Monthly Archives

May 2025

ହରିଶଙ୍କର ଉତ୍ସବରେ ଉତ୍କଳ ସେବକ ସମାଜର ଜନ ସଚେତନତା

ପାଟଣାଗଡ : ପଶ୍ଚିମ ଓଡିଶା ବଲାଙ୍ଗିର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ର ଐତିହାସିକ ଶୈବପୀଠ ହରିଶଙ୍କରରେ ନୃସିଂହ ଚତୁର୍ଦଶୀ ତଥା ହରିଶଙ୍କର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି ସହାୟତାରେ ଉତ୍କଳ ସେବକ ସମାଜ ଦ୍ୱାରା ପରିଚାଳିତ
Read More...

ସ୍ନାନଯାତ୍ର ଓ ରଥଯାତ୍ରାକୁ ଶୃଙ୍ଖଳିତ କରିବା ନେଇ ପୋଲିସ ଡିଜିଙ୍କ ସମୀକ୍ଷା

ପୁରୀ: ଆଗାମୀ ସ୍ନାନଯାତ୍ର ଓ ରଥଯାତ୍ରା ସୁରକ୍ଷିତ, ଶୃଙ୍ଖଳିତ ଭାବେ କରିବା ନେଇ ପୋଲିସ ଡିଜି ପୁରୀ ଠାରେ ଆଜି ସମୀକ୍ଷା କରିଅଛନ୍ତି। ବୈଠକରେ ଦେଶରେ ବର୍ତମାନର ସାମ୍ପ୍ରତିକ ପରିସ୍ଥିତି କୁ ନେଇ ଶ୍ରୀମନ୍ଦିର ସୁରକ୍ଷା ସହ ରଥଯାତ୍ରା ସମୟରେ ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ତଥା
Read More...

ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ରାଇରଙ୍ଗପୁର: ସାନ୍ତାଳୀ ଭାଷାର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଏବଂ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ ତମ ରାଜ୍ୟସ୍ତରୀୟ ଜନ୍ମବାର୍ଷିକୀ ଉତ୍ସବ ଆଜି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଅନ୍ତର୍ଗତ ମହୁଲଡିହା ଅଂଚଳରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି
Read More...

ବଜ୍ରପାତରେ ୨ ମଇଁଷି ଜଗୁଆଳ ମୃତ

ଚିକିଟି:ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମର ଭୁବେଶୁ କନ୍ୟାରୀ(୧୮)ଏବଂ ସ୍ୟାକିଲି କନ୍ୟାରୀ(୫୦)ଙ୍କ ଆଜି ଅପରାହ୍ନ ୨ ଟା ବେଳେ ବଜ୍ରପାତଜନିତ ମୃତ୍ୟୁ ଘଟିଛି l ଉଭୟେ ମଇଁଷି ଚରାଇବା ପାଇଁ ବିଲକୁ ଯାଇଥିଲେ l ପ୍ରବଳ ବର୍ଷା ସାଙ୍ଗକୁ ତୁହାକୁ ତୁହା ଘଡଘଡି ମାରୁଥିଲା
Read More...

 ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ: ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।
Read More...

ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ

କଟକ: ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ ଆଜିଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଥବା ଜଷ୍ଟିସ ଶ୍ରୀପଦ,  ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନବ ନିଯୁକ୍ତ ବିଚାରପତି ଜଷ୍ଟିସ
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ସିଡିଏ ଅନିଲ ଚୌହାନ ଏବଂ ସ୍ଥଳସେନା, ନୌସେନା ଏବଂ ବାୟୁସେନା ମୁଖ୍ୟଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରୁଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଯୋଗ
Read More...

ଅଜବ ଗାଁର ଗଜବ କାହାଣୀ : ଘର ରଙ୍ଗ କରାଯାଏନି କି ବିବାହ ଉତ୍ସବରେ ସାଜସଜା ହୁଏନି

ରଙ୍ଗ ହେଉ କି ସାଜସଜା ପ୍ରାୟ ସମସ୍ତଙ୍କୁ ଆକର୍ଷଣ କରିଥାଏ। ଏଥିପାଇଁ ଲୋକେ କେତେ ଟଙ୍କା ଖର୍ଚ୍ଚ ମଧ୍ୟ କରିଥାନ୍ତି। ବିଶେଷକରି ଘର ତିଆରି କରିବା ସହ ଏଥିରେ ରଙ୍ଗ ଏବଂ ବିବାହ ଉତ୍ସବରେ ସାଜସଜା ପାଇଁ ବହୁ ଅର୍ଥ ବ୍ୟୟ କରିଥାନ୍ତି। କିନ୍ତୁ ଏମିତି ଏକ ଗାଁ ରହିଛି, ଯେଉଁଠି ଲୋକେ ଲକ୍ଷାଧିକ
Read More...

ଟେଷ୍ଟ କ୍ରିକେଟରୁ ଅବସର ନେଲେ ବିରାଟ

ନୂଆଦିଲ୍ଲୀ : ରୋହିତ ଶର୍ମାଙ୍କ ପରେ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ମଧ୍ୟ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଇଂଲଣ୍ଡ ଗସ୍ତ ପୂର୍ବରୁ ସେ ଏହି ଘୋଷଣା କରିଛନ୍ତି । ଗତ କିଛି ଦିନ ହେଲା ବିରାଟ କୋହଲିଙ୍କ ଅବସର ନେଇ ଭିନ୍ନ ଭିନ୍ନ ଖବର ପ୍ରକାଶ ପାଉଥିଲା । ଆଜି ସେ ବିଧିବଦ୍ଧ
Read More...

ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର:ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ୧୯ ସହରରେ ତାପମାତ୍ରା
Read More...