ୍ଟେଲ ଫୁଲବାଣୀ ବନାମ ଇଲେଭେନ ଷ୍ଟାର କଳାପଥର ମଧରେ ଅନୁଷ୍ଠିତ ହୋଇଥିଲା । ଆଜିର ମ୍ୟାଚରେ ୩-୦ ବ୍ୟବଧାନରେ ଇଲେଭେନ ଷ୍ଟାର କଳାପଥର
Read More...

ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ

ପୁରୀ : ଅଯୋଧ୍ୟାରୁ ଆସିଛି ଡାକରା । ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ । ଆସନ୍ତା ଜାନୁଆରୀ ୨୨ ତାରିଖ ପୌଷ ଶୁକ୍ଳ ଦ୍ୱାଦଶୀ ତିଥିରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ମହୋତ୍ସବ ପାଇଁ ଜାନୁଆରୀ ୧୯ ତାରିଖ ତାରିଖରେ ଅଯୋଧ୍ୟା ଯାତ୍ରା କରିବେ ଏହି ମଠାଧୀଶ ମାନେ । ବନାରସ ପହଞ୍ଚିବା ପରେ
Read More...

ନୂଆ ରୂପ ରଙ୍ଗରେ ଝଲସୁଛି ଶ୍ରୀକ୍ଷେତ୍ର

ପୁରୀ : ନୂଆ ରୂପ ରଙ୍ଗରେ ଝଲସୁଛି ଶ୍ରୀକ୍ଷେତ୍ର । ପୁରୀ ସହରର ପ୍ରମୁଖ ରାସ୍ତା ସହିତ ସାହି ଭିତରେ ଥିବା ବିଭିନ୍ନ କାନ୍ଥ ଗୁଡ଼ିକରେ ଅଙ୍କା ଚାଲିଛି ଆକର୍ଷଣୀୟ ପାରମ୍ପରିକ ଚିତ୍ରକଳା । ସନ୍ଧ୍ୟା ହେଲେ ରଙ୍ଗୀନ ଆଲୋକମାଳାରେ ଝଲସୁଛି ଜଗନ୍ନାଥ ଧାମ୍‌ । ଆଗାମୀ ୧୭ ତାରିଖରେ ଶ୍ରୀମନ୍ଦିର
Read More...

ଉପାନ୍ତରୁ ଉଡିଲା ବିମାନ , ଆକାଶ ମାର୍ଗରେ ଯୋଡିହେଲା ମାଲକାନଗିରି

ମାଲକାନଗିରି : ଉପାନ୍ତ ଅଞ୍ଚଳରୁ ଉଡ଼ିବ ବିମାନ । ଆଜି ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ ହେବାପରେ ଆକାଶ ମାର୍ଗରେ ଯୋଡ଼ି ହୋଇଛି ମାଲକାନଗିରି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । ଏଠାରୁ ପ୍ରଥମେ ନନ୍ ସିଡ୍ୟୁଲ୍ ବା
Read More...

GST ନିୟମରେ ବଡ଼ ପରିବର୍ତ୍ତନ କଲେ କେନ୍ଦ୍ର ସରକାର, ବଦଳିବ ଏହି ସବୁ ନିୟମ….

GST ନିୟମରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିଛନ୍ତି । ୧ ମାର୍ଚ୍ଚ ୨୦୨୪ ରୁ ଜୀଏସଟୀ ନିୟମ ପରିବର୍ତ୍ତନ ହେବ । ବର୍ତ୍ତମାନ ୫ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ କରୁଥିବା ବ୍ୟବସାୟୀମାନେ ଇ-ଚାଲାଣ ବିନା ଇ-ୱେ ବିଲ୍ ଜେନେରେଟ କରିପାରିବେ ନାହିଁ । ଦ୍ରବ୍ୟ ଏବଂ ସେବା କର ନିୟମ
Read More...

ବୋଲେରୋ ଗାଡି ସହ ୧୦୪ କେଜି ଗଞ୍ଜେଇ ଜବତ

ହରଭଙ୍ଗା : ହରଭଙ୍ଗା ବ୍ଲକ ନୂଆପଡା ଜଙ୍ଗଲରୁ ବୋଲେରୋ ଗାଡି ସହ ୧୦୪ କେଜି ଗଂଜେଇ ଜବତ କରାଯାଇଥିବା ନେଇ ଅବକାରୀ ବିଭାଗ ପକ୍ଷରୁ ସୋମବାର ରାତି ୭ଟା ରେ ସୂଚନା ଜାରି କରାଯାଇଛି । ବୌଦ୍ଧ ସଦର ଥାନା ଅନ୍ତର୍ଗତ ନୂଆପଡା ଡ୍ୟାମ ନିକଟସ୍ଥ ଜଙ୍ଗଲରୁ ୧୦୪ କେଜି ଗଂଜେଇ ଜବତ କରାଯାଇଛି । ଏହା ସହ
Read More...

ମଣ୍ଡିରେ ଧାନ ନ ଉଠିବା ପ୍ରତିବାଦରେ ରାସ୍ତାରୋକ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଧଣ୍ଡରା ମଣ୍ଡିରେ ଅବ୍ୟବସ୍ଥା ଓ ଧାନ କିଣା ଯାଉ ନ ଥିବା ଅଭିଯୋଗ ନେଇ ଚାଷୀ ଏବଂ ବିଜେପି କାର୍ମକର୍ତ୍ତାଙ୍କ ପକ୍ଷରୁ ରାସ୍ତାରେ ଧାନ ବସ୍ତା ରଖି ରାସ୍ତାରୋକ କରାଯାଇଛି । ଦୀର୍ଘ ଦିନ ଧରି ଚାଷୀ ମଣ୍ଡିକୁ ଧାନ ଆଣି ୧୫୦୦ ପକେଟରୁ
Read More...

ଜିଲ୍ଲା ମତ୍ସ୍ୟ ବିଭାଗ ଦ୍ୱାରା ନିର୍ମିତ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦଘାଟିତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ମୋହନା ଅନ୍ତର୍ଗତ ହରଭଙ୍ଗୀ ଜଳଭଣ୍ଡାରରେ ନିର୍ଭର କରୁଥିବା ହରଭଙ୍ଗୀ ଆଦିବାସି ପ୍ରାଥମିକ ସମବାୟ ସମିତିର ସଭ୍ୟମାନଙ୍କ ନିମନ୍ତେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ନିର୍ମିତ ଅବତରଣ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦ୍ୱାରା
Read More...