ବୌଦ୍ଧରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ
ବୌଦ୍ଧ,୩୦/୧୦:- ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଜ଼ିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଧରିତ୍ରୀ ପ୍ରଧାନ ଅତିଥି ପରିଚୟ ପ୍ରଦାନ ଏବଂ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ!-->…
Read More...
Read More...