୧୬ରୁ +୩ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ!-->…
Read More...
Read More...