Monthly Archives

July 2025

ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଗତ ମେ’ ୧ରୁ ଦୀର୍ଘ ୩ ମାସ ଧରି ଆଜି ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନ ବନ୍ଦ ରହିଛି । ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବାବେଳେ
Read More...

ବାତିଲ ହେଲା ଏହି ସବୁ ପରୀକ୍ଷା

କଟକ: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ
Read More...

ଏଣିକି ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ
Read More...

ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା:ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର-ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବ I ଏଥି ସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବ I ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି
Read More...

ଭଙ୍ଗା କୁଡିଆରେ ବିତୁଛି ଜୀବନ,୮୦ ବର୍ଷ ପରେ ବି ମିଳୁନି ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା

ଗଣିଆ : ୮୦ ବର୍ଷ ପରେ ବି ମିଳୁନି ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା । ବ୍ଳକ ଅଫିସ ଧାଇଁ ଧାଇଁ ଚପଲ ସରିଗଲାଣି । ଗଣିଆ ବ୍ଳକ ବଡ଼ସିଲିଙ୍ଗା ପଞ୍ଚାୟତ ସେନେପେରୀ ଗ୍ରାମର ଗୁରୁଦେବ ନାୟକ ଏବଂ ତାଙ୍କ ପତ୍ନୀ ଭଗବତୀ ନାୟକଙ୍କୁ ନେଇ ତାଙ୍କ ପରିବାର । ପୁଅଟିଏ ଥିଲା ଯେ ତାକୁ ଗୁଣି ଗାରେଡ଼ି କରି
Read More...

ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି : ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ୱର:ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି । ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି
Read More...

ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ
Read More...

ନଦୀକୁ ଖସିପଡ଼ିଲା ଯବାନଙ୍କ ବସ୍

ଶ୍ରୀନଗର: ନଦୀକୁ ଖସିପଡ଼ିଲା ଯବାନଙ୍କ ବସ୍ । ସିନ୍ଧ ନଦୀକୁ ଖସି ପଡ଼ିଲା ବସ୍ । ଭୋର ସମୟରେ ଏକ ବୁଲାଣି ରାସ୍ତାରେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି । ତେବେ ବସଟି ନଦୀକୁ ସିଧା ଖସି ଯିବା ଫଳରେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।ସୌଭାଗ୍ୟର କଥା ବସଟି ଖାଲି ଥିଲା, ସେଥିରେ କୌଣସି ଯବାନ
Read More...

ଏହି ସ୍ଥାନଗୁଡ଼ିକ ପ୍ରି-ୱେଡିଂ ପାଇଁ ଉପଯୁକ୍ତ, ଆପଣଙ୍କ ରୋମାନ୍ସକୁ ଦ୍ବିଗୁଣିତ କରିବ

ଆଜିର ସମୟରେ, ଲୋକମାନେ ପ୍ରତ୍ୟେକ ବିଶେଷ ଅବସରକୁ ସ୍ମରଣୀୟ କରିବାକୁ ଚାହାଁନ୍ତି। ବିବାହ ହେଉଛି ଦୁଇଜଣଙ୍କ ଜୀବନର ସବୁଠାରୁ ବିଶେଷ ଅବସର। ଲୋକମାନେ ବିବାହ ପୂର୍ବରୁ ସାଥୀଙ୍କ ସହିତ ପ୍ରତ୍ୟେକ ସୁନ୍ଦର ମୁହୂର୍ତ୍ତକୁ ସ୍ମୃତି ଭାବରେ ପାଳନ କରିବା ପାଇଁ ପ୍ରି-ୱେଡିଂ ସୁଟ୍ କରନ୍ତି।
Read More...

ଏହି ସମୟକୁ ଫେରିବାକୁ ଚାହୁଁଛନ୍ତି ପ୍ରିୟଙ୍କା, କହିଲେ- କ’ଣ ଭୟ କରନ୍ତି?

ଆଜି ପ୍ରିୟଙ୍କା ଚୋପ୍ରାଙ୍କ ପରିଚୟର ଆବଶ୍ୟକତା ନାହିଁ। ୨୦୦୨ ମସିହାରେ ଏକ ତାମିଲ ଚଳଚ୍ଚିତ୍ରରେ ଅଭିନେତ୍ରୀ ଭାବରେ କ୍ୟାରିଅର ଆରମ୍ଭ କରିଥିବା ଏହି ଦେଶୀ ଗାର୍ଲ ତାଙ୍କର ପ୍ରତ୍ୟେକ 'ଶୈଳୀ' ସହିତ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ପ୍ରିୟଙ୍କା ଆଜି ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ତାଙ୍କର
Read More...