Yearly Archives

2024

ଅଷ୍ଟ୍ରେଲିଆରେ ସମ୍ବର୍ଦ୍ଧିତ ହେଲେ କେନ୍ଦ୍ରାପଡ଼ାର ପୁଅ

କେନ୍ଦ୍ରାପଡା : କେନ୍ଦ୍ରାପଡାର ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ I ସମ୍ମାନିତ ଏଇଥିପାଁଇ ସେ ଭାରତ ଓ ଅଷ୍ଟ୍ରେଲିଆ ଦେଶର ସମ୍ପର୍କ ସୁଦୃଢ଼ରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି I ସେ ହେଉଛନ୍ତି ଓଡ଼ିଶାର କେନ୍ଦ୍ରାପଡ଼ା ମାଟିର ପୁଅ କମଳାକାନ୍ତ I କମଳାକାନ୍ତଙ୍କ ପାଈଁ ଗର୍ବିତ
Read More...

ସଂଖ୍ୟାଲଘୁ ମାନଙ୍କୁ ନବୀନ ପଟ୍ଟନାୟକଙ୍କ ଆହ୍ୱାନ

ୱାକଫ ବିଲକୁ ବିଜେଡି ବିରୋଧ କରିବ I ଭୁବନେଶ୍ୱର : ଶାନ୍ତି ହିଁ ପ୍ରଗତିର ଆଧାର I ଏ ଦେଶ ଆମର ଏ ମାଟି ଆମର, ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ, ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି
Read More...

ଜାତୀୟ ସବ୍ ଜୁନିୟର ଓ ଜୁନିୟର ତାଏକୋଣ୍ଡୋ ପ୍ରତିଯୋଗିତା ପାଇଁ ବୁଦ୍ଧିଷ୍ଟ୍ ତାଏକୋଣ୍ଡୋ ଏକାଡେମୀ ପକ୍ଷରୁ ତିନି…

ପୁରୀ : ଚଳିତ ମାସ ୦୭ ସେପ୍ଟେମ୍ବରରୁ ୧୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଉତ୍ତର ପ୍ରଦେଶର ଆଗ୍ରା ଠାରେ ତାଏକୋଣ୍ଡୋ ଫେଡରେସନ୍ ଅଫ ଇଣ୍ଡିଆ ଆନୁକୁଲ୍ୟରେ ଆୟୋଜିତ ହେବାକୁ ଯାଉଥିବା, ଜାତୀୟ ସବ୍ ଜୁନିୟର ଓ ଜୁନିୟର ତାଏକୋଣ୍ଡୋ ପ୍ରତିଯୋଗିତା ରେ ଓଡ଼ିଶା ତାଏକୋଣ୍ଡୋ ଆସୋସିଏସନ୍ ପକ୍ଷରୁ ପ୍ରାୟ ୫୦
Read More...

ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ

ପୁରୀ : ଗୁରୁ ମାନେ ସମାଜର ମାର୍ଗଦର୍ଶକ। ସେମାନେ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଗଢିବା ସହ ସମାଜକୁ ଶୃଙ୍ଖଳା ଓ ସଂସ୍କାର ପଥରେ ଆଗେଇ ନିଅନ୍ତି ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନରେ ପବିତ୍ର ଗୁରୁ ଦିବସ ଅବସରରେ ତାଳବଣିଆ ସ୍ପୋର୍ଟ୍ସ
Read More...

ତାଳଗଛ ଲଗାଇବାକୁ ୭ କୋଟି ଟଙ୍କାର ବଜେଟ୍

ଭୁବନେଶ୍ୱର : ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବା ପାଇଁ ରାଜ୍ୟ ସରକାର ୭ କୋଟି ଟଙ୍କା ବନ ବିଭାଗକୁ ଦେଇଛନ୍ତି । ଆଜି ବିଧାନସଭା ପ୍ରଶ୍ନକାଳରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ।
Read More...

ମନ ମୋହିନେଲେ ମୋହିନୀ “ମା”

କେନ୍ଦ୍ରାପଡ଼ା : ମନ ମୋହିନେଲେ ମୋହିନୀ "ମା" ସତରେ ସତ୍ କର୍ମର ନିଶ୍ଚିତ ଫଳ ରହିଛି। ଜଣେ ମଣିଷ କିପରି ଗୋଟିଏ ଅଞ୍ଚଳ, ତା'ପରେ ନିଜର କର୍ମ ଫଳରେ ଅନେକ ଅଞ୍ଚଳ ବାସୀଙ୍କର "ମା" ହୋଇପାରେ ଓ ମା ନାମର ଯଥାର୍ଥତା ପ୍ରତିପାଦନ କରିଛନ୍ତି ମା ମୋହିନୀ ନାୟକ। ସେ କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁର
Read More...

ବାଲିଗୁଡ଼ାରେ ଘରୋଇ ଚକ୍ଷୁ ଡାକ୍ତରଖାନା ଉଦଘାଟିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଖୋଲିଲା ଘରୋଇ ଚକ୍ଷୁ ଡାକ୍ତରଖାନା ଦାଶ ଚକ୍ଷୁ ଚିକିତ୍ସାଳୟ । ଜିଲ୍ଲା ଭାରପ୍ରାପ୍ତ ଚିକିତ୍ସାଧିକାରୀ ବିଜୟ କୁମାର ପଣ୍ଡା ରିବନ କାଟି ଚକ୍ଷୁ ଚିକିତ୍ସାଳୟର ଶୁଭ ଉଦଘାଟନ କରିଛନ୍ତି । ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଚକ୍ଷୁ ରୋଗୀଙ୍କ ପାଇଁ
Read More...

ବାର୍ଡ ଫ୍ଲୁ ସଂକ୍ରମଣ ଅଂଚଳ ପରିଦର୍ଶନ ଓ ସ୍ଥିତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ

ପୁରୀ : କେନ୍ଦ୍ରୀୟ ବିଶେଷଜ୍ଞ ଦଳ ବାର୍ଡ ଫ୍ଲୁ ସଂକ୍ରମଣ ଅଂଚଳ ପରିଦର୍ଶନ କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପୁରୀ ଜିଲ୍ଲା ପିପିଲି , ସତ୍ୟବାଦୀ ପରେ ନିମାପଡା ଓ ଡେଲାଙ୍ଗରେ ବାର୍ଡ ଫ୍ଲୁ ଚିହ୍ନଟ ହେବାପରେ ରାଜ୍ୟ ସରକାରଙ୍କ ପ୍ରାଣୀ ଚିକିତ୍ସା ବିଭାଗ ତତ୍ପର ହୋଇଥିଲା । ସଂକ୍ରମିତ
Read More...

ପାଟଣାଗଡ଼ ବ୍ଲକ ଅଧ୍ୟକ୍ଷଙ୍କୁ ଗିରଫ ଘଟଣା, ପ୍ରତିପକ୍ଷଙ୍କୁ ଗିରଫ ଦାବିରେ ଥାନାର ଦ୍ୱାରସ୍ଥ ହେଲେ ବିଜେଡି କର୍ମୀ

ପାଟଣାଗଡ଼ ; ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ବ୍ଲକ ପରିସରରେ ଗଣ୍ଡଗୋଳ ଘଟଣାରେ ପାଟଣାଗଡ଼ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ଦୁଇଜଣ ସହଯୋଗୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ପ୍ରତିପକ୍ଷଙ୍କ ବିରୁଦ୍ଧରେ କୌଣସି ଆଖିଦୃଶିଆ ପଦକ୍ଷେପ ନେଉନଥିବାରୁ ତାଙ୍କ ବିପକ୍ଷରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପାଟଣାଗଡ଼
Read More...

ରାଜନୀତିରେ ପ୍ରବେଶ କରିବେ ଭିନେଶ ଓ ପୁନିଆ

ନୂଆଦିଲ୍ଲୀ : କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍ ଓ ବଜରଂଗ ପୁନିଆଙ୍କୁ ନେଇ ଏକ ବଡ଼ ଖବର ଆସିଛି। ରାହୁଲଙ୍କୁ ଭେଟିବା ପରେ ବଢ଼ିଲା ଚର୍ଚ୍ଚା I ଉଭୟ କଂଗ୍ରେସରେ ସାମିଲ୍ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ଆସନ୍ତା ମାସରେ ହରିୟାଣା ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ମାହୋଲ
Read More...