Monthly Archives

May 2025

୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର: ପିଏମ୍‌ ଅର୍ଥନୈତିକ ପରାମର୍ଶଦାତା ପରିଷଦର ୨ ଜଣିଆ ଟିମ୍‌ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୨ ଜଣିଆ କେନ୍ଦ୍ରୀୟ ଟିମ୍‌ ମଙ୍ଗଳବାରଠାରୁ ୨୩ ତାରିଖ ଯାଏ କେନ୍ଦୁଝର ଜିଲା ଗସ୍ତରେ ଯିବେ। କେନ୍ଦ୍ରୀୟ ଟିମ୍‌ କେନ୍ଦୁଝର ଜିଲା ଖଣିଜ ପାଣ୍ଠି ଉପରେ ସମୀକ୍ଷା କରିବେ। ଏପରିକି
Read More...

ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ

ମୁମ୍ବାଇ: ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ । ପୁଣି ଜୀବନ ନେଲା କରୋନା ଭାଇରସ୍ । ମୁମ୍ବାଇରେ କରୋନା ଆତଙ୍କ ଦେଖିବାକୁ ମିଳିଛି । ୫୩ଜଣ ପଜିଟିଭ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୁମ୍ବାଇର କେଇଏମ୍ ହସ୍ପିଟାଲରେ ଦୁଇ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବା ସୂଚନା
Read More...

କୋଭିଡରେ ଆକ୍ରାନ୍ତ ହେଲେ ବଲିଉଡ ଅଭିନେତ୍ରୀ ଶିଳ୍ପା ଶୀରୋଦକର

ନୂଆଦିଲ୍ଲୀ: କୋଭିଡରେ ଆକ୍ରାନ୍ତ ହେଲେ ବଲିଉଡ ଅଭିନେତ୍ରୀ ଶିଳ୍ପା ଶୀରୋଦକର। ଏନେଇ ଅଭିନେତ୍ରୀ ନିଜେ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି।ଏହା ସହ ସେତାଙ୍କ ଫଲୋଅରଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଶିଳ୍ପା ନିକଟରେ ବିଗ୍ ବସ୍ ୧୯ରେ ନଜର ଆସିଥିଲେ।ସେପଟେ ଶିଳ୍ପାଙ୍କ
Read More...

ବାଂଲାଦେଶ ବିପକ୍ଷ ଟି-୨୦ ସ୍କ୍ୱାଡରେ ରାହୁଲଙ୍କୁ ମିଳିପାରେ ସ୍ଥାନ

ମୁମ୍ବାଇ: ଆଇପିଏଲ ୨୦୨୫ ଶେଷ ହେବା ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତ କରିବାକୁ ଅଛି। ଏହାପରେ ଅଗଷ୍ଟ ମାସରେ ଟିମ୍ ଇଣ୍ଡିଆ ହ୍ୱାଇଟ ବଲ ସିରିଜ ପାଇଁ ବାଂଲାଦେଶ ଗସ୍ତରେ ଯିବ। ଉଭୟ ଦଳ ମଧ୍ୟରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚ୍ ଖେଳାଯିବ। ଏବେ ଏକ ମିଡ଼ିଆ ରିପୋର୍ଟରେ ଦାବି କରାଯାଇଛି
Read More...

ଏହି ସବୁ ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ଅର୍ଥାତ୍‌ ୨୪ ତାରିଖ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ୧୫ ଜିଲା ସୁନ୍ଦରଗଡ଼, ଝାରସୁଗୁଡ଼ା,
Read More...

ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ମେ’ ୨୦ ଥିବା ବେଳେ ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଛାତୀଛାତ୍ର। କାରଣ ଏବେ ପର୍ଯ୍ୟନ୍ତ +୨ ପରୀକ୍ଷା ଦେଇଥିବା ପିଲାମାନଙ୍କର ଫଳାଫଳ ପ୍ରକାଶ ପାଇ ନାହିଁ। ତେବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର
Read More...

ଦଶପଲ୍ଲା – ଭଞ୍ଜନଗର ରାସ୍ତାରେ ଲୁଟେରାଙ୍କ ଆତଙ୍କ;ପଥଚାରୀଙ୍କୁ ଆକ୍ରମଣ ପରେ ପୋଡ଼ିଦେଲେ ବାଇକ୍,ବାଇକ ଚାଳକ…

ଦଶପଲ୍ଲା : କିଛିଦିନ ଧରି ଦଶପଲ୍ଲାର ଆଇନ୍ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲାବେଳେ,ଚୋରି, ରାହାଜାନ,ଡକାୟତି, ଲୁଟତରାଜ୍ ବଢିବାରେ ଲାଗିଛି । ତତ୍ ସହିତ ଦିନକୁ ଦିନ ପଥଚାରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି, ୫୭ ନଂ ଜାତୀୟ ରାଜପଥ ଓ ଦଶପଲ୍ଲା - ଭଞ୍ଜନଗର ରାଜ୍ୟ
Read More...

ପ୍ରସ୍ତୁତ ହେବ ସମାଜ କଲ୍ୟାଣ ବୋର୍ଡର ପୁନରୁଦ୍ଧାର ରୋଡ଼ମ୍ୟାପ

ଭୁବନେଶ୍ୱର:ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ
Read More...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢିଛି

ଭୁବନେଶ୍ୱର:ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ
Read More...

ତିନି ରଥର ଚକଅଖ ଡେରା ନୀତି ସମ୍ପନ୍ନ

ପୁରୀ : ଆଜି ପବିତ୍ର ଶ୍ରୀ କ୍ଷେତ୍ର ଭଉଁରୀ ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପର୍ଣ୍ନ ହୋଇଛି ତିନି ରଥର ଚକଅଖ ଡେରା ନୀତି | ସକାଳ ଧୂପ ବଢିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ ସହ
Read More...