ବାରରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ
ଭୁବନେଶ୍ବର: ରାଜଧାନୀର ସତ୍ୟବିହାରରେ ଥିବା ଏକ ବାରରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ସମଗ୍ର ଅଞ୍ଚଳ ଧୂଆଁମୟ। ଘଟଣାସ୍ଥଳରେ ଦୁଇଟି ଦମକଳ ବାହିନୀ ନିଆଁଲିଭା କାମରେ ନିୟୋଜିତ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ।ସୂଚନା ଅନୁଯାୟୀ ସକାଳ ୮ଟା ୫୦ ମିନିଟ୍ ସମୟରେ ସତ୍ୟବିହାରରେ!-->…
Read More...
Read More...