Monthly Archives

May 2025

ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

ନୂଆପଡ଼ା: ଭିଜିଲାନ୍ସ ଶୁକ୍ରବାର ନୂଆପଡ଼ା ଆର ଆଣ୍ଡ ବି ଡିଭିଜନ ଅଧୀନରେ ଖରିଆରରେ କାର୍ଯ୍ୟରତ ଜୁନିଅର ଇଞ୍ଜିନିୟର ସୁଶାନ୍ତ କୁମାର ସେଠୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି (ଡିଏ) ଠୁଳ ଅଭିଯୋଗରେ ତଦନ୍ତ ଆରମ୍ଭ କରିଛି। ଭୁବନେଶ୍ୱର, ପିପିଲି (ପୁରୀ) ଓ ନୂଆପଡ଼ାରେ ଥିବା ୮ଟି
Read More...

୭୩.୬୨ ଲକ୍ଷ ଠକେଇ ଅଭିଯୋଗରେ ଜଣେ ଗିରଫ

ଭୁବନେଶ୍ବର- ଡିଜିଟାଲ୍ ଗିରଫ କରିବାକୁ ଧମକ ଦେଇ ଜଣେ ବ୍ୟକ୍ତିଙ୍କ ଠାରୁ ୭୩.୬୨ ଲକ୍ଷ ଠକେଇ କରିବା ଅଭିଯୋଗରେ କ୍ରାଇମ୍ ବ୍ରାଞ୍ଚ, ଓଡିଶାର ସାଇବର କ୍ରାଇମ୍ ୟୁନିଟ୍ ପଶ୍ଚିମବଙ୍ଗର ହାୱଡ଼ାରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଉଛନ୍ତି ରୋହିତ କୁମାର ଜୟସୱାଲ। ଅଭିଯୁକ୍ତ
Read More...

କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କଲେ…

ଭୁବନେଶ୍ୱର: ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ, ସମୁଦାୟ ୨୦ଟି
Read More...

ମହାନଦୀ ବିହାରରେ ଚାପ ଖେଳିଲେ ମହାପ୍ରଭୁ

କଟକ : ମହାନଦୀବିହାର ସ୍ଥିତ ଶ୍ରୀ ଜଗନ୍ନାଥ ସାଂସ୍କୃତିକ ପରିଷଦ ପକ୍ଷରୁ ସଭାପତି ଚର୍ତୁଭୁଜ ମହାପାତ୍ରଙ୍କ ସଭାପତିତ୍ବରେ ଶ୍ରୀ ଜଗନ୍ନାଥ ଉଦ୍ୟାନ ପରିସରରେ ଚନ୍ଦନ ଯାତ୍ରା -୨୦୨୫ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଚନ୍ଦନ ଯାତ୍ରା ଅବସରରେ ପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରରୁ ବାହାରି
Read More...

କାର୍ ଧକ୍କାରେ ବୃଦ୍ଧ ମୃତ

ଦେବଗଡ଼: ବାରକୋଟ ଥାନା ଅନ୍ତର୍ଗତ ବମ୍ପଡରା ଗ୍ରାମ ପାଖରେ ୫୯ ନମ୍ବର ଜାତୀୟ ରାଜପଥରେ ଆଜି ସଂଧ୍ୟାରେ କାର ଧକ୍କାରେ ଜଣେ ବୃଦ୍ଧଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ନିକଟସ୍ଥ ସଇଡ଼ା ପଞ୍ଚାୟତ ଶରଣକୋଟ ଗ୍ରାମର ଗଦା ପ୍ରଧାନ(୬୨) ବୋଲି ଜଣାପଡ଼ିଛି । ଗଦାଙ୍କ ସ୍ତ୍ରୀ ଗୁରୁବାରୀ ପ୍ରଧାନ
Read More...

ଏଣିକି ଆଦିବାସୀଙ୍କ ଜମି କିଣିବେ ସରକାର

ଭୁବନେଶ୍ୱର,୨୨ା୫: ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍‌ଶୀଘ୍ର କର୍ପସ ଫଣ୍ଡ୍‌ ଗଠନ କରିବେ। ରାଜସ୍ବ ବିଭାଗ ଅତିରିକ୍ତ
Read More...

ଫୁଲବାଣୀ ସଞ୍ଜୟ ସ୍ମୃତି ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ସମୀକ୍ଷା ପ୍ରଧାନ କଳାରେ କନ୍ଧମାଳ ଜିଲ୍ଲା…

ଫୁଲବାଣୀ:ଯୁକ୍ତ-୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ତେବେ ଯୁକ୍ତ-୨ କଳାରେ କନ୍ଧମାଳ ଜିଲ୍ଲାରେ ଫୁଲବାଣୀ ସଞ୍ଜୟ ସ୍ମୃତି ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ସୁଶ୍ରୀ ସମୀକ୍ଷା ପ୍ରଧାନ ସର୍ବାଧିକ ୯୧ ପ୍ରତିଶତ ନମ୍ବର ରଖି ସମଗ୍ର
Read More...

ଅପରେସନ ‘ସିନ୍ଦୂର’ ସଫଳତାରେ ବାଲିଗୁଡ଼ାରେ ବିଶାଳ ଶୋଭାଯାତ୍ରା

ବାଲିଗୁଡ଼ା: ରାଷ୍ଟ୍ରହିତରେ ନିୟୋଜିତ ଭାରତୀୟ ସେନା ବଳର ସମ୍ମାନ ଓ ମନୋବଳ ବୃଦ୍ଧି ଉଦ୍ଦେଶ୍ୟରେ ପ୍ରତ୍ୟେକ ନାଗରିକ ସନ୍ଦେଶ ପରିପ୍ରେକ୍ଷିରେ ଏକ ସଚେତନତା ବାର୍ତ୍ତା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ତ୍ରୀରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା
Read More...

ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ଵର : ପୂର୍ବ କେନ୍ଦ୍ରୀୟ ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଆବପାତରେ ପରିଣତ ହେବ ଲଘୁଚାପ। ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।  ସେପଟେ ଆସନ୍ତା ୨୭ ତାରିଖ
Read More...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍

ଦଶପଲ୍ଲା : ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଣିଗୋଛା ଥାନା ଅଧୀନସ୍ଥ ତାକୁଡ଼ାଠାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଏକ ଟ୍ରକ ଓଲଟି ପଡ଼ିଛି | ଟ୍ରକଟି ଦଶପଲ୍ଲା ଅଭିମୁଖେ ଆସୁଥିବା ବେଳେ ଭୋର ପ୍ରାୟ ୪ଟା ସମୟରେ ଏଭଳି ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ (ଏସ୍ଏଚ୍ ୪୦
Read More...