Monthly Archives

May 2025

ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍‌

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲାଣି କରୋନା। ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍‌। ଭୁବନେଶ୍ବରରୁ ୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି।ତିନି ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୂର୍ବରୁ ଜଣେ
Read More...

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଗୁଜରାଟ ଦମ୍ପତି

ପାରଳାଖେମୁଣ୍ଡି:ଗଜପତି ଜିଲ୍ଲାରୁ ୭୧ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ଗୁଜରାଟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ, ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ
Read More...

ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ, ଏହି ସବୁ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ,
Read More...

ବଢ଼ିଲା ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଖର୍ଚ୍ଚ

ଭୁବନେଶ୍ୱର: ଓଡ଼ିଶା ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ଏକ ନୋଟିସ୍‌ ପ୍ରକାଶ ପାଇଛି। ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଏବେ
Read More...

ପ୍ରକାଶ ପାଇଲା ବରଗଡ଼ ଜିଲ୍ଲାର ୬ ଟି ବିଦ୍ୟାଳୟର ସିବିଏସଇ ପରୀକ୍ଷାଫଳ

ଭୁବନେଶ୍ବର:ନିକଟରେ କେନ୍ଦ୍ରୀୟ ଶିକ୍ଷା ବୋର୍ଡ଼ ଦଶମ ଓ ଦ୍ବାଦଶ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇଥିଲା । ବରଗଡ଼ ଜିଲ୍ଲାର ବାନ୍ଦୁପାଲିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ପଦ୍ମପୁର ପବ୍ଲିକ ସ୍କୁଲରେ ପରୀକ୍ଷା ପରିଚାଳନା ସମୟରେ ଅନୈତିକ ନୀତି ଅବଲମ୍ବନ କରିଥିବା ରିପୋର୍ଟ ସାମ୍ନାକୁ
Read More...

ଓଡ଼ିଶା ବିଧାନସଭାର ସଂକ୍ଷିପ୍ତ ଇତିହାସ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ "A Brief History of Odisha Legislative Assembly"ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରି ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଆମ ସମସ୍ତଙ୍କ ପାଇଁ ଏହି
Read More...

ରାହୁଲ ଏବଂ କଂଗ୍ରେସ ପାର୍ଟି ମିଛ ଓ ପ୍ରତାରଣାର ସବୁଠାରୁ ବଡ଼ ବ୍ରାଣ୍ଡ୍ ଆମ୍ବାସେଡର – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ମଇ ୨୭ - ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଦେଶରେ ମିଛ ଏବଂ ପ୍ରତାରଣାର ସବୁଠାରୁ ବଡ଼ ବ୍ରାଣ୍ଡ ଆମ୍ବାସେଡର ହୋଇସାରିଛନ୍ତି । କଂଗ୍ରେସର ରାଜପରିବାର ଦ୍ୱାରା ଏସସି,ଏସଟି ଏବଂ ଓବିସି ସର୍ବଦା ପ୍ରତାରିତ ହୋଇଆସୁଛନ୍ତି, କିନ୍ତୁ ରାଜକୁମାର ତାଙ୍କ ନିଜ
Read More...

ପୁଣି ଚାରି ନଂ ଟନେଲରେ ମାଟି ଧସି ହୋଇଛି ଗର୍ତ୍ତ

ହରଭଙ୍ଗା :ଖୋର୍ଦ୍ଧା ବଲାଙ୍ଗୀର ରେଳପଥ 4ନଂ ଟନେଲ ଟ୍ରାଜେଡି । ପୁଣି ଚାରି ନଂ ଟନେଲରେ ମାଟି ଧସି ହୋଇଛି ଗର୍ତ୍ତ l ଗତ 20ଘଣ୍ଟା ପୂର୍ବରୁ ଏହି ଟନେଲ ଭୁଶୁଡ଼ି ଥିବା ସ୍ଥାନରୁ ମାତ୍ର ୫୦ ମିଟର ଦୂରରେ ପୁଣି ହୋଇଛି ଏକ ଗର୍ତ୍ତ। ଏହି ଗର୍ତ୍ତ ୧୦ ଫୁଟ ଓସାରିଆ ହୋଇଥିବା ଦେଖିବାକୁ ମିଳିଛି।
Read More...

ସୃଷ୍ଟି ହେଲା ଲଘୁଚାପ, ଛେଚିବ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ
Read More...

ଜୋନାଲସ୍ତରୀୟ ଫୁଟବଲ୍‌ ଖେଳ ପାଇଁ ବୌଦ୍ଧ ଜିଲ୍ଲା ୧୫ ବର୍ଷରୁ କମ୍‌ ଫୁଟବଲ୍‌ ଟିମ୍‌ର ସମ୍ବଲପୁର ଗସ୍ତ

ବୌଦ୍ଧ,୨୭/୫:- ମୁଖ୍ୟମନ୍ତ୍ରୀ ଟ୍ରଫି ଖେଳିବା ପାଇଁ ବୌଦ୍ଧଜିଲ୍ଲା ୧୫ବର୍ଷରୁ କମ୍‌ ଫୁଟବଲ୍‌ ଟିମ୍‌ ଆଜି ସମ୍ବଲପୁର ଗସ୍ତ କରିଛନ୍ତି । ଏଥିପାଇଁ ଗତକାଲି ସନ୍ଧ୍ୟାରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର
Read More...