ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା
ଭୁବନେଶ୍ୱର: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଆଗକୁ କିଛି ମନ୍ତ୍ରୀ!-->…
Read More...
Read More...