Yearly Archives

2024

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କର ବୈଠକ

୫ ଅଗଷ୍ଟ ୨୦୨୪ ଭୁବନେଶ୍ୱର : ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମକୁ ନେଇ ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି I ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବର୍ଷ ରାଜ୍ୟସ୍ତରୀୟ
Read More...

ଲୋକଙ୍କ ସହିତ ମିଶିବା ଓ ସେମାନଙ୍କ ସମସ୍ୟା ସମାଧାନ ଆମ ସରକାରର ପ୍ରାଥମିକତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ବରଗଡ଼ : ଗାଇସିଲେଟ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ
Read More...

ଜିଲ୍ଲାପାଳଙ୍କୁ ଭେଟିଲେ କୁଆଁରିଆ ବିସ୍ଥାପିତ

ଦଶପଲ୍ଲା : କୁଆଁରିଆ ବନ୍ଧରେ ଜଳ ମଗ୍ନ ହୋଇ ଥିବା ଚାଷୀ ଓ ଜନସାଧାରଣ ଅଳ୍ପଦିନତଳେ, ମାନ୍ୟବର ରାଜ୍ୟପାଳଙ୍କୁ ଭେଟି, କୁଆଁରିଆ ବନ୍ଧ ନିର୍ମାଣ ସମୟରେ କ୍ଷତି ହୋଇଥିବା ଜମିର ସହାୟତା ଉଦ୍ଦେଶ୍ୟରେ ଗୁହାରି ଜଣାଇ ଥିଲେ। ରାଜ୍ୟପାଳ ମହୋଦୟ ନୟାଗଡ଼ ଜିଲ୍ଲାପାଳଙ୍କୁ ଭେଟିବା ପାଇଁ ଚିଠି
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ,
Read More...

ଖାଲ ଖମାରେ ପୂର୍ଣ୍ଣ ଜାତୀୟ ରାଜପଥ

ହରଭଙ୍ଗା : ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ ଏବେ ସାଜିଛି ମରଣ ଯନ୍ତା l ଖାଲ ଖମାରେ ପୂର୍ଣ୍ଣ ଥିବା ସହ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେଉଛନ୍ତି ଯାତ୍ରୀ l ସୂଚନା ଅନୁଯାଇ ଜନଗହଳି ପୂର୍ଣ୍ଣ ହରଭଙ୍ଗା ବ୍ଲକ ର ପୁରୁଣାକଟକ ଦେଇ ଯାଇଥିବା ୫୭ନଂ ଜାତୀୟ ରାଜପଥ
Read More...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ : ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ ପାଇଁ ନୂଆ ଏସଓପିକୁ ଅନୁମୋଦନ କଲା ଶ୍ରୀମନ୍ଦିର ପରିଚାଳ କମିଟି। ରାଜ୍ୟ ସରକାରଙ୍କ ଅନୁମତି ପରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ଉପଯୋଗ କରାଯାଇ ରତ୍ନଭଣ୍ଡାର ଯାଞ୍ଚ କରାଯିବ। ଶ୍ରୀମନ୍ଦିର ଅଧୀନରେ ଥିବା ଜମିର କିଣାବିକା ନେଇ ଶ୍ରୀମନ୍ଦିର ଜମି
Read More...

ଶିକ୍ଷା ଅଧିକାରୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବାଣିଭୁଷଣପୁର କ୍ଲଷ୍ଟର ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ତରଫରୁ, ବ୍ଲକର ଏବିଇଓ ସତ୍ୟନାରାୟଣ ମିଶ୍ରଙ୍କ ଚାକିରୀରୁ ଅବସର ଗ୍ରହଣ ଅବସରରେ, ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଚାରିଛକ ଉ,ପ୍ରା ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁଧାକର
Read More...

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଖସାପଡା ନୀତି

ପୁରୀ : ଶ୍ରୀମନ୍ଦିରରେ ସୋମବାର ଶ୍ରୀଜୀଉଙ୍କ ଖସପଡ। ନୀତି ଅନୁଷ୍ଠିତ ହୋଇଯାଇଛି। ବାର ମାସରେ ୧୩ ପର୍ବ ତା ଭିତରୁ କାଳିଆ ଦୁଆରରେ କେତେ ରୀତିନୀତି ରହିଛି ତାହା କହିବା କଷ୍ଟ। ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଆଜି ଶ୍ରୀଜିଉଙ୍କ ଖସାପଡା ନୀତି ଅନୁଷ୍ଠିତ ହୋଇଛି। ଏହା ଏକ ଗୁପ୍ତ
Read More...

ଗାନ୍ଧି ସ୍ମୃତି ପାଠାଗାର ପକ୍ଷରୁ କେନ୍ଦ୍ରୀୟ ବଜେଟ ଉପରେ ଆଲୋଚନା

ବରଗଡ : ସ୍ଥାନୀୟ ଗାନ୍ଧି ସ୍ମୃତି ପାଠାଗାର ପକ୍ଷରୁ ଚଳିତ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପରେ ପାଠାଗାରର ବରିଷ୍ଠ ସଦସ୍ୟ ତଥା ପଞ୍ଚାୟତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ପତିତପାବନ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହେଇଯାଉଛି। ଏହି ଆଲୋଚନା ଚକ୍ରରେ ଲକ୍ଷ୍ମୀ ନାରାୟଣ
Read More...