Monthly Archives

May 2025

ଚଳିତବର୍ଷ ରାଜ୍ୟରେ ହେବ କଲେଜ ନିର୍ବାଚନ

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ।
Read More...

ଧୋନୀଙ୍କ ପାଦ ଛୁଇଁଲେ ବୈଭବ ସୂର୍ଯ୍ୟବଂଶୀ, ଭାଇରାଲ ହେଲା ଭିଡିଓ

ନୂଆଦିଲ୍ଲୀ : ଆଇପିଏଲ ୨୦୨୫ ରେ ରାଜସ୍ଥାନ ରୟାଲ୍ସର ଯାତ୍ରା ଶେଷ ହୋଇଛି । ଦଳ ତା’ର ଶେଷ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ୍‌କୁ ଶୋଚନୀୟ ଭାବେ ପରାସ୍ତ କରିଛି । ଏହି ମ୍ୟାଚରେ ମଧ୍ୟ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଦଳ ପାଇଁ ବ୍ୟାଟିଂ କରିବା ସମୟରେ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ ।
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ; ୧୮୦ ଦିନର ମାତୃତ୍ୱ ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ ହେଲା

ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି।କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି।
Read More...

ଜୁଲାଇ ୧ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା

କଟକ : ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁଲାଇ ୧ ତାରିଖରୁ ଆରମ୍ଭ ହେବ । ୬ଟି ବିଷୟରେ ହେବାକୁ ଥିବା ଏହି ପରୀକ୍ଷା ୧ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ
Read More...

ସୁରକ୍ଷାବାହିନୀକୁ ବଡ଼ ସଫଳତା,ଯବାନଙ୍କ ଗୁଳିରେ ୩୦ରୁ ଉର୍ଦ୍ଧ୍ଵ ନକ୍ସଲ ନିହତ

ଭୁବନେଶ୍ଵର, :  ଛତିଶଗଡ଼ ଅବୁଝମାଡ଼ ଜଙ୍ଗଲରେ ବଡ଼ ମାଓ ଦମନ ଅପରେସନ୍। ସୁରକ୍ଷାବାହିନୀକୁ ବଡ଼ ସଫଳତା। ଯବାନଙ୍କ ଗୁଳିରେ ଟଳିଲା ୧ କୋଟି ଟଙ୍କାର ମୁଣ୍ଡ। ୩୦ରୁ ଉର୍ଦ୍ଧ୍ଵ ନକ୍ସଲ ନିହତ। ଦୁର୍ଦ୍ଦାନ୍ତ ମାଓ ନେତା ବାସବରାଜ୍ ନିପାତ ହୋଇଥିବା ସୂଚନା। ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ
Read More...

ଏଣିକି ଭିନ୍ନକ୍ଷମଙ୍କୁ ମିଳିବ ୩୫୦୦ ଟଙ୍କା

ଭୁବନେଶ୍ୱର: ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର। ବଢ଼ିଲା ଭତ୍ତା। ଏଣିକି ଭିନ୍ନକ୍ଷମଙ୍କୁ ମିଳିବ ୩୫୦୦ ଟଙ୍କା। ଆସନ୍ତା ଜୁନ ମାସରୁ ଏହି ବର୍ଦ୍ଧିତ ଭତ୍ତା ମିଳିବ। ବର୍ଦ୍ଧିତ ଭତ୍ତା ନେଇ DSSOSଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବରିଷ୍ଠ ନାଗରିକଙ୍କୁ ମଧ୍ୟ  ବର୍ଦ୍ଧିତ ଭତ୍ତା ମିଳିବ। ଜୁନ ସୁଦ୍ଧା
Read More...

ବାଘ ଛାଲ ଜବତ୍ ,୩ ଶିକାରୀ ଗିରଫ

ଗଣିଆ / ଦଶପଲ୍ଲା : ଦିନକୁ ଦିନ ଅଶାନ୍ତ ହେଉଛି ଦଶପଲ୍ଲା ଓ ଗଣିଆ ବନାଂଚଳ । ବୃଦ୍ଧି ପାଉଛି ଶୀକାରୀଙ୍କ ପ୍ରାଦୁର୍ଭାବ । ବନବିଭାଗ ନୁହେଁ ବରଂ ଶୀକାରୀଙ୍କ କବ୍ଜାରେ ରହିଛି ବଣ ଜଂଗଲ । ସରକାରଙ୍କ ଠାରୁ ମୋଟା ଅଂକର ଦରମା ପାଉଥିବା ବନକର୍ମଚାରୀଙ୍କ ଦାୟିତ୍ବହୀନତା ଓ ଅନୁପସ୍ଥିତିର ସୁଯୋଗ
Read More...

ପୁରୀରେ ଦେଢ ଦିନ ରହିଥିଲେ ଜ୍ୟୋତି, ସାଙ୍ଗରେ ଥିଲେ ବୟସ୍କ ମହିଳା

ପୁରୀ : ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ପାକିସ୍ତାନର ଗୁପ୍ତଚର ଭାବେ ଗିରଫ ହେବା ପରେ ଏବେ ସବୁଆଡେ ଚର୍ଚ୍ଚା ଲାଗି ରହିଛି । ତେବେ ଗତ ୨୦୨୪ ସେପ୍ଟେମ୍ବର ମାସରେ ଜ୍ୟୋତି ମାଲହୋତ୍ରା ପୁରୀ ଆସି ଶ୍ରୀମନ୍ଦିର ସମେତ, ବେଳାଭୂମି ଏବଂ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଭ୍ରମଣ କରିଥିବାରୁ କେଉଁ
Read More...

୪ରୁ ୫ ଦିନ ଭିତରେ କେରଳ ଛୁଇଁପାରେ ମୌସୁମୀ ବାୟୁ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁ ସାରିଥିବା ବେଳେ ୪ରୁ ୫ ଦିନ ଭିତରେ କେରଳ ଛୁଇଁପାରେ ବୋଲି ମଙ୍ଗଳବାର ଭାରତ ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ଅପଡେଟ୍‌ ସାମ୍‌ନାକୁ ଆସିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ସଅଳ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ
Read More...

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ୱର: ଓଡ଼ିଶା ଯୁକ୍ତ ୨ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏକାସହ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇ କହିଛନ୍ତି ଯେ, ଫଳ ପ୍ରକାଶନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି
Read More...