Yearly Archives

2024

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ଯାଜପୁର ଜିଲ୍ଲା ଗସ୍ତ

ଯାଜପୁର: ଆଜି ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମୀକ୍ଷା କରିଥିଲେ। ଏହି
Read More...

ବ୍ଲକସ୍ତରରେ ହେବ ନିଯୁକ୍ତି ପରାମର୍ଶ ମେଳା

କେନ୍ଦୁଝର : ଜିଲ୍ଲାର ଯୁବକଯୁବତୀ ମାନଙ୍କୁ କର୍ମସଂସ୍ଥାନ ଯୋଗାଇବା, ସ୍ଵରୋଜଗାରକ୍ଷମ କରିବା ଓ ଯୁବ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରାଇବା ପାଇଁ ଉପଯୁକ୍ତ ତାଲିମ ଓ ମାର୍ଗ ଦର୍ଶନ ପ୍ରଦାନ କରିବା ନିମନ୍ତେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ବିଭାଗ ପକ୍ଷରୁ ଜିଲ୍ଲାରେ ବ୍ୟାପକ
Read More...

ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ : ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ଗୁରୁତର ସୁପର୍ ଭାଇଜର ବକ୍ସି ପ୍ରତିହାରୀଙ୍କ ଅବସ୍ଥା ସ୍ଥିର ରହିଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ତାଙ୍କର କାନ୍ଧ,କହୁଣି ଓ ମଣିବନ୍ଧରେ ଆଘାତ ଲାଗିଛି । ଏହି ଦୁଇଟି ସ୍ଥାନରେ ଷ୍ଟିଚ ପଡ଼ିଛି । ପିଠି ଓ ହାତରେ ମଧ୍ୟ ଆଘାତ
Read More...

ବ୍ୟାଟ୍ସମ୍ୟାନଙ୍କ ପରେ ଭାରତୀୟ ବୋଲର ବିଫଳ, ବେଙ୍ଗାଲୁରୁ ଟେଷ୍ଟରେ ନ୍ୟୁଜିଲାଣ୍ଡ ଆଗରେ

ବେଙ୍ଗାଲୁରୁ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ଦିନରେ ଦଳ ମାତ୍ର ୪୬ ରନ୍‌ରେ ଅଲଆଉଟ ହୋଇଛି। ଭାରତୀୟ ପରିବେଶ ତଥା ଏସିଆ ମହାଦେଶରେ ଭାରତ ନିଜର ସର୍ବନିମ୍ନ ଟେଷ୍ଟ ସ୍କୋର
Read More...

ଜଗାକୁ ଦେଖିବାର ଇଚ୍ଛା,ଷ୍ଟ୍ରେଚରରେ ଆସିଲେ ଭକ୍ତ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଆଜି ଦେଖିବାକୁ ମିଳିଛି ଭାବ ବିହ୍ୱଳ ଦୃଶ୍ୟ ।ଏକ ଷ୍ଟ୍ରେଚରରେ ଶୋଇଥିଲେ ଜଣେ ବୃଦ୍ଧ,ପାଖରେ ଦୁଃଖରେ ଛିଡା ହୋଇଥିଲେ ଜଣେ ବ୍ୟକ୍ତି ଓ ଅନ୍ୟ ଜଣେ ଯୁବକ । ମନରେ ଥିଲା ଦୁଃଖ ଏବଂ ଷ୍ଟ୍ରେଚର ଉପରେ ଶୋଇଥିବା ବୃଦ୍ଧ ଜଣଙ୍କ କହୁଥିଲେ ଜୟ ଜଗନ୍ନଥ ।
Read More...

ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ ବାନ୍ଧି ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଅଭିଯୋଗ ହୋଇଛି। ୨୦ ବର୍ଷ
Read More...

ପୁରୀର ୪ଟି କେନ୍ଦ୍ରରେ ହବିଷ୍ୟାଳୀ ମାଆମାନଙ୍କ ରହଣି ବ୍ୟବସ୍ଥା

ପୁରୀ : ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୧୮ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ । ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରିଥିବ ହବିଷ୍ୟାଳୀ ମାମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ରେ ରଖାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି । ଆଜି
Read More...

ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍‌ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ ପ୍ରିୟାପ୍ରୀତିତୋଷଣ ଯେପରି
Read More...

ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ

କଟକ: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ । ୧୦ଟି ଟିମ୍ ପଞ୍ଜୀକରଣ
Read More...

ଆସନ୍ତାକାଲି ହରିଆଣା ଓ ମୁମ୍ବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ
Read More...