Yearly Archives

2024

କୃଷି ଆଧାରିତ ଅର୍ଥନୀତି ଜିଲ୍ଲା ହେବ ଦେବଗଡ଼ : ଧର୍ମେନ୍ଦ୍ର ପ୍ରଧାନ

ଧୋବଲିପଥର: କୃଷି ପ୍ରଧାନ ଜିଲ୍ଲା ଦେବଗଡ଼ରେ ପାରମ୍ପରିକ ଚାଷ ସହ ଦୁଗ୍ଧ ଚାଷ, ମତ୍ସ୍ୟ ଚାଷ ଓ ପଶୁପାଳନର ଅନେକ ସମ୍ଭାବନା ଅଛି । ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଦେବଗଡକୁ କୃଷି ଆଧାରିତ ଅର୍ଥନୀତି ଜିଲ୍ଲାରେ ପରିଣତ କରିବା ପାଇଁ ବ୍ୟାପକ ଯୋଜନା କରାଯିବ ବୋଲି
Read More...

ବିଦ୍ୟୁତ ତାର ସଂଯୋଗ ବେଳେ ଯୁବକଙ୍କ ମୃତ୍ୟୁ

ବୌଦ୍ଧ :ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଆଡେ଼ନିଗଡ଼ ଫାଣ୍ଡି ଅନ୍ତର୍ଗତ ଗଣ୍ଡାପାଜୁ ଗ୍ରାମର ଜଣେ ଯୁବକ ସୋମବାର ସନ୍ଧ୍ୟାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ ହୋଇଥିବା ଭଳି ଏକ ଦୁଖଃଦ ଖବର ସାମ୍ନାକୁ ଆସିଛି । ସୂଚନା ମତେ ଗ୍ରାମର ସେବତୀ ବିନ୍ଧାଣିଙ୍କ ନିଜଘର ଲାଇନ ସମସ୍ୟା
Read More...

ସମ୍ବଲପୁରରେ ଯୋଗ୍ୟ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ସଂଖ୍ୟା ବଢାଇବା ପାଇଁ ଯୋଜନା ହେଉ : ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ବିକାଶ ପ୍ରକ୍ରିୟାରେ ଶ୍ରମିକ ମାନଙ୍କର ଅତୁଳନୀୟ ଅବଦାନକୁ ସ୍ଵୀକାର କରି ଆମ ସରକାର ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ନିମନ୍ତେ ବହୁବିଧ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାରଙ୍କ ସହାୟତା ନେବା ପାଇଁ ନିଜର ନାମକୁ ନିର୍ମାଣ
Read More...

ଭୁବନେଶ୍ୱର ବିମାନ ବନ୍ଦର ଠାରେ ଓଡ଼ିଶା ହକି ଦଳକୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର : ୧୪ତମ ହକି ଇଣ୍ଡିଆ ସିନିୟର ପୁରୁଷ ଜାତୀୟ ଚମ୍ପିୟାନ୍‌ସିପ୍ ରେ ଓଡ଼ିଶା ହକି ଦଳକୁ ସ୍ବର୍ଣ୍ଣ ପଦକ ମିଳିବାପରେ ଆଜି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ଠାରେ ଦଳର କ୍ରୀଡାବିତ୍ ମାନଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଭବ୍ୟ ସ୍ୱାଗତ ପ୍ରଦାନ
Read More...

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ :ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର ଓ ଜୟୀରାମ ସାମଲଙ୍କୁ “ମୋହନ…

ଭୁବନେଶ୍ୱର:- ମନରେ ସାହାସ ରଖି ନୂତନତ୍ୱକୁ ଆଧାର କରି ସିନେମା ନିର୍ମାଣ ପାଇଁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଜଣାଇଛନ୍ତି । ଓଡ଼ିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରଠାରେ ଆୟୋଜିତ ୩୨, ୩୩ ଓ ୩୪ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ
Read More...

ବଲାଙ୍ଗିରରେ ଜନଜାତୀୟ ଗୌରବ ଦିବସ ପାଳିତ: ଶୁଭାରମ୍ଭ ହେଲା ‘ଧରତୀ ଆବା ଜନଜାତୀୟ ଗ୍ରାମ୍ୟଉତ୍କର୍ଷ…

ବଲାଙ୍ଗିର (ହୀପ୍ର) : ଆଜି ବଲାଙ୍ଗିର ସଦର ମହକୁମା ସ୍ଥିତ କୋଶଳ କଳା ମଣ୍ଡଳ ପଡିଆଠାରେ ଅନ୍ୟତମ ବିଶିଷ୍ଠ ଆଦିବାସୀ ନେତା ତଥା ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ସହିଦ୍ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ତଥା ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳନ ଅବସରରେ “ଧରତୀ ଆବା ଜନଜାତୀୟ
Read More...

ରାଜ୍ୟ କ୍ୟାବିନେଟ ବୈଠକରେ ୮ ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ବର,୧୩।୧୧ : ରାଜ୍ୟ କ୍ୟାବିନେଟ ବୈଠକରେ ୮ ପ୍ରସ୍ତାବ ଉପରେ ମୋହର ଲାଗିଛି। ସେଥିମଧ୍ୟରୁ ୫ ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବ ରହିଛି। ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧ୍ୟେୟକ ୨୦୨୪ ପ୍ରଣୟଣକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । କୌଣସି ସରକାରୀ ପରୀକ୍ଷା
Read More...

ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ ଅଭିଯୋଗ, ୨ ଗିରଫ

ପାଟଣାଗଡ: ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ନାଁ ନେଇ ଚାକିରି କରାଇ ଦେବା କହି ଠକେଇ ଅଭିଯୋଗ । ଏହି ଘଟଣାରେ ୨ ଜଣ ଯୁବକଙ୍କୁ ପାଟଣାଗଡ଼ ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ଚାକିରି କରାଇ ଦେବେ କହି
Read More...

ଓଡ଼ିଆ ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

ଭୁବନେଶ୍ୱର: ପୁଣି ଚର୍ଚ୍ଚାକୁ ଆସିଛନ୍ତି ମନୋଜ ମିଶ୍ର। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଏହି
Read More...

ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ, ଏସଓପି ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ
Read More...