Sign in
Sign in
Recover your password.
A password will be e-mailed to you.
Monthly Archives
June 2025
ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
ବୌଦ୍ଧ,୨୩/୬:- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ!-->…
Read More...
Read More...
ମୁର୍ଶୁଣ୍ଢୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ସରଣ୍ଡା ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ବିଧାନସଭା ଗୃହ କମିଟି
ବୌଦ୍ଧ, ୨୩/୬- ଆଜି ବୌଦ୍ଧ ବ୍ଲକ ମୁର୍ଶୁଣ୍ଢ1 ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ସରଣ୍ଡା ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି ଓଡିଶା ବିଧାନ ସଭାର ଗୃହ କମିଟି l ବିଧାୟକ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ବିଧାୟକ ମାନଙ୍କୁ ନେଇ ଜିଲ୍ଲା ଗସ୍ତରେ ଆସିଥିବା ଗୃହ କମିଟି ମୁର୍ଶୁଣ୍ଢ1 ଉଚ୍ଚ!-->…
Read More...
Read More...
ଖୁଣ୍ଟବନ୍ଧ ମାର୍କେଟ ୟାର୍ଡ ପରିଦର୍ଶନ କରି ଚାଷୀ ମାନଙ୍କ ସହ ଆଲୋଚନା କଲେ ଓଡିଶା ବିଧାନସଭା ଗୃହ କମିଟି
ବୌଦ୍ଧ, ୨୩/୬- ଆଜି ବୌଦ୍ଧ ଜିଲ୍ଲା ଗସ୍ତରେ ଆସିଥିବା ଓଡ଼ିଶା ବିଧାନସଭା ଗୃହ କମିଟି ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ମାର୍କେଟ ୟାର୍ଡ ପରିଦର୍ଶନ କରିଛନ୍ତି | ବରିଷ୍ଠ ବିଧାୟକ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ଗଠିତ ଗୃହ କମିଟିର ସଦସ୍ୟ ମାନେ ମାର୍କେଟ ୟାର୍ଡରେ ପହଞ୍ଚି ଧାନ ବିକ୍ରୟ ପାଇଁ!-->…
Read More...
Read More...
ସମ୍ବଲପୁର ଏବଂ ଦେବଗଡ଼କୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ରାଶି ପ୍ରଦାନ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…
ନୂଆଦିଲ୍ଲୀ/ଭୁବନେଶ୍ୱର:୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ବଲପୁର ମହାନଗମ ନିଗମ (ଏସଏମସି) ଓ ଦେବଗଡ଼ ପୌରପାଳିକାକୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ପ୍ରଦାନ କରିବା ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଗୃହ ନିର୍ମାଣ ଏବଂ!-->…
Read More...
Read More...
ବୌଦ୍ଧ ସତ୍ୟ ସାଇ ସେବା ସଙ୍ଗଠନ ତରଫରୁ ରକ୍ତଦାନ ଶିବିର
ବୌଦ୍ଧ-ବୌଦ୍ଧ ସହରର ସାଇ ମନ୍ଦିର ଠାରେ ସତ୍ୟସାଇ ସେବା ସଙ୍ଗଠନ ତରଫରୁ ପ୍ରେମ ସଂଜିବନୀ ନାମରେ ଏକ ରକ୍ତଦାନ ଶିବିର ଆୟୋଜନ ହୋଇ ଯାଇଛି l ଏହି ଶିବିରକୁ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗଦେଇ ପ୍ରଦୀପ ପ୍ରଜ୍ଵଳିତ କରି ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି!-->…
Read More...
Read More...
ଟି୨୦ ବିଶ୍ୱକପ୍ ଖେଳିବ କାନାଡା
ଓଣ୍ଟାରିଓ(କାନାଡା): ଆମେରିକାରେ ଅନୁଷ୍ଠତି କ୍ୱାଲିଫାୟର୍ସରେ ବାହାମାସକୁ ୭ଉଇକେଟରେ ପରାସ୍ତ କରି କାନାଡାର ପୁରୁଷ କ୍ରିକେଟ ଦଳ ଆସନ୍ତା ବର୍ଷ ଭାରତ ଓ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାକୁଥିବା ଆଇସିସି ଟି୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିଛି।
ଦଳ ଟୁର୍ନାମେଣ୍ଟରେ ୫ଟି ମ୍ୟାଚ!-->!-->!-->…
Read More...
Read More...
ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶ,ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ ପାଇଁ ଏକ ସୁବର୍ଣ୍ଣ ଯୁଗ ଆସୁଛି, ସବୁ କ୍ଷେତ୍ରରେ ବ୍ୟାପକ ସୁଯୋଗ ସୃଷ୍ଟି ହେଇଛି। ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ଅର୍ଥନୀତି ହେବ। ଓଡ଼ିଶାର ଏହି!-->…
Read More...
Read More...
ଆମରି ଶିଶୁ ୱେବ ପୋର୍ଟାଲ୍ ଲୋକାର୍ପଣ କଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ଭୁବନେଶ୍ୱର:ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ଠାରେ ଶିଶୁମାନଙ୍କ ଯତ୍ନ,ସୁରକ୍ଷା ଓ ପୁନର୍ବାସ ସେବାକୁ ସୁଦୃଢ କରିବା ଉଦ୍ଦେଶ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ କରକମଳରେ ଆମରି ଶିଶୁ ୱେବ ପୋର୍ଟାଲ୍!-->…
Read More...
Read More...
ରଥଯାତ୍ରା ପାଇଁ ପୁରୀକୁ ଚଳାଚଳ କରିବ 365 ସ୍ବତନ୍ତ୍ର ଟ୍ରେନ, ବୌଦ୍ଧ ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର
ପୁରୀ:ପୁରୀଠାରେ ଆୟୋଜିତ ହେବାକୁଥିବା ରଥଯାତ୍ରା ଉତ୍ସବ ସମୟରେ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ଯାହା ଓଡ଼ିଶାର ପ୍ରାୟ ସମସ୍ତ ଅଞ୍ଚଳ, ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଏବଂ ପଲାସା, ଛତିଶଗଡ଼ର ଜଗଦଲପୁର ଓ ଗୋଣ୍ଡିଆ ଏବଂ ପଶ୍ଚିମବଙ୍ଗର ସନ୍ତ୍ରାଗଛି (କୋଲକାତା) କୁ!-->…
Read More...
Read More...