Monthly Archives

August 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ NDA ଏକଜୁଟ, ନୀତିଶଙ୍କଠାରୁ ନାଇଡୁ ପର୍ଯ୍ୟନ୍ତ ସମସ୍ତେ ସିପି ରାଧାକୃଷ୍ଣନଙ୍କୁ କଲେ…

ନୂଆଦିଲ୍ଲୀ: ଏନଡିଏ ଉପରାଷ୍ଟ୍ରପତି ପଦ ପାଇଁ ସିପି ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ କରିଛି, ଯାହାଙ୍କୁ ନୀତିଶ କୁମାର ଏବଂ ଚନ୍ଦ୍ରବାବୁ ନାଇଡୁଙ୍କ ସମେତ ପ୍ରମୁଖ ସହଯୋଗୀଙ୍କ ପୂର୍ଣ୍ଣ ସମର୍ଥନ ରହିଛି। ଜନତା ଦଳ (ୟୁନାଇଟେଡ୍)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Read More...

ସିଇସିଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ !

ନୂଆଦିଲ୍ଲୀ। ବିହାର ନିର୍ବାଚନକୁ ଦୃଷ୍ଟିରେ ରଖି, ବିରୋଧୀ ଦଳଗୁଡ଼ିକ SIR ଏବଂ 'ଭୋଟ ଚୋରି' ଅଭିଯୋଗରେ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ଗତକାଲି, ନିର୍ବାଚନ କମିଶନ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ 7 ଦିନ ମଧ୍ୟରେ ଏକ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ
Read More...

ଏସିଆ କପ୍ ପାଇଁ ଖେଳାଳି ଚୟନକୁ ନେଇ ଚିନ୍ତାରେ ଚୟନକର୍ତ୍ତା

ନୂଆଦିଲ୍ଲୀ। ସେପ୍ଟେମ୍ବର ୯ରୁ ଆରମ୍ଭ ହେବାକୁ ଥିବା ଏସିଆ କପ୍ ୨୦୨୫ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରାଯିବ। ସେପ୍ଟେମ୍ବର ୧୯ରେ ମୁମ୍ବାଇରେ ଚୟନକର୍ତ୍ତାଙ୍କ ବୈଠକ ହେବ। ଏହା ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଦଳ ଘୋଷଣା କରିପାରନ୍ତି । ଆଉ କେତେକ ରିପୋର୍ଟରେ ଏହା ମଧ୍ୟ
Read More...

ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ଜଣେ ଡିଆରଜି ଯବାନ ସହିଦ, ତିନି ଗୁରୁତର

ବିଜାପୁର, ୧୮/୦୮ : ଛତିଶଗଡ଼ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ। ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସହିଦ ହୋଇଥିବା ଯବାନ ଜଣଙ୍କ ଦିନେଶ ନାଗ ବୋଲି ଜଣାପଡ଼ିଛି।
Read More...

ଏହି ସବୁ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା,
Read More...

ଆଜି ମେଡିକାଲରୁ ଡିସ୍‌ଚାର୍ଜ ହୋଇପାରନ୍ତି ନବୀନ

ଭୁବନେଶ୍ୱର: ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍‌ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି। ସୂଚନାନୁଯାୟୀ, ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍‌ ଅଲ୍‌ଟିମେଟ୍‌ରେ ସନ୍ଧ୍ୟା ପ୍ରାୟ ୫ଟା
Read More...

ରାଜ୍ୟ ସ୍ତରୀୟ ଚେସ ଚାମ୍ପିୟାନସିପରେ ଯୋଗଦେଲେ କ୍ରୀଡାମନ୍ତ୍ରୀ

ବୌଦ୍ଧ, ୧୭/୮:- ବୌଦ୍ଧ ସେଣ୍ଟ ଜାଭିଅର ପବ୍ଲିକ ସ୍କୁଲରେ ଆୟୋଜିତ ୬୫ ତମ ଷ୍ଟେଟ ସିନିଅର ଫିଡେ ରେଟିଂ ଚେସ ଚମ୍ପିୟାନସିପ ୨୦୨୫ ରେ ଯୋଗଦେଇଛନ୍ତି ରାଜ୍ୟ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ରାଜ୍ୟ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଏବଂ ଅଲ ଓଡିଶା ଚେସ ଆସୋସିଏସନ
Read More...

ଗୃହ, ସେତୁ ଓ ରାସ୍ତା ନିର୍ମାଣର ସବିଶେଷ ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ବର:ଆଜି ମାନ୍ୟବର ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ ଟି ବିଭାଜନର
Read More...

ଓଡିଶାରେ ଗଣମାଧ୍ୟମ ଓ ସାମ୍ବାଦିକଙ୍କ ସମସ୍ୟାର ସମାଧାନ ପାଇଁ ସକ୍ରୀୟତାପୂର୍ବକ ସରକାର ଚିନ୍ତା କରୁଛନ୍ତି –…

ଭୁବନେଶ୍ୱର: ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ "ରାଷ୍ଟ୍ରଦୀପ" ଓଡିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା । ରାଷ୍ଟ୍ରଦୀପ ପରି ରାଷ୍ଟ୍ରୀୟ ବିଚାରଧାରା ପୋଷଣ
Read More...

ଆଇଆଇଟି ଦିଲ୍ଲୀର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଆଇଆଇଟି ଦିଲ୍ଲୀ ପରିଦର୍ଶନ କରିବା ସହ ସ୍ନାତକ, ସ୍ନାତକୋତ୍ତର ଏବଂ ପିଏଚଡ଼ି ଛାତ୍ରଛାତ୍ରୀ, ଉଦ୍ଭାବକ ଏବଂ ଗବେଷକଙ୍କ ସହିତ ଆଲୋଚନା କରିଛନ୍ତି । ଏହାବ୍ୟତୀତ ଶ୍ରୀ ପ୍ରଧାନ ପୃଥକ ଭାବରେ ଜାତୀୟ ଶିକ୍ଷକ
Read More...