ପୋଲିସ ଇନ୍ସପେକ୍ଟର ନିଯୁକ୍ତି ମାମଲା, ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୪।୭: ହାଇକୋର୍ଟରେ ଓଡ଼ିଶା ପୋଲିସ ଇନ୍ସପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର। ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ AG ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଲାଗୁ!-->…
Read More...
Read More...