Yearly Archives

2025

ଭଡ଼ା ଘରେ ଚାଲିଛି ୩୮୯୦ ଅଙ୍ଗନବାଡ଼ି

ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ସ୍ବାଭାବିକ ଚାଲିଛି ଗୃହ କାର୍ଯ୍ୟ। ଆଜି ଗୃହରେ ମହିଳା ଓ ଶିଶୁ ବିକାଶ ବିଭାଗ ସଂପର୍କରେ ଆଲୋଚନା ଚାଲିଛି। ବିଧାନସଭାରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ
Read More...

ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷ

ଭୁବନେଶ୍ୱର- ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ ପବିତ୍ରଙ୍କ ସମେତ ୧୩ କାଉନସିଲର ଇସ୍ତଫା ଦେଇଥିଲେ।
Read More...

ବାରବାଟୀକୁ କରାଯାଉ ବିଶ୍ୱସ୍ତରୀୟ ଷ୍ଟାଡିଅମ – ସୋଫିଆ

କଟକ : ବାରବାଟୀକୁ କର ବିଶ୍ୱସ୍ତରୀୟ ଷ୍ଟାଡିଅମ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଛନ୍ତି କଟକ ବାରବାଟୀ ବିଧାୟକ ସୋଫିଆ ଫିରଦ୍ଦୋଶ । ପୂର୍ବରୁ ଏନେଇ ଘୋଷଣା ହୋଇଥିଲା କିନ୍ତୁ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇ ପାରିନାହିଁ । ଆଗକୁ ଭାରତ ଦକ୍ଷିଣ ଆଫ୍ରିକା ମ୍ୟାଚ ଅଛି । ବିସିସିଆଇ ଓ ରାଜ୍ୟ
Read More...

ଏହି ସବୁ କଲେଜରୁ ଆସିଛି ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ

ଭୁବନେଶ୍ୱର: ଆଠଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ଏନେଇ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଗୃହରେ ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି ‘ରାଉରକେଲା ସ୍ୱୟଂଶାସିତ କଲେଜରୁ ୩ଘଟଣା ସାମ୍ନାକୁ ଆସିଛି । ଜିଏମ
Read More...

୧୯ ବର୍ଷରୁ କମ୍ ଏସିଆ କପ୍ ପାଇଁ ଭାରତୀୟ ଦଳ ଘୋଷଣା, ବୈଭବଙ୍କ ସମେତ ଏହି ସବୁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ। ୨୦୨୫ ମସିହାରୁ କମ୍ ଏସିଆ କପ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଆୟୁଷ ମହାତ୍ରେଙ୍କ ଉପରେ ବିଶ୍ୱାସ ବଜାୟ ରଖି ଚୟନକର୍ତ୍ତାମାନେ ତାଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରିଛନ୍ତି। ବିହାନ ମାଲହୋତ୍ରାଙ୍କୁ ତାଙ୍କର ଡେପୁଟି ଭାବେ ନିଯୁକ୍ତି ମିଳିଛି । ଯୁବ ତାରକା
Read More...

ଶ୍ରୀଲଙ୍କାରେ ତାଣ୍ଡବ ରଚିବା ପରେ ଘୂର୍ଣ୍ଣିଝଡ଼ ‘ଦିଟ୍ୱାହା’ ଭାରତ ଆଡକୁ ମୁହାଁଇଛି

ନୂଆଦିଲ୍ଲୀ। ଘୂର୍ଣ୍ଣିଝଡ଼ 'ଦିଟୱା' ଶ୍ରୀଲଙ୍କା ଦ୍ୱୀପ ରାଷ୍ଟ୍ରରେ ତାଣ୍ଡବ ସୃଷ୍ଟି କରିଛି, ଯାହା ଭାରତକୁ ବିପଦରେ ପକାଇଛି। ଏହି ବିନାଶକାରୀ ଘୂର୍ଣ୍ଣିଝଡ଼ ଶ୍ରୀଲଙ୍କା ଉପକୂଳରୁ ଧୀରେ ଧୀରେ ଭାରତ ଆଡକୁ ଗତି କରୁଛି।ଘୂର୍ଣ୍ଣିଝଡ଼ 'ଦିଟୱା' ଶ୍ରୀଲଙ୍କାରେ ଏପର୍ଯ୍ୟନ୍ତ 46 ଜଣଙ୍କ ଜୀବନ
Read More...

ବନ୍ଦ ଥିବା ସ୍କୁଲ ଖୋଲିବାକୁ ବିଚାର କରୁଛନ୍ତି ସରକାର-ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ବନ୍ଦ ହୋଇଥିବା ୨୦ରୁ ଅଧିକ ପିଲା ଥିବା ସ୍କୁଲ ଖୋଲିବାକୁ ବିଚାର କରୁଛନ୍ତି ସରକାର । ପୂର୍ବ ସରକାର ତରବରିଆ ଭାବେ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇଥିଲେ । ଏହାକୁ ବଦଳାଇବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର । ଯେଉଁ ଜିଲ୍ଲାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲ ବନ୍ଦ ଅଛି,
Read More...

ଦିଲ୍ଳୀ ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ୱର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ଆଜି ସକାଳୁ ଦିଲ୍ଳୀ ଫେରିଯାଇଛନ୍ତି। ଭୁବନେଶ୍ବର କମିଶେନରରେଟ୍‌ ପୁଲିସ ପକ୍ଷରୁ କଡା ସୁରକ୍ଷାରେ ରାଜଭବନରୁ ବାହାରିଥିଲେ ରାଷ୍ଟ୍ରପତି । ଏୟାରପୋର୍ଟରେ ରାଷ୍ଟ୍ରପତିଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ
Read More...

ପିପିଲି ପୋଲିସକୁ ବଡ଼ ସଫଳତା, ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ପୁରୀ-ପିପିଲି ପୋଲିସକୁ ବଡ଼ ସଫଳତା l ପୁରୀ ଜିଲ୍ଲା ପିପିଲି ଅଞ୍ଚଳରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ପିପିଲି ଥାନା ପୋଲିସ ୨୬୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ପିପିଲି ଥାନା ଅନ୍ତର୍ଗତ
Read More...

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ।ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ସ୍ୱାଗତ କରାଯାଇଥିଲା । ପରେ ତାଙ୍କ କାରକେଡ ସିଧାସଳଖ ରାଜଭବନ ଅଭିମୁଖେ ଯାଇଥିବା
Read More...