Monthly Archives

October 2025

e-KYC କରିନଥିଲେ ମିଳିବନି ଚାଉଳ

ଭୁବନେଶ୍ୱର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ
Read More...

ଘୋଷଣାକୁ ଅପେକ୍ଷା, ଚୂଡାନ୍ତ ହେଲା ନୂଆପଡା ବିଜେଡି ପ୍ରାର୍ଥୀଙ୍କ ନାମ !

ନୂଆପଡା: ନୂଆପଡା ଉପନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଶାସକ ବିଜେପି ଓ ମୁଖ୍ୟ ବିରୋଧୀ ବିଜେଡି ଏପର୍ଯ୍ୟନ୍ତ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହାନ୍ତି । ବିଜେଡିରୁ ଯାଇ ବିଜେପିରେ ସାମିଲ ହୋଇଥିବା ଜୟ ଢୋଲକିଆ ବିଜେପିର ପ୍ରାର୍ଥୀ ହେବାଏକପ୍ରକାର ନିଶ୍ଚତ
Read More...

ଗିଲଙ୍କ ନେତୃତ୍ବରେ ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ

ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ସାତ ୱିକେଟ ବିନିମୟରେ ବିଜୟୀ ହୋଇଛି ଭାରତ।  ଚତୁର୍ଥ ଦିନରେ ଦ୍ୱିତୀୟ ଇନିଂସ ଶେଷ ହେବା ପରେ ୧୨୧ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ ପଞ୍ଚମ ଦିନ ମଙ୍ଗଳବାରରେ ଏହାକୁ
Read More...

ପୁରୀକୁ ବିଶ୍ୱସ୍ତରୀୟ ଧାର୍ମିକ ସହର ଭାବେ ଗଢ଼ି ତୋଳାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର /ପୁରୀ:ପୁରୀ ଠାରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପସ୍ଥିତ ରହି ହବିଷ୍ୟାଳି ମା’ମାନଙ୍କ ସହ ମିଶିଥିଲେ ଏବଂ ଏହି ଅବସରରେ ସେ କହିଥିଲେ ଯେ ହବିଷିଆଳୀ ମା’ମାନଙ୍କ
Read More...

‘ବିକଶିତ ଭାରତ ବିଲ୍ଡାଥନ୍’ ନୂତନ ବିଶ୍ୱ ମଡେଲ୍ ତିଆରି କରିବ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,ଅକ୍ଟୋବର ୧୩, ୨୦୨୫ – 'ବିକଶିତ ଭାରତ ବିଲ୍ଡାଥନ୍’ ହେଉଛି ଉଦ୍ଭାବନ, ସୃଜନଶୀଳତା ଏବଂ ଯୁବ ଶକ୍ତିର ଏକ ଦେଶବ୍ୟାପୀ ଉତ୍ସବ । ଏହି ବିଲ୍ଡାଥନରୁ ତିଆରି ହେଉଥିବା ଅଭିନବ ବିଚାର ଗୁଡ଼ିକ ନୂତନ ବିଶ୍ୱ ମଡେଲ୍ ସୃଷ୍ଟି କରିବ ଏବଂ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ଜରୁରୀ
Read More...

ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଲୋକଙ୍କ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖ ସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ
Read More...

ପୁଣି ହାରିଲା ମହିଳା ଟିମ୍, ସେମିଫାଇନାଲରେ ପହଞ୍ଚିବାକୁ ହେଲେ କରିବାକୁ ପଡିବ ଏମିତି

ନୂଆଦିଲ୍ଲୀ- ଏବେ ଭାରତରେ ଚାଳିଛି ମହିଳା ଦିନିକିଆ କ୍ରିକେଟ୍ ବିଶ୍ବକପ । ଭାରତ ଲଗାତାର ଦୁଇଟି ମ୍ୟାଚ୍ ଜିତିବା ପରେ ଏବେ ପୁଣି ଲଗାତାର ଦୁଇଟି ମ୍ୟାଚ୍ ହାରି ସେମିଫାଇନାଲ ପ୍ରବେଶ ପାଇଁ ସଂକଟରେ ପଡିଛି। ଏହା ପୂର୍ବରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦଳ ନିକଟତର ପରାଜୟ ବରଣ କରିଥିଲା।
Read More...

ବିଜେଡ଼ିର ଜନସଂପର୍କ ପଦଯାତ୍ରାରେ ସାମିଲ ହେବେ ନବୀନ

ଭୁବନେଶ୍ୱର : ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆରମ୍ଭ ହୋଇଥିବା ଜନସଂପର୍କ ପଦଯାତ୍ରାରେ ସାମିଲ ହେବେ ଦଳର ସୁପ୍ରିମୋ  ନବୀନ ପଟ୍ଟନାୟକ । ସେ ତାଙ୍କର ଜନ୍ମଦିନରେ ଏହି କାର୍ଯ୍ୟକ୍ରମରେ  ଯୋଗ ଦେବେ । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଅଶୋକ ପଣ୍ଡା ଏପରି ସୂଚନା ଦେଇଛନ୍ତି ।  
Read More...

ନେପାଳ ଜେଲରୁ ୫୪୦ ଜଣ ଭାରତୀୟ କଏଦୀ ଫେରାର

କାଠମାଣ୍ଡୁ: ନେପାଳରେ ଜେନ୍-ଜେଡ୍ ପ୍ରଦର୍ଶନ ପରେ, ଦେଶର ଜେଲ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଜେଲ୍ ପରିଚାଳନା ବିଭାଗ ଅନୁଯାୟୀ, ସେପ୍ଟେମ୍ବର ୯ ତାରିଖରେ ହୋଇଥିବା ହିଂସାତ୍ମକ ପ୍ରତିବାଦ ପରେ ଦେଶର ବିଭିନ୍ନ ଜେଲ୍ ରୁ ବହୁ ସଂଖ୍ୟକ ବିଦେଶୀ ନାଗରିକଙ୍କ ସମେତ ୧୩୦୦୦ ରୁ ଅଧିକ
Read More...

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।
Read More...