Monthly Archives

July 2025

ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨୩।୭: CBSE ସ୍କୁଲ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି
Read More...

IAS ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ୱର : ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ଅଦଳବଦଳକ୍ରମେ, ଓଡ଼ିଶା ସରକାର ସାରା ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ବଦଳି ଏବଂ ପୋଷ୍ଟିଂ କରିଛନ୍ତି । ଚଞ୍ଚଲ ରାଣାଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି)ର କମିଶନର ଭାବରେ ନିଯୁକ୍ତ କରାଯାଇଛି । ସେହିପରି, ବରିଷ୍ଠ
Read More...

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର- ଆଜି ରାଜଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଶାସନ, ବିପର୍ଯ୍ୟୟ ପରିଚାଳନା ଏବଂ ରାଜ୍ୟର ସାମଗ୍ରିକ ବିକାଶ ସଂପର୍କରେ ଆଲୋଚନା ହୋଇଥିଲା ।
Read More...

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ , ଜାଣନ୍ତୁ କେଉଁ ଜିଲ୍ଲା ମାରିଲା ବାଜି

ଭୁବନେଶ୍ୱର-ଆଜି ଭୁବନେଶ୍ୱରର ହୋଟେଲ ମେଫେୟାର ଲାଗୁନ୍ ଠାରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଏବଂ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଶେଷ ପର୍ଯ୍ୟାୟ ଆଜି ଏକ ଉତ୍ସବମୁଖର ପରିବେଶରେ ସମାପ୍ତ ହୋଇଯାଇଛି
Read More...

ବୌଦ୍ଧରେ ଧୁମଧାମରେ ପାଳନ ହେବ ଜିଲ୍ଲାସ୍ତରୀୟ 79 ତମ ସ୍ୱାଧୀନତା ଦିବସ

ବୌଦ୍ଧ- ବୌଦ୍ଧଠାରେ ଜିଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ମଙ୍ଗଳବାର ଦିବା ଘ. 12.30ମି. ସମୟରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷର ବିଭିନ୍ନ
Read More...

ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି

ଭୁବନେଶ୍ବର : ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।  ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ
Read More...

ଗିରଫ ହେଲେ DFO ନିତ୍ୟାନନ୍ଦ ନାୟକ

ଭୁବନେଶ୍ୱର :କେନ୍ଦୁଝର କେନ୍ଦୁପତ୍ର ଡିଭିଜନ DFO ନିତ୍ୟାନନ୍ଦ ନାୟକ ଶେଷରେ ଗିରଫ ହୋଇଛନ୍ତି। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ। ୮ ଲକ୍ଷ ୫୦ ହଜାର
Read More...

ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି ‘ସୈୟାରା’

ମୋହିତ ସୁରିଙ୍କ ରୋମାଣ୍ଟିକ ଡ୍ରାମା ଫିଲ୍ମ ସୈୟାରା ରିଲିଜ ପରଠାରୁ ଅନେକ ରେକର୍ଡ ଭାଙ୍ଗିଛି । ଏହି ଫିଲ୍ମଟି ମାତ୍ର ତିନି ଦିନରେ 83 କୋଟି ଟଙ୍କା ରୋଜଗାର କରିଛି । ଫିଲ୍ମରେ ନବାଗତ ଅଭିନେତା ଅହାନ ପାଣ୍ଡେ ଏବଂ ଅନୀତ ପଡ୍ଡା ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଉଭୟଙ୍କ ରୋମାନ୍ସକୁ
Read More...

ଭାରତ ବିପକ୍ଷ ମ୍ୟାଚ୍ ପାଇଁ ଇଂଲଣ୍ଡ ଘୋଷଣା କଲା ପ୍ଲେଇଙ୍ଗ୍ ଇଲେଭେନ

ଲଣ୍ଡନ: ୨୩ ଜୁଲାଇରୁ ଖେଳାଯିବାକୁ ଥିବା ଭାରତ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ୍ ପାଇଁ ଇଂଲଣ୍ଡ ପ୍ଲେଇଂ ୧୧ ଘୋଷଣା କରିଛି। ଇଂଲଣ୍ଡ ସୋଏବ ବଶିରଙ୍କ ସ୍ଥାନରେ ଲିଆମ ଡସନ୍‌ଙ୍କୁ ସୁଯୋଗ ଦେଇଛି। ଡସନ୍ ୧୦୨ ଟେଷ୍ଟ ପରେ ଦଳକୁ ଫେରିଛନ୍ତି। ସେ ୨୦୧୭ ପରଠାରୁ ଇଂଲଣ୍ଡ
Read More...

ନୀତୀଶ କୁମାରଙ୍କୁ ଉପରାଷ୍ଟ୍ରପତି ପଦବୀରେ ନିଯୁକ୍ତ କରିବା ଉଚିତ୍‌ : ଭାଜପା ବିଧାୟକ

ନୂଆଦିଲ୍ଲୀ: ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା ସହିତ, ନୂତନ ଉପରାଷ୍ଟ୍ରପତିଙ୍କ ନାମକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏହି ସମୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନାମ ପାଇଁ ଦାବି ଉଠିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ଦାବି ଜେଡିୟୁ ଦ୍ୱାରା ନୁହେଁ ବରଂ
Read More...