Yearly Archives

2025

ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ମେ’ ୨୦ ଥିବା ବେଳେ ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଛାତୀଛାତ୍ର। କାରଣ ଏବେ ପର୍ଯ୍ୟନ୍ତ +୨ ପରୀକ୍ଷା ଦେଇଥିବା ପିଲାମାନଙ୍କର ଫଳାଫଳ ପ୍ରକାଶ ପାଇ ନାହିଁ। ତେବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର
Read More...

ଦଶପଲ୍ଲା – ଭଞ୍ଜନଗର ରାସ୍ତାରେ ଲୁଟେରାଙ୍କ ଆତଙ୍କ;ପଥଚାରୀଙ୍କୁ ଆକ୍ରମଣ ପରେ ପୋଡ଼ିଦେଲେ ବାଇକ୍,ବାଇକ ଚାଳକ…

ଦଶପଲ୍ଲା : କିଛିଦିନ ଧରି ଦଶପଲ୍ଲାର ଆଇନ୍ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲାବେଳେ,ଚୋରି, ରାହାଜାନ,ଡକାୟତି, ଲୁଟତରାଜ୍ ବଢିବାରେ ଲାଗିଛି । ତତ୍ ସହିତ ଦିନକୁ ଦିନ ପଥଚାରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି, ୫୭ ନଂ ଜାତୀୟ ରାଜପଥ ଓ ଦଶପଲ୍ଲା - ଭଞ୍ଜନଗର ରାଜ୍ୟ
Read More...

ପ୍ରସ୍ତୁତ ହେବ ସମାଜ କଲ୍ୟାଣ ବୋର୍ଡର ପୁନରୁଦ୍ଧାର ରୋଡ଼ମ୍ୟାପ

ଭୁବନେଶ୍ୱର:ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ
Read More...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢିଛି

ଭୁବନେଶ୍ୱର:ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ
Read More...

ତିନି ରଥର ଚକଅଖ ଡେରା ନୀତି ସମ୍ପନ୍ନ

ପୁରୀ : ଆଜି ପବିତ୍ର ଶ୍ରୀ କ୍ଷେତ୍ର ଭଉଁରୀ ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପର୍ଣ୍ନ ହୋଇଛି ତିନି ରଥର ଚକଅଖ ଡେରା ନୀତି | ସକାଳ ଧୂପ ବଢିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ ସହ
Read More...

ପାଚେରୀକୁ ଧକ୍କା ଦେଲା ମିନି ଟ୍ରକ; ଅଳ୍ପକେ ବର୍ତ୍ତିଲେ ଘରେ ଥିବା ପରିବାର

କୋରାପୁଟ : ବିଦ୍ୟୁତ୍ ପୋଲ ଓ ଘରକୁ ଧକ୍କା ଦେଲା ଗାଡ଼ି ।ପାଚେରୀ କାନ୍ଥ ଭାଙ୍ଗିଲା । ଅଳ୍ପକେ ବର୍ତ୍ତିଲେ ଘରେ ଥିବା ପରିବାର ଲୋକେ ।ପାଚେରୀ ଭାଙ୍ଗିଥିଲା ମଧ୍ୟ ଘରେ ଥିବା ପରିବାର ଲୋକଙ୍କ କୌଣସି କ୍ଷତି ହୋଇନଥିବା ସୂଚନା ରହିଛି । ଜୟପୁରରୁ କୋରାପୁଟ ଅଭିମୁଖେ ଆସୁଥିବା ମିନି ଟ୍ରକଟି
Read More...

ପାକିସ୍ତାନକୁ ଆଉ ନିରାପଦ ମଣୁନାହାନ୍ତି ଆତଙ୍କବାଦୀ!

ନୂଆଦିଲ୍ଲୀ,୧୯/୫: ଭାରତରେ ଆତଙ୍କବାଦୀମାନେ ସେନା ଗୁଳିର ଶିକାର ହୋଇ ନିହତ ହେଉଥିବା ବେଳେ ପାକିସ୍ତାନରେ ମଧ୍ୟ ଆତଙ୍କବାଦୀମାନେ ସେମାନଙ୍କର ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀର ଶିକାର ହେଉଛନ୍ତି । ଏହି ଗୋଷ୍ଠୀଗୁଡ଼ିକ ଆତଙ୍କବାଦୀମାନଙ୍କୁ ବାଛି ବାଛି ମାରୁଛନ୍ତି । ଗତ ଦୁଇ ବର୍ଷ ମଧ୍ୟରେ
Read More...

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଭୁଟାନ ଗସ୍ତ

ଭୁବନେଶ୍ୱର:ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବାକୁ ଭୁଟାନ ଗସ୍ତରେ ଗଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ।ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସ ଭୁଟାନର ଥିମ୍ପୁ ଠାରେ
Read More...

ତୁଟିବ ପୋଲାଭରମ୍ ବିବାଦ, ମେ’୨୮ରେ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ତୁଟିବ ପୋଲାଭରମ୍ ବିବାଦ। ମେ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ସାମିଲ ହେବେ ଓଡ଼ିଶା, ଛଡ଼ିଶଗଡ଼, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ। ଆଭାସୀ ମାଧ୍ୟମରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ।
Read More...

ପାରିବାରିକ କଳହରୁ ପୁଅକୁ ହତ୍ୟା କରି ପୋତିଦେଲେ

ରେଢାଖୋଲ- ପାରିବାରିକ କଳହରୁ ଜନ୍ମ କଲା ମାଆ ଅନ୍ୟ ପୁଅ, ଝିଅ ସହ ମିଶି ବଡ ପୁଅକୁ ହତ୍ୟା କରିଥିବା ଘଟଣା ଘଟିଛି ରେଢ଼ାଖୋଲ ଥାନା ଡ଼ଇଁଚା ଗ୍ରାମର ସୁଦସାହିରେ l ଖବର ପାଇ ରବିବାର ଅପରାହ୍ନରେ ରେଢ଼ାଖୋଲ ପୋଲିସ ଘଟଣା ସ୍ଥଳରେ ପହଂଚି ଛାନ ଭିନ କରୁଛି l ପ୍ରକାଶ ଯେ, ରେଢ଼ାଖୋଲ ଥାନା ଡ଼ଇଁଚା
Read More...