Yearly Archives

2025

ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ

କଟକ: ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ ଆଜିଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଥବା ଜଷ୍ଟିସ ଶ୍ରୀପଦ,  ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନବ ନିଯୁକ୍ତ ବିଚାରପତି ଜଷ୍ଟିସ
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ସିଡିଏ ଅନିଲ ଚୌହାନ ଏବଂ ସ୍ଥଳସେନା, ନୌସେନା ଏବଂ ବାୟୁସେନା ମୁଖ୍ୟଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରୁଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଯୋଗ
Read More...

ଅଜବ ଗାଁର ଗଜବ କାହାଣୀ : ଘର ରଙ୍ଗ କରାଯାଏନି କି ବିବାହ ଉତ୍ସବରେ ସାଜସଜା ହୁଏନି

ରଙ୍ଗ ହେଉ କି ସାଜସଜା ପ୍ରାୟ ସମସ୍ତଙ୍କୁ ଆକର୍ଷଣ କରିଥାଏ। ଏଥିପାଇଁ ଲୋକେ କେତେ ଟଙ୍କା ଖର୍ଚ୍ଚ ମଧ୍ୟ କରିଥାନ୍ତି। ବିଶେଷକରି ଘର ତିଆରି କରିବା ସହ ଏଥିରେ ରଙ୍ଗ ଏବଂ ବିବାହ ଉତ୍ସବରେ ସାଜସଜା ପାଇଁ ବହୁ ଅର୍ଥ ବ୍ୟୟ କରିଥାନ୍ତି। କିନ୍ତୁ ଏମିତି ଏକ ଗାଁ ରହିଛି, ଯେଉଁଠି ଲୋକେ ଲକ୍ଷାଧିକ
Read More...

ଟେଷ୍ଟ କ୍ରିକେଟରୁ ଅବସର ନେଲେ ବିରାଟ

ନୂଆଦିଲ୍ଲୀ : ରୋହିତ ଶର୍ମାଙ୍କ ପରେ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ମଧ୍ୟ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଇଂଲଣ୍ଡ ଗସ୍ତ ପୂର୍ବରୁ ସେ ଏହି ଘୋଷଣା କରିଛନ୍ତି । ଗତ କିଛି ଦିନ ହେଲା ବିରାଟ କୋହଲିଙ୍କ ଅବସର ନେଇ ଭିନ୍ନ ଭିନ୍ନ ଖବର ପ୍ରକାଶ ପାଉଥିଲା । ଆଜି ସେ ବିଧିବଦ୍ଧ
Read More...

ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର:ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ୧୯ ସହରରେ ତାପମାତ୍ରା
Read More...

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ଗଣିଆ : ଗଣିଆ ଥାନା ଅର୍ନ୍ତଗତ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଜଣେ ଯୁବକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଜଣାପଡିଛି । ମୃତ ଯୁବକ ଜଣକ ଉକ୍ତ ଗ୍ରାମର ଅବସରପ୍ରାପ୍ତ  ଶିକ୍ଷକ   ଶତୃଘନ ମହାରଣାଙ୍କ  କନିଷ୍ଠ ପୁତ୍ର  ଅଜିତ ମହାରଣା  । ସେ ଭୁବନେଶ୍ବରରେ ଏକ ଘରୋଇ କମ୍ପାନୀରେ ଚାକିରୀ
Read More...

ଦଇତାପତି ସେବକ ଶ୍ରୀରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବିତ

ପୁରୀ : ବରିଷ୍ଠ ଦଇତାପତି ସେବକ, ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ମହାପ୍ରଭୁଙ୍କ ସେବା କାର୍ଯ୍ୟରୁ ଏକ ମାସ ଅର୍ଥାତ୍ ୩0 (ତିରିଶ) ଦିନ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ କୁମାର ପାଢ଼ୀ । ଏହି ନିଲମ୍ବନ ସମୟ ଭିତରେ, ଶ୍ରୀ ଦାସ ମହାପାତ୍ର କୌଣସି
Read More...

୧୯ ଯାଏଁ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ବର:ତାତିରୁ ନାହିଁ ନିସ୍ତାର । ରାଜ୍ୟରେ ଆସନ୍ତା ୧୯ ତାରିଖ ଯାଏଁ ଅସହୟ ଗରମ ସହ  ଗୁଳୁଗୁଳି ଅନୁଭବ ହେବ ।  ଅସ୍ତବ୍ୟସ୍ତ ହେବ ଜନ ଜୀବନ। ବର୍ଷାର  ନାହିଁ ସମ୍ଭାବନା। ତେବେ ମେ ମାସରେ ଏମିତି ଜଳବାୟୁ ରହିଥାଏ । କିନ୍ତୁ ଏ ବର୍ଷ ଯୁଦ୍ଧର ପ୍ରଭାବ ମଧ୍ୟ ଜଳବାୟୁ ଉପରେ ପଡିଛି।
Read More...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଭୁବନେଶ୍ୱର ୧୧।୦୫ : ଝାରପଡ଼ା ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ । ଚିକିତ୍ସାଧୀନ ଅବସ୍ଥାରେ କଏଦୀଙ୍କ ମୃତ । ମୃତ କଏଦୀଙ୍କ ନାମ ହେଉଛି ମୋହନ ବେହେରା ବୋଲି ଜଣାପଡିଛି। ଖବର ଅନୁଯାୟୀ, ଗତ ୮ ତାରିଖରେ ନିଶା କାରବାର ଘଟଣାରେ ଜଟଣୀ ଥାନା ପୋଲିସ ମୋହନ
Read More...

ଅଧ୍ୟାପକ ଅଇରୀ ନାଶନ ଚିନ୍ଦାଙ୍କ ଆକସ୍ମିକ ବିୟୋଗ

କୋକସରା : କୋକସରା ବ୍ଳକ ସଦର ମହକୁମା ଡିଗ୍ରୀ ମହାବିଦ୍ୟାଳୟ ତଥା କୋକସରା ଗ୍ରାମର ଅଧ୍ୟାପକ ଅଇରୀ ନାଶନ ଚିନ୍ଦା(୪୮)ଙ୍କ ଶୁକ୍ରବାର ଆକସ୍ମିକ ବିୟୋଗ ହୋଇଛି। ସେ’ ଗ୍ରାମର ଏକ ସମ୍ପର୍କୀୟ ବିବାହ ଉତ୍ସବରେ ଯୋଗଦେଇଥିବା ସମୟରେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ସ୍ଥାନୀୟ ଗୋଷ୍ଠୀ
Read More...