Monthly Archives

March 2025

ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳିତ ହେବ

ପୁରୀ :ପୁରୀ ଜିଲ୍ଲା ସ୍ତରୀୟ ୯୦ ତମ ଓଡିଶା ଦିବସ ର ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗ ଦେବେ।ଅପ୍ରେଲ ୧ ତାରିଖ ସଂଧ୍ୟା ୬ ଘଟିକା ୩୦ ମିନିଟ ସମୟରେ ଜିଲ୍ଲା ସଂସ୍କୃତି ଭବନ ଠାରେ ଓଡିଶା ଦିବସ ସମାରୋହ ଅବସରରେ
Read More...

ହାତୀ ଆକ୍ରମଣରେ ଜଣେ ମୃତ

ଦେବଗଡ: ଦେବଗଡ ବନଖଣ୍ଡ ବାରକୋଟ ବନାଂଚଳରେ ପୁଣି ହାତୀ ଆତଙ୍କ । ଠିଆନାଳ ଫରେଷ୍ଟ ସେକ୍ସନ ବୁଢାଖମଣ ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ବୁଢାଖମଣ ଗ୍ରାମର ଧବଳ ନାୟକ (୪୮) ବୋଲି ଜଣାପଡିଛି । ଧବଳ ଆଜି ସକାଳୁ ଗାଁ ନିକଟ ଜଙ୍ଗଲକୁ ମହୁଲ ଗୋଟାଇବାକୁ ଯାଇଥିବା ବେଳେ ହାତୀ
Read More...

ଏଥର ପକ୍ଷରୁ ଭୁବନେଶ୍ୱରରେ ଖୋଲିଲା ତୃତୀୟ ଏକ୍ସପେରିଏନ୍ସ ସେଣ୍ଟର

ଭୁବନେଶ୍ୱର : ଭାରତର ଅଗ୍ରଣୀ ଇଲେକ୍ଟ୍ରିକ ଦୁଇଚକିଆ ଯାନ ନିର୍ମାତା ଏଥର ଏନର୍ଜି ଲିମିଟେଡ ଭୁବନଶ୍ୱରର ପୁରୀ ବାଇପାସ୍ ରୋଡ୍ ପାଣ୍ଡେରା ଛକଠାରେ ଏହାର ତୃତୀୟ ଏକ୍ସପେରିଏନ୍ସ ସେଣ୍ଟର "ଏଥର୍ ସ୍ପେଶ' ର ଶୁଭାରମ୍ଭ ହୋଇଛି । ଏହି ଏକ୍ସପେରିଏନ୍ସ ସେଣ୍ଟରରେ ଗ୍ରାହକମାନେ ଏଥରର୍ ପ୍ରଥମ
Read More...

ବହୁ ଚର୍ଚ୍ଚିତ ରାସେଶ୍ୱରୀ ସାମଲ ହତ୍ୟାକାଣ୍ଡ ମାମଲାର ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ବୌଦ୍ଧ,୧୭/୩:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ରାଜିଂ ଗ୍ରାମର ରାସେଶ୍ୱରୀ ସାମଲ ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ । ସୂଚନା ଅନୁସାରେ ଗତ ୨୦୨୧ ମସିହା ସେପ୍ଟେମ୍ବର ୩୦ ତାରିଖରେ ରାସେଶ୍ୱରୀ ସାମଲଙ୍କ ମୃତଦେହ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରେ ଗଜପତି ଓ ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ଅନlନ୍ୟ ଅସମ୍ପୂର୍ଣ ଥିବା ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବା ନେଇ ଗଜପତି ମହାରାଜାଙ୍କ ଅଦ୍ଦକ୍ଷତାରେ ବସିଥିବା ଶ୍ରୀମନ୍ଦିର ସଂସ୍କୃତି ଉପଦେଷ୍ଟା କମିଟି ବୈଠକରେ ନିଷ୍ପତି ହୋଇଛି l ଅଭ୍ୟର୍ଥନା କକ୍ଷ ସମେତ ପ୍ରଶାସନିକ ନୂତନ କାର୍ଯ୍ୟାଳୟ,
Read More...

ଅନ୍ତଃରାଜ୍ୟ ଏଟିଏମ ଲୁଟେରାକୁ ଗିରଫ କଲା ପୁରୀ ପୋଲିସ

ପୁରୀ : ପେଶାଦାର ଅନ୍ତଃରାଜ୍ୟ ଏଟିଏମ ଲୁଟେରାକୁ ଗିରଫ କରିଛି ପୁରୀ ପୋଲିସ । ଗିରଫ ଅଭିଯୁକ୍ତ ହେଉଛି ଝାଡ଼ଖଣ୍ଡ ଅଞ୍ଚଳର ସୀତାରାମ ମଣ୍ଡଳ । ଲୋକଙ୍କ ଏଟିଏମ କାର୍ଡ ବ୍ୟବହାର କରି ଟଙ୍କା ଲୁଟ କରୁଥିଲା । ଟଙ୍କା ଉଠାଇଦେବା ବାହାନାରେ ଲୁଟ କରୁଥିଲା ଏହି ଲୁଟେରା । ପୁଲିସ ତାଠାରୁ ୧୧ଟି
Read More...

ଆଇସିସି ଚାମ୍ପିୟନ୍ସ ଟ୍ରଫି: ଭାରତ ଚାମ୍ପିୟନ

ଦୁବାଇ : ୨୦୨୫ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଚାମ୍ପିୟନ ହୋଇଛି ଟିମ୍‌ ଇଣ୍ଡିଆ। ସ୍ପିନରଙ୍କ ଚମତ୍କାର ପ୍ରଦର୍ଶନ ଓ ଅଧିନାୟକ ରୋହିତ ଶର୍ମାଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ରବିବାର ଅନୁଷ୍ଠିତ ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ୫୦ ଓଭରରେ ୭ ଉଇକେଟ ହରାଇ
Read More...

ସର୍ବଭାରତୀୟ ଡିଏସ୍‌ କପ୍‌ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ, ବରଗଡକୁ ହରାଇ ଫାଇନାଲରେ ବାଙ୍ଗାଲୋର

ବୌଦ୍ଧ,୪/୩:- ଜିଲ୍ଲା ଷ୍ଟାଡିୟମ ଠାରେ ବୌଦ୍ଧଜିଲ୍ଲା ଫୁଟବଲ୍‌ ଆସୋସିଏସନ ଦ୍ୱାରା ଆୟୋଜିତ ଓ ଏଆଇଏଫଏଫ ନୂଆଦିଲ୍ଲୀ ଓ ଫାଓ ଦ୍ୱାରା ସ୍ୱୀକୃତିପ୍ରାପ୍ତ ମର୍ଯ୍ୟାଦାଜନକ ୧୬ତମ ସର୍ବଭାରତୀୟ ଡିଏସ୍‌ କପ୍‌ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଆଜି ଗ୍ରୁପ ‘ଏ’ର ପ୍ରଥମ ସେମିଫାଇନାଲ ମ୍ୟାଚ ଏମଇଜି ସେଣ୍ଟର
Read More...