୧୫ରୁ ବଢିବ ଶୀତ !
ଭୁବନେଶ୍ୱର: ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରକୋପ ବଢିବାର ସମ୍ଭାବନା ରହିଛି । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର । ରାଜ୍ୟକୁ!-->…
Read More...
Read More...