Yearly Archives

2024

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ପୁରୀ : ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ ବ୍ୟବସ୍ଥା ଏବଂ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଆରମ୍ଭ ହୋଇଅଛି । ଚଳିତ ପହିଲି ଭୋଗ ମାସରେ ୧୭ତାରିଖ ଠାରୁ ରତ୍ନଭଣ୍ଡାର ଗୃହ ମରାମତି କରାଯିବା ପାଇଁ ଛତିଶା ନିଯୋଗ ବୈଠକରେ ପୂର୍ବରୁ
Read More...

ଆସନ୍ତାକାଲିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ପୁରୀ:ରାତି ପାହିଲେ ଓଡିଆ ଅସ୍ମିତା ଉପରେ ହେବ ବଡଧରଣର ବିଜୟ । ଦୀର୍ଘବର୍ଷ ହେବ ବିପଦସଙ୍କୁଳ ଅବସ୍ଥାରେ ଥିବା ରତ୍ନଭଣ୍ଡାରର ଆରମ୍ଭ ହେବ ଦୀର୍ଘସ୍ଥାୟୀ ମରାମତି । ଆସନ୍ତାକାଲି ଠାରୁ ଏଏସଆଇ ଦ୍ୱିତୀୟ ଭୋଗମଣ୍ଡପ ପରେ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାୟ ୫/୬ ଘଣ୍ଟା ମରାମତି
Read More...

ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା,ଦୁଇ ସେବାୟତଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ

ପୁରୀ : ପୁଣି ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ଦୁଇ ସେବାୟତଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ । ଜଣେ ସେବାୟତଙ୍କ ଆକ୍ରମଣରେ ଆଉ ଜଣେ ସେବାୟତ ଗୁରୁତର ଆହତ । ଗୁରୁତର ଆହତ ସେବାୟତ ଜଣକ ହେଲେ ବିଶ୍ୱନାଥ ଖୁଣ୍ଟିଆ । ଆକ୍ରମଣରେ ବିଶ୍ୱନାଥଙ୍କ ନାକ ଫାଟି ପ୍ରବଳ ରକ୍ତସ୍ରାବ ହୋଇଥିଲା । ଏହି ଘଟଣା
Read More...

ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା

ଭୁବନେଶ୍ୱର: ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା । ୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ପ୍ରତି ଥାନାକୁ ୯ଟି ବାଇକ୍‌ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା
Read More...

ସମସ୍ତ ହିତାଧିକାରୀଙ୍କ ଆବେଦନ ଯାଞ୍ଚ ସରିଲେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ : ଉପମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର:ଏବେଠୁ ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କୁ ସୁଭଦ୍ରା ଯୋଜନାର ସହାୟତା ପାଇବା ନିମନ୍ତେ ବାୟୋମେଟ୍ରିକ ପ୍ରକ୍ରିୟାରେ ଇ-କେୱାସି କରିବାକୁ ପଡିବ । ଯେଉଁ ୫.୧୧ଲକ୍ଷ ହିତାଧିକାରୀମାନେ ସୁଭଦ୍ରା ଅଧୀନରେ ଇ-କେୱାସି କରିନାହାନ୍ତି କିମ୍ବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି,
Read More...

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ

ରାଜନଗର: ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ କରାଯାଇଛି। ଫଳରେ
Read More...

ମନମୁଣ୍ଡା ଏସବିଆଇ ଶାଖା ଉଦଘାଟିତ ଓ ବୃହତ୍ ବୁଣାକାର ଋଣ ମେଳା

ମନମୁଣ୍ଡା : ମନମୁଣ୍ଡା ସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ( ଏସବିଆଇ ) ଶାଖା କାର୍ଯ୍ୟାଳୟ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରାଯାଇଛି । ଏସବିଆଇ ଚିଫ୍ ଜେନେରାଲ ମ୍ୟାନେଜର (ଭୁବନେଶ୍ୱର) ଦିନେଶ ପୃଥି ମୁଖ୍ୟ ଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହାର ଉଦଘାଟନ କରିଥିଲେ । ଏଥିରେ
Read More...

ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍‌

ଭୁବନେଶ୍ୱର: ରାଜ୍ୟ ସଭା ଉପନିର୍ବାଚନରେ ସୁଜିତ କୁମାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ଭାଜପାରୁ ନାମାଙ୍କନପତ୍ର ଦାଖଲ କରିଥିଲେ ସୁଜିତ୍‌। ଜିତିବା ପରେ ସୁଜିତ୍‌ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି, ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି।
Read More...

କଳିଙ୍ଗ ଷ୍ଟାଡିଅମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍‌ସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର:ଆଜି ଭୁବନେଶ୍ବରର କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ଗୋପୀଚନ୍ଦ ଓଡିଶା ବ୍ୟାଡମିଣ୍ଟନ ହାଇ ପରଫରମାନ୍‌ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ଡଃ ହିମନ୍ତ ବିଶ୍ବଶର୍ମା ଏବଂ ବିଶିଷ୍ଟ ବ୍ୟାଡମିଣ୍ଟନ ଖେଳାଳୀ ଶ୍ରୀ ପୁଲେଲା
Read More...

୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି। ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର
Read More...