Monthly Archives

August 2025

ଆଜି  ସଂସଦରେ ଉପସ୍ଥାପନ ହେବ ସଂଶୋଧିତ  ଆୟକର ବିଲ୍‌

ନୂଆଦିଲ୍ଲୀ: ସୋମବାର ସଂସଦରେ ଉପସ୍ଥାପନ ହେବ ସଂଶୋଧିତ  ଆୟକର ବିଲ୍‌ । ୩୧ ସଦସ୍ୟ ବିଶିଷ୍ଟ ସିଲେକ୍ଟ  କମିଟିର ସଂଶୋଧିତ ପ୍ରସ୍ତାବ ପରେ ଅର୍ଥମନ୍ତ୍ରୀ ନିର୍ମଳା  ସୀତାରମଣ ନୂଆ ଆୟକର ବିଲ୍‌ ୨୦୨୫କୁ ପୁଣି ଥରେ  ଆଣିଛନ୍ତି । ନୂଆ ଆଇନକୁ ବର୍ତ୍ତମାନର ଫ୍ରେମୱାର୍କ  ସହ ଯୋଡ଼ିବା ଉପରେ
Read More...

ଆସୁଛି ଲଘୁଚାପ : ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ
Read More...

ମହିଳାଙ୍କ ବେକ କାଟି ହତ୍ୟା କଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ବ୍ରହ୍ମପୁର: ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ ମହିଳା ଓ ତାଙ୍କ ଝିଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ରହିଥିବା ଝିଅକୁ
Read More...

ଗଞ୍ଜାମର କୁଶଳୀ ମାନବସମ୍ବଳକୁ ଉପଯୋଗ କରି ରୋଜଗାରର ନୂଆ ସୁଯୋଗ ତିଆରି କରିବା- ଧର୍ମେନ୍ଦ୍ର ପ୍ରଧାନ

ଛତ୍ରପୁର, ଅଗଷ୍ଟ ୧୦ – ଅପାର ସମ୍ଭାବନାର ଅଞ୍ଚଳ ଗଞ୍ଜାମ ହେଉଛି କଳା, ଦକ୍ଷତା ଏବଂ ପରିଶ୍ରମୀ ଲୋକଙ୍କ ସହର । ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ । ଗଞ୍ଜାମର ବ୍ୟବସାୟିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆମକୁ ଯୋଜନା କରିବାକୁ
Read More...

ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା

ପୁରୀ: ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ
Read More...

ରାଷ୍ଟ୍ରପତି ଭବନରେ ରାକ୍ଷୀ ପୂର୍ଣ୍ଣିମା ପାଳିଲେ ଏକଲବ୍ୟ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ

ଭୁବନେଶ୍ବର-ରାଷ୍ଟ୍ରପତି ଭବନରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହ ରାକ୍ଷୀ ପୂର୍ଣ୍ଣିମା ପାଳିଛନ୍ତି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର 20 ଜଣ ବିଦ୍ୟାର୍ଥୀ । ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର ଲାଇଂ, ଭବାନୀପୁର, ମହାସିଙ୍ଗ ଓ ଫିରିଙ୍ଗିଆ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ ଓ 4
Read More...

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର / କୋରାପୁଟ:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ
Read More...

ବିଡିଓ ଶରତ ସେଠୀଙ୍କୁ ସରପଞ୍ଚ ସଙ୍ଘ ପକ୍ଷରୁ ବିଦାୟ ସମର୍ଦ୍ଧନା

ହରଭଙ୍ଗା: ହରଭଙ୍ଗା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ସେଠୀଙ୍କ ଅନ୍ୟତ୍ର ବଦଳି ହୋଇଛି l ସେ ଜଣେ ଦକ୍ଷ ଅଧିକାରୀ ଭାବେ ହରଭଙ୍ଗା ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ 11.03.2024ରେ କାର୍ଯ୍ୟଭାର ଗ୍ରହଣ କରି ଉପାନ୍ତ ଅଂଚଳ ସହିତ ଶିକ୍ଷା, ସ୍ୱାସ୍ଥ୍ୟ,ଗମନା ଗମନ ଉପରେ ବ୍ଲକ ର
Read More...

ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ସଂକୁଳ ସ୍ତରୀୟ “ ଜ୍ଞାନ ବିଜ୍ଞାନ ମେଳା “ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ମୁଖ୍ୟ ଅତିଥି ରୂପେ ବନବାସୀ ସେବା ସମିତିର ଯୁଗ୍ମ ସମ୍ପାଦକ ରବିନ୍ଦ୍ର ପଣ୍ଡା ଓ ସଂକୁଳ ପ୍ରମୁଖ ତୀର୍ଥବାସୀ ଘଡେଇ ଯୋଗ
Read More...

ଗଞ୍ଜାମ ଛତ୍ରପୁରରେ ‘ଡିସାଲାଇନେସନ୍ ଏସଡବ୍ଲୁଆରଓ ଜଳ ବିତରଣ ପ୍ରକଳ୍ପ’ର ଶୁଭାରମ୍ଭ

ଛତ୍ରପୁର: ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଛତ୍ରପୁରର ମାଟିଖାଲରେ ଆଇଆରଇଏଲ (ଇଣ୍ଡିଆ) ଲିମିଟେଡ୍ ପରିସରରେ ସମୁଦ୍ରର ଲୁଣି ପାଣିକୁ ମଧୁର ଜଳରେ ବିଶୋଧନ କରିବା ଦିଗରେ ଏକ ଡିସାଲାଇନେସନ୍ ଏସଡବ୍ଲୁଆରଓ ଜଳ ବିତରଣ ପ୍ରକଳ୍ପର
Read More...