ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଗୁରୁବାର ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ (ଆଇଏମ୍ଡି) ଏହି ପୂର୍ବାନୁମାନ କରିଛି।
ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି!-->!-->!-->…
Read More...
Read More...