ଏଣିକି ସବୁ ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ
ଭୁବନେଶ୍ୱର: ଟ୍ରାଫିକ୍ ପୋଷ୍ଟରେ ହେବ ବଡ଼ ପରିବର୍ତ୍ତନ। ଏଣିକି ସବୁ ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ। ଫଳରେ ଟ୍ରାଫିକ ପୋଷ୍ଟରେ ଅଟକୁଥିବା ଯାତ୍ରୀମାନେ ଭଲ ଅକ୍ସିଜେନ ପାଇପାରିବେ। ତୁଳସୀ ଗଛ ଭଲ ଅକ୍ସିଜେନ ଦେଇଥାଏ। ଏବେ ଆମ ପାଇଁ ଅକ୍ସିଜେନ କମିକମି ଚାଲିଛି।!-->…
Read More...
Read More...