Monthly Archives

April 2025

ରାଜନୀତି ମୈଦାନରେ ଏଣ୍ଟ୍ରି କରିବେ କେଦାର ଯାଦବ

ନୂଆଦିଲ୍ଲୀ : କ୍ରିକେଟ ପରେ ରାଜନୀତି ମୈଦାନରେ ଏଣ୍ଟ୍ରି କରିବେ ପୂର୍ବତନ କ୍ରିକେଟର । କେଦାର ଯାଦବ ବିଧିବଦ୍ଧ ଭାବେ ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି । ପୂର୍ବତନ ଭାରତୀୟ କ୍ରିକେଟର ୮ଏପ୍ରିଲରୁ ତାଙ୍କର ରାଜନୈତିକ ଇନିଂସ ଆରମ୍ଭ କରିବେ ବୋଲି ଚର୍ଚ୍ଚା ହେଉଛି । ବୋଧହୁଏ ସେ
Read More...

ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

କଟକ, ୮।୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।
Read More...

ଆସୁଛି ଲଘୁଚାପ: ଆଜିଠୁ ଛେଚିବ ବର୍ଷା

ଭୁବନେଶ୍ୱର: ଆଜିଠୁ ବର୍ଷା, ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ
Read More...

କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ସେବାୟତଙ୍କ ମାଡ଼ ମାରିବା ଘଟଣା,ଅଭିଯୁକ୍ତଙ୍କ ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ

ପୁରୀ: ଶ୍ରୀମନ୍ଦିର ସମ୍ମୁଖରେ କିଛି ନିର୍ଦ୍ଧିଷ୍ଟ ସେବାୟତଙ୍କ ଦ୍ବାରା ପୁରୀର କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାକୁ ୨୪ ଘଣ୍ଟା ବିତିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇନି ପୋଲିସ। ଭାଇରାଲ୍ ହେଉଥିବା ଭିଡିଓ ଫୁଟେଜରୁ ଅଭିଯୁକ୍ତ ମାନଙ୍କର
Read More...

ବୌଦ୍ଧରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବୌଦ୍ଧ: ଆଜିଠାରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ଟ୍ରଫି ବୌଦ୍ଧ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ । ବୌଦ୍ଧ ଷ୍ଟାଡିଅମ ଠାରେ ସୋମବାର ଅପରାହ୍ନରେ ୧୫ ବର୍ଷରୁ କମ୍ ଫୁଟବଲ ଖେଳାଳିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଟ୍ରଫି ଉଦଘାଟିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟ କୁ
Read More...

ଫିଟ୍‌ ରହିବାକୁ ହେଲେ ତେଲର ବ୍ୟବହାର କମ୍‌ କରନ୍ତୁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ସୋମବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସୁସ୍ଥ ଜୀବନଶୈଳୀ ଗ୍ରହଣ କରିବା ଏବଂ ସ୍ଥୂଳକାୟତା ବା ମୋଟାପଣ ଏଡାଇବାକୁ ନିବେଦନ କରିଛନ୍ତି। ସେ କହିଥିଲେ ଯେ ବ୍ୟକ୍ତିଗତ ଫିଟନେସକୁ ପ୍ରାଥମିକତା ଦେବା ଦ୍ୱାରା ଭାରତ ଏକ ବିକଶିତ
Read More...

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଥିବା
Read More...

ସିଫାରେର୍ସ ଆସୋସିଏସନ୍ ଅଫ୍ ଓଡ଼ିଶା ତରଫରୁ ଜାତୀୟ ସାମୁଦ୍ରିକ ଦିବସ ପାଳନ

ଭୁବନେଶ୍ୱର: ଗତ ୫ ତାରିଖରେ ଜାତୀୟ ସାମୁଦ୍ରିକ ଦିବସ ଅବସରରେ ସିଫାରେର୍ସ ଆସୋସିଏସନ୍ ଅଫ୍ ଓଡ଼ିଶା ତରଫରୁ ଜାତୀୟ ସାମୁଦ୍ରିକ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ୩୫୦୦ରୁ ଉର୍ଦ୍ଧ୍ୱ ନାବିକଙ୍କୁ ନେଇ ଗଠିତ ଏହି ଆସୋସିଏସନର ସଦସ୍ୟମାନେ ନିୟମିତ ବୈଠକ ଏବଂ କାର୍ଯ୍ୟକ୍ରମ ପରିଚାଳନା ପାଇଁ
Read More...

ରିଲେଶନସିପ୍‌ରେ ଅଛନ୍ତି ଧାଓ୍ବନ

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ୨୦୨୫ ସମୟରେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଓପନର୍‌ ଶିଖର ଧାଓ୍ବନଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ସେ ଜଣେ ‘ମିଷ୍ଟ୍ରି ଗର୍ଲ’ଙ୍କ ସହ ଖେଳର ମଜା ନେଉଥିଲେ। ଏହାପରଠାରୁ ସେ କିଏ ତାହା ଜାଣିବାକୁ ପ୍ରଶଂସକଙ୍କ ଉତ୍କଣ୍ଠା ବୃଦ୍ଧି ପାଇଥିଲା। ଅନେକ
Read More...

ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର :ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର
Read More...