ଆସନ୍ତାକାଲିଠାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଯୁକ୍ତ୨ ନାମଲେଖା ପାଇଁ ମେ’ ୨୪ (ଶନିବାର) ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଅନ୍ଲାଇନ୍ ମାଧ୍ୟମରେ ହେଉଥିବା ଏହି ଆବେଦନ ପ୍ରକ୍ରିୟା ଆସନ୍ତା ଜୁନ୍ ୩୦ ତାରିଖ ଯାଏଁ ଜାରି ରହିବ। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ। ଏଥି ପାଇଁ ପିଲାମାନଙ୍କୁ !-->…
Read More...
Read More...