Monthly Archives

January 2025

ଓଡିଶା ସାମ୍ବାଦିକ ସଂଘ ବୌଦ୍ଧ ଜିଲ୍ଲା ଶାଖାର ନୂତନ କର୍ମକର୍ତ୍ତା ଚୟନ; ଦିବ୍ୟରଞ୍ଜନ ପଟ୍ଟନାୟକ ସଭାପତି, ସତ୍ୟଜିତ୍…

ବୌଦ୍ଧ,୩୧/୧: ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ ବୌଦ୍ଧର କାର୍ଯ୍ୟାଳୟଠାରେ ଓଡିଶା ସାମ୍ବାଦିକ ସଂଘ ବୌଦ୍ଧ ଜିଲ୍ଲା ଶାଖାର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଙ୍ଗଠନିକ କାର୍ଯ୍ୟାବଳୀ ଓ
Read More...

ହରଭଙ୍ଗା ଲୋକ ମହୋତ୍ସବ ଚତୁର୍ଥ ସନ୍ଧ୍ୟା; ବ୍ୟଙ୍ଗ କବିତାରେ ଦର୍ଶକ ବିମୋହିତ

ହରଭଙ୍ଗା:ହରଭଙ୍ଗା ସରକାରୀ ହାଇସ୍କୁଲ ଖେଳ ପଡିଆଠାରେ ହରଭଙ୍ଗା ଲୋକକଳା ଓ ସାଂସ୍କୃତିକ ପରିଷଦର ଆନୁକୂଲ୍ୟରେ ଅନୁଷ୍ଠିତ ତୃତୀୟ ରାଜ୍ୟସ୍ତରୀୟ ହରଭଙ୍ଗା ଲୋକ ମହୋତ୍ସବ ଓ ପଲ୍ଲିଶ୍ରୀମେଳା- ୨୦୨୫ ଚତୁର୍ଥ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚତୁର୍ଥ ଦିବସର ସନ୍ଧ୍ୟା ମଞ୍ଚ
Read More...

ମହାକୁମ୍ଭ ମେଳାରେ ଦଳାଚକଟା: ୩୦ ମୃତ, ୬୦ରୁ ଅଧିକ ଆହତ

ପ୍ରୟାଗରାଜ/ନୂଆଦିଲ୍ଲୀ,୨୯ା୧: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ବଡ଼ ଧରଣର ଅଘଟଣ ଘଟିଛି। ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ ଅନେକ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଇଥିବାବେଳେ ଦଳାଚକଟା ହୋଇଛି। ଏଥିରେ ଅନେକଙ୍କ ମୃତ୍ୟୁ ଘଟିଛି।
Read More...

ଟି-୨୦ ରାଙ୍କିଂରେ ବରୁଣ ୫ମ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୨୯।୧: ଆଇସିସି ଟି-୨୦ ବୋଲରଙ୍କ ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ଏଥିରେ ବରୁଣ ଚକ୍ରବର୍ତ୍ତୀ ଜଣେ କିମ୍ବା ଦୁଇଜଣ ନୁହେଁ ବରଂ ୨୫ ଖେଳାଳିଙ୍କୁ ହରାଇ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟରେ ଶ୍ରେଷ୍ଠ ୫ ବୋଲରଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ଆଇସିସିର ସଦ୍ୟତମ ଟି-୨୦ ରାଙ୍କିଂରେ
Read More...

ଉତ୍କର୍ଷ ଓଡିଶା କନକ୍ଲେଭ୍ ଆଣିଲା ଅପାର ସଫଳତା: ୧୨.୮୯ ଲକ୍ଷ କୋଟି ପୁଞ୍ଜିନିବେଶ ପାଇଁ MOU

ଭୁବନେଶ୍ୱର: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା। ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ
Read More...

ମର୍ମନ୍ତୁଦ ଦୁର୍ଘଟଣାରେ ୧୫ ଆହତ

ପୁରୀ:ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ଚନ୍ଦନପୁର ନିକଟ ସମଯାଜପୁର ଓଭରବ୍ରିଜ୍ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତର ଆହତଙ୍କୁ ପୁରୀ ଓ ଭୁବନେଶ୍ୱରକୁ ସ୍ଥାନାନ୍ତରିତ
Read More...

ଗୋ ମାତା ହେଉଛନ୍ତି ସୁଖ ଓ ସ୍ୱାସ୍ଥ୍ୟର ଆଧାର: ଧର୍ମେନ୍ଦ୍ର ପ୍ରଧାନ

ପୋତାପାଲି/ସମ୍ବଲପୁର, ୨୨।୧ – ସନାତନୀ ହିନ୍ଦୁ ସମାଜର ଆସ୍ଥାର ପ୍ରତୀକ ହେଉଛନ୍ତି ଗୋ ମାତା । ମାନବ ସମାଜକୁ ଗୋ ମାତାର ଅବଦାନ ଅନେକ । ଗୋ ମାତା ସୁଖ ଓ ସ୍ୱାସ୍ଥ୍ୟର ଆଧାର ବୋଲି ବୁଧବାର ସମ୍ବଲପୁର ଜିଲ୍ଲା ପୋତାପାଲି ସ୍ଥିତ ‘ଶ୍ରୀକୃଷ୍ଣ
Read More...

କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଂଜୁରୀ, ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ଵର,: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ। ଆଦର୍ଶ ବିଦ୍ୟାଳୟ ପ୍ରସ୍ତାବକୁ କ୍ୟାବିନେଟ ମୋହର। ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ନାମ ରହିବ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଷୋଡ଼ଶ ଅର୍ଥ କମିଶନଙ୍କ
Read More...

ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ ଭୁବନେଶ୍ବର: ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଉପଲବ୍ଧ ହେବ। ଏନେଇ ସୋମବାର ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନ୍ୟାସନାଲ୍ ହେଲଥ ଅଥରିଟି ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି।ଏହି ଯୋଜନା
Read More...

ଟାଟା ଏସିକୁ ପିଟିଲା କାର୍, ୨ ମୃତ

ଭୁବନେଶ୍ଵର : ଯାଆଁଳା ଫାଣ୍ଡି ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା। ଡିଭାଇଡର୍ ଡେଇଁ ବିପରୀତ ରାସ୍ତାରେ ଯାଉଥିବା ଟାଟା ଏସିକୁ ପିଟିଲା କାର୍। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଇନ୍ଫୋଭାଲି ଥାନା ପୋଲିସ ପହଞ୍ଚି ମୃତାହତଙ୍କୁ ଉଦ୍ଧାର
Read More...