Monthly Archives

May 2025

ରଥଯାତ୍ରା ପାଇଁ ପୁରୀ ଏସ୍‌ପିଙ୍କ ସାହି ଗସ୍ତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା

ପୁରୀ-ଆସନ୍ତା ରଥଯାତ୍ରା ୨୦୨୫ ସମୟରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ ପୁରୀ ଏସ୍‌ପି ବିନିତ ଅଗ୍ରୱାଲ ଆଜି ସୁପାଲେସ ଛକ, ବିଧବାଶ୍ରମ ଛକ, ଜମ୍ବେଶ୍ୱର ଛକ, ହରଚଣ୍ଡୀ ସାହି ଛକ, ମାଣିକର୍ଣ୍ଣିକା ସାହି ଛକ ରାସ୍ତା ଦେଇ
Read More...

Madhuri Dixit Birthday: 58 ବର୍ଷ ବୟସରେ ପାଦ ଦେଲେ ମାଧୁରୀ ଦୀକ୍ଷିତ, ଜାଣନ୍ତୁ ଇଣ୍ଡଷ୍ଟ୍ରିରେ କେମିତି କରିଥିଲେ…

ବଲିଉଡର ଧକ୍-ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ ଆଜି ଅର୍ଥାତ୍ ୧୫ ମଇରେ ତାଙ୍କର ୫୮ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଏବଂ ତାଙ୍କର ନୃତ୍ୟ ଏବଂ ଭାବପ୍ରବଣତା ଦ୍ୱାରା ଲୋକଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଲକ୍ଷ ଲକ୍ଷ
Read More...

ଭିଜିଲାନ୍ସ ଜାଲରେ ଧର୍ମଶାଳା ଏବିଡିଓ

ଯାଜପୁର : ଧର୍ମଶାଳା ଏବିଡିଓଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ଅତିରିକ୍ତ ବ୍ଲକ୍‌ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଯାଜପୁର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । କଟକ ସ୍ପେସିଆଲ
Read More...

ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କଲେ ମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟରେ ବୁଧବାରଠାରୁ ରବି ଧାନ ସଂଗ୍ରହ ଆରମ୍ଭ ହୋଇଛି । ରାଜ୍ୟରେ ଚାଷୀମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ ଆସିଲେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ
Read More...

୬ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି, ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର

ଭୁବନେଶ୍ୱର,: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି।
Read More...

ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା,ଶେଷହେଲା ବିତର୍କ

ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଜି ଉଭୟ ପକ୍ଷର ଓକିଲଙ୍କ ମଧ୍ୟରେ ପାଟଣାଗଡ ଅତିରିକ୍ତ ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ବିତର୍କ (ଆର୍ଗୁମେଣ୍ଟ) ପ୍ରକିୟା ଶେଷ ହୋଇଯାଇଛି । ଆସନ୍ତା ୨୮ ରେ ଏହି ମାମଲାର ରାୟ ପ୍ରକାଶ ପାଇବ । ଅଭିଯୁକ୍ତ ପୁଞ୍ଜିଲାଳଙ୍କୁ କଣ
Read More...

କାଳବୈଶାଖୀ ବର୍ଷାରେ ବିଜୁଳି ନେଇଗଲା ତିନି ଜୀବନ

କୋରାପୁଟ : କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗି ବ୍ଲକ ଅଧିନସ୍ଥ ଆମ୍ପାବାଲି ପଞ୍ଚାୟତର କନ୍ଧପୁଟା ବନ୍ଧ ଗ୍ରାମରେ କାଳବୈଶାଖୀ ବର୍ଷା ପବନ ସମୟରେ ବିଜୁଳି ଆଘାତରେ ଆଜି ଦିନ ୨ଟା ସମୟରେ ମିଳିଥିବା ସୂଚନା ଅନୁସାରେ ତିନି ଜଣକଙ୍କ ମୃତ୍ୟୁ। ଜଣେ ମହିଳା କେମେଲ ତୁମ୍ବାଇ ( 47), ଜଣେ ନାବାଳିକା
Read More...

ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚଳିତବର୍ଷ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ପ୍ରଧାନ
Read More...

ଚତୁର୍ଥ ଗନ୍ଧରାଢ଼ି ଲୋକ କଳା ମହୋତ୍ସବ ଅବସରରେ ଆଲୋଚନାଚକ୍ର

ଜହ୍ନ।ପଙ୍କ, ୧୩/୫: ବୌଦ୍ଧ ବ୍ଲକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଜଗତୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଚତୁର୍ଥ ଗନ୍ଧରାଢ଼ି ଲୋକ କଳା ମହୋତ୍ସବ ଅବସରରେ ଗନ୍ଧରାଢ଼ି ର ସଂସ୍କୃତି ଓ ଐତିହାସିକ ପୃଷ୍ଠଭୁମି ସମ୍ପର୍କିତ ଏକ ଆଲୋଚନା ଚକ୍ର ମଙ୍ଗଳବାର ପୂର୍ବାହ୍ନରେ ଉଦଘାଟିତ ହୋଇ ଯାଇଛି l
Read More...

ମୟୂରଭଞ୍ଜର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର…

ଭୁବନେଶ୍ୱର/ବିଶୋଇ: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ
Read More...